ସୁଶାନ୍ତଙ୍କ ସହିତ ସମ୍ପର୍କକୁ ନେଇ ଏପରି କହିଲେ ଅଙ୍କିତା…
ମୁମ୍ବାଇ, ୨୫।୭: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ଦିଲ୍ ବେଚାରା ଇତିମଧ୍ୟରେ ରିଲଜ୍ ହୋଇଛି। ଏହାକୁ ନେଇ ପ୍ରଶଂସକ ବେଶ୍ ଭାବୁକ ମନ୍ତବ୍ୟମାନ ଦେବାରେ ଲାଗିଛନ୍ତି। ଏପରିସ୍ଥଳେ ସୁଶାନ୍ତ ସିଂଙ୍କ ଏକ୍ସ୍ ଗର୍ଲ ଫ୍ରେଣ୍ଡ୍ ଅଙ୍କିତା ଲୋଖଣ୍ଡେଙ୍କ…
ଥାନାକୁ ମନା, ଡିସିପି ଅଫିସ୍ରେ ଭିଡ଼
କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ ଦିନକୁ ଦିନ କରୋନା ସ୍ଥିତି ଉଦ୍ବେଗଜନକ ହେଲାଣି। ଅଥଚ ଏ ପରିସ୍ଥିତିରେ ଡିସିପିଙ୍କ କାର୍ଯ୍ୟାଳୟରେ…
ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା ଦେଶର…
ଚେଙ୍ଗ୍ଡୁ କନ୍ସୁଲେଟ ବନ୍ଦ କରିବାକୁ ଆମେରିକାକୁ କହିଲା ଚାଇନା
ବେଜିଂ,୨୫ା୭: ହ୍ୟୁଷ୍ଟନରେ ଥିବା ଦୂତାବାସ ବନ୍ଦ କରିବାକୁ ଆମେରିକା ଚାଇନାକୁ ନିର୍ଦ୍ଦେଶ ଦେବା ପରେ ବେଜିଂ ଯେସାକୁ ତେସା ନୀତି ଆପଣାଇଛି। ଚେଙ୍ଗ୍ଡୁରେ ଥିବା ଦୂତାବାସ ବନ୍ଦ କରିଦେବାକୁ ବେଜିଂ ଶୁକ୍ରବାର ଓ୍ବାଶିଂଟନକୁ କହିଛି। ଫଳରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ…
ଝାରପଡ଼ା ଜେଲରେ ଗ୍ୟାଙ୍ଗ୍ଷ୍ଟର ରାଜ୍
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଜେଲରେ ଚାଲୁଛି ଗ୍ୟାଙ୍ଗଷ୍ଟର୍ଙ୍କ ରାଜୁତି। ବାହାରେ ଯେପରି ରାଜ୍ କରୁଥିଲେ, ଜେଲ ଭିତରେ ବି ସେମିତି ଚାଲିଛି। ବଡ଼ ବଡ଼ ଅପରାଧୀମାନେ ଗୋଷ୍ଠୀ କରି ସେଥିରେ କଏଦୀଙ୍କୁ ସାମିଲ କରୁଛନ୍ତି। ଗୋଷ୍ଠୀ କରି ଖଟି କରୁଛନ୍ତି, ଆଉ ନିଜର ଦବ୍ଦବା…
ପ୍ଲାଜ୍ମା ଦେବାକୁ ଲୋକେ ଅନାଗ୍ରହୀ
ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ ପ୍ଲାଜ୍ମା ଦାନ କରିବା ଲାଗି ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ପ୍ଲାଜ୍ମା…
ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର
ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍ କରାଯିବା ସହ…
ରଞ୍ଜନ ଗୋଗୋଇ ବହିର୍ବ୍ୟାପାର ଗୃହ କମିଟିକୁ ମନୋନୀତ
ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ସଦସ୍ୟ ଭାରତର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ବହିର୍ବ୍ୟାପାର ସଂସଦୀୟ କମିଟିକୁ ମନୋନୀତ କରାଯାଇଛି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡା ରେଲଓ୍ବେ କମିଟିରେ ସ୍ଥାନ ପାଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଏମ୍. ଭେଙ୍କାୟା ନାଇଡୁ ବିଭିନ୍ନ…
ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା
କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ ଯୋଗାଣ…
୫ ଜଣରେ ଜଣେ ବେରୋଜଗାର
ନୂଆଦିଲ୍ଲୀ,୨୫।୭: ମହାମାରୀ କରୋନା ଭୂତାଣୁ କବଳରେ ଦେଶ ଏବେ ଭୟଙ୍କର ପରିସ୍ଥିତିର ସମ୍ମୁଖୀନ ହୋଇଛି। ମୋଟ ୧୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩୦,୬୬୦ ଲୋକଙ୍କ ଜୀବନ ଗଲାଣି। ଏହା ସତ୍ତ୍ୱେ ଉଗ୍ର ସଂକ୍ରମଣ ସ୍ଥିତି ଦେଖାଦେବାରୁ ଲୋକମାନେ…
ଅନ୍ଲାଇନ୍ ପରୀକ୍ଷାରେ ପାସ୍ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ
ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍ଲାଇନ୍ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍ଲାଇନ୍ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ ପାସ୍…
ବଳ ଦେଖାଇଲେ ଗେହଲଟ
ଜୟପୁର,୨୫ା୭: ରାଜସ୍ଥାନରେ କ୍ଷମତା ଯୁଦ୍ଧକୁ ନେଇ ଦୁଇ ସପ୍ତାହ ଧରି ବଢ଼ିଚାଲିଥିବା ଉଷ୍ମତା ଜାତୀୟ ରାଜନୀତିକୁ ସରଗରମ କରିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶୁକ୍ରବାର ଜୟପୁରସ୍ଥିତ ରାଜଭବନ ଆଗରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ରାଜ୍ୟର ରାଜନୈତିକ ସ୍ଥିତି ଓ ମହାମାରୀ କରୋନା…
Archives


