Home

ଯୁବକଙ୍କ ପେଟରୁ ବାହାରିଲା ଏମିତି କିଛି, ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ

ଉତ୍ତର ପ୍ରଦେଶ ଉନ୍ନାଓ ଜିଲାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚନ୍ଦ୍ର କୁସୁମ ନାମକ ଜଣେ ଯୁବକ ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ତାଙ୍କର ପରୀକ୍ଷା କରିବା ପରେ ରିପୋର୍ଟ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ।…

ଅଭିନେତ୍ରୀ ହେବା ପୂର୍ବରୁ ଆମୀର ଖାନ୍‌ଙ୍କ ସହ ଏହି କାମ କରିଥିଲେ ହୁମା

ଫିଲ୍ମ ‘ଗ୍ୟାଙ୍ଗସ୍‌ ଅଫ୍‌ ଓ୍ବାସେପୁର’ ମାଧ୍ୟମରେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ ଅଭିନେତ୍ରୀ ହୁମା କ୍ୟୁରେଶି। ଏବେ ସେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ସଫଳ ନାୟିକାଙ୍କ ମଧ୍ୟରେ ଅନ୍ୟତମ। ହୁମା ଜଣେ ବ୍ୟବସାୟୀ ପରିବାରର। ତାଙ୍କ ପିତା ସଲିମ କ୍ୟୁରେଶି ଦିଲ୍ଲୀର ଅନେକ…

ଏନ୍‌ଏସି ହେଲେ ଜଳନ୍ତା ବିକାଶ ବତି

ବଇଣ୍ଡା,୬ା୧୦(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡାକୁ ଏନ୍‌ଏସି (ବିଜ୍ଞପିତ ଅଞ୍ଚଳ ପରିଷଦ) ଘୋଷଣା କରାଯାଉ ନାହିଁ। ଏ ନେଇ ଦୀର୍ଘ ୨୨ ବର୍ଷ ହେଲା ଦାବି କରାଯାଇ ଆସୁଥିଲେ ମଧ୍ୟ ଏ ଦିଗରେ ସରକାର ପଦକ୍ଷେପ…

ବ୍ରାଣ୍ଡେଡ୍‌ ପୋଷାକ ଲୋଭରେ ଭିକାରି ହେଲେ ଏହି ସୁନ୍ଦରୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସବୁ ଜିନିଷ ସୀମା ମଧ୍ୟରେ ରହିଲେ ଭଲ ଲାଗିଥାଏ। ଯଦି ଏହା ସୀମା ବାହାରକୁ ଚାଲିଯାଏ ତେବେ ତାହା କ୍ଷତିକାରକ ହୋଇଥାଏ। ଲୋକମାନେ ଘରେବସି ନିଜର ଆବଶ୍ୟକ ସାମଗ୍ରୀ ପାଇବା ପାଇଁ ଅନ୍‌ଲାଇନ୍‌ ସପିଂ ହେଉଛି ଏକ ସହଜ ଉପାୟ। କେତେକ…

ଦିଲ୍ଲୀ କ୍ୟାପିଟାଲ୍ସର ଚତୁର୍ଥ ବିଜୟ

ଦୁବାଇ, ୬।୧୦-ପୃଥ୍ବୀ ଶ’ଙ୍କ ବିସ୍ଫୋରକ ବ୍ୟାଟି୍‌ଂ, ମାର୍କୁସ ଷ୍ଟୋଇନିସଙ୍କ ଅପରାଜିତ ଅର୍ଦ୍ଧଶତକ ପରେ ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ ୫୯ ରନରେ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ…

ବଲ୍‌ରେ ସାଲିଭା ବ୍ୟବହାର କଲେ କୋହଲି

ଦୁବାଇ, ୬।୧୦(ପି.ଟି.): ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ମ୍ୟାଚ ସମୟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଅସାବଧାନତା ବଶତଃ ବଲ୍‌ରେ ସାଲିଭା(ଲାଳ) ବ୍ୟବହାର କରିଛନ୍ତି। ଫଳରେ ସେ ଆଇସିସିର କୋଭିଡ-୧୯ ପ୍ରୋଟୋକଲ ଭଙ୍ଗ କରିଛନ୍ତି। ଦିଲ୍ଲୀ…

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ୱିଟୋଭା କ୍ୱାର୍ଟର ଫାଇନାଲରେ

ପ୍ୟାରିସ, ୬।୧୦:ଦୁଇଥର ଓ୍ବିମ୍ବେଲଡନ ଚାମ୍ପିୟନ ପେତ୍ରା କ୍ୱିଟୋଭା ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ୪ର୍ଥ ରାଉଣ୍ଡ ମ୍ୟାଚରେ ସେ ୬-୨, ୬-୪ ସେଟ୍‌ରେ ଝାଙ୍ଗ ଶୁଇଙ୍କୁ ପରାସ୍ତ କରିଛନ୍ତି।…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ପାଓ୍ବାର ପ୍ଲାଣ୍ଟ

ଆନନ୍ଦପୁର,୬।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଦରଗଡ଼ିଶୀଳା ଏବଂ ସିଂନାଳୀର ମଧ୍ୟ ସ୍ଥଳରେ କାର୍ଯ୍ୟକ୍ଷମ ହେବାକୁ ଥିବା ବୈତରଣୀ ପାଓ୍ବାର ପ୍ରୋଜେକ୍ଟ ପାଇଁ ଅଞ୍ଚଳର ଗରିମା ବୃଦ୍ଧି ପାଇବାକୁ ଯାଉଛି। ଶୀତ ଦିନେ ଏହା ଆକର୍ଷଣୀୟ ପର୍ଯ୍ୟଟନସ୍ଥଳ ଭାବେ ପରିଗଣିତ ହେବା ସହିତ…

ହାଥରସ ଗଣବଳାତ୍କାର ମାମଲାର ଅଭିଯୁକ୍ତଙ୍କ ପାଇଁ ଲଢିବେ ଆଇନଜୀବୀ ଏପି ସିଂ

ନୂଆଦିଲ୍ଲୀ,୫।୧୦-ବରିଷ୍ଠ ଆଇନଜୀବୀ ଏପି ସିଂ ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ପାଇଁ କୋର୍ଟରେ ମାମଲା ଲଢିବେ ବୋଲି ଜଣାପଡିଛି। ଏହି ମାମଲାରେ ଅଭିଯୁକ୍ତଙ୍କୁ ରକ୍ଷା କରିବା ପାଇଁ ଅଖିଲ ଭାରତୀୟ କ୍ଷତ୍ରୀୟ ମହାସଭା ଏପି ସିଂଙ୍କୁ ନିଯୁକ୍ତ କରିଛି।…

ବନ୍ଧୁକ ଦେଖାଇ ନେଇଗଲେ ୬.୬୮ ଲକ୍ଷ

ଜଟଣୀ,୫ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ମ୍ୟୁନିସିପାଲିଟି ଅଫିସ ରାସ୍ତାରେ ସୋମବାର ୩ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କଠାରୁ ୬ଲକ୍ଷ ୬୮ହଜାର ୨୭ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଟଣୀ ପୋଲିସ ୨ ଜଣଙ୍କୁ…

କରୋନାରେ ସିଏମ୍‌ସି ଅଧିକାରୀଙ୍କ ମୃତ୍ୟୁ

କଟକ ଅଫିସ, ୫।୧୦-କଟକ ମହାନଗର ନିଗମ (ସିଏମ୍‌ସି) ପରିସଂଖ୍ୟାନ ଅଧିକାରୀ ବିଶ୍ୱନାଥ ଲେଙ୍କା(୪୯)ଙ୍କ କରୋନାରେ ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ବିଶ୍ୱନାଥ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡାରୁ ୨୦୯, ଅନୁଗୋଳରୁ ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?