Home

ଘରେ ଥିବା କୋଭିଡ-୧୯ ରୋଗୀଙ୍କୁ ଏହି ମେଡିସିନ ଖାଇବାକୁ ପରାମର୍ଶ

ଭୁବନେଶ୍ୱର,୫ା୧୦(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ମହାମାରୀ ସଂକ୍ରାମକ ରୂପ ଧାରଣ କରିଛି। ୮୦ ପ୍ରତିଶତ ଆଂଶିକ ଲକ୍ଷଣ ଥିବା କୋଭିଡ ସଂକ୍ରମିତଙ୍କୁ ନିଜ ଘରେ ସଙ୍ଗରୋଧରେ ରହିବାକୁ ପସନ୍ଦ କରୁଛନ୍ତି। ଏପରି ସ୍ଥଳେ ସେହି ରୋଗୀମାନଙ୍କୁ ରୋଗ ପ୍ରତିରୋଧ ପାଇଁ ଫାବିପିରାଭିର ଟାବଲେଟ ଖାଇବାକୁ…

୬ ମାସ ପରେ ସୁଟିଂ ସେଟକୁ ଫେରିଲେ ସଲମାନ: ସୋସିଆଲ ମିଡିଆରେ ଶେୟାର କଲେ ଫଟୋ

ମୁମ୍ବାଇ, ୫।୧୦-ଦୀର୍ଘ ସାଢେ ୬ ମାସ ପରେ ଫିଲ୍ମ ସୁଟିଂ ସେଟକୁ ପୁଣି ଥରେ ଫେରିଛନ୍ତି ବଲିଉଡ ଅଭିନେତା ସଲମାନ ଖାନ। ତାଙ୍କ ଆଗାମୀ ଫିଲ୍ମ ‘ରାଧେ ପାଇଁ ସୁଟିଂ ସେଟକୁ ପୁଣି ଥରେ ଫେରିଛନ୍ତି। ବର୍ତ୍ତମାନ ସଲମାନ ଫ୍ୟାନମାନଙ୍କ ପାଇଁ…

କଟକ ସହରରୁ ୯୩ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୧୦-କଟକ ସହରରୁ ସୋମବାର ମୋଟ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ହାଥରସ ପୀଡିତାଙ୍କ ପରିବାରକୁ ଭେଟି ଫେରୁଥିବାବେଳେ ଆମ ଆଦମି ପାର୍ଟି ଏମ୍‌ପିଙ୍କ ଉପରକୁ କାଳି ଫୋପାଡିଲେ ଦୁର୍ବୃତ୍ତ

ଲକ୍ଷ୍ନୌ,୫।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାର ଲୋକଙ୍କୁ ସୋମବାର ଆମ ଆଦମି ପାର୍ଟି (ଏଏପି)ର ଏମ୍‌ପି ସଞ୍ଜୟ ସିଂ ଭେଟିଛନ୍ତି। କିଛି ସମୟ ଧରି ପୀଡିତାଙ୍କ ପରିବାର ଲୋକଙ୍କ ସହ ମଧ୍ୟ ସଞ୍ଜୟ ଆଲୋଚନା କରିଥିଲେ। ଏହି ସମୟରେ ଆମ ଆଦମି…

ମେଡିସିନ ପାଇଁ ଏହି ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର

ଷ୍ଟକହୋମ,୫।୧୦- ମେଡିସିନ ପାଇଁ ଘୋଷଣା ହୋଇଛି ନୋବେଲ ପୁରସ୍କାର। ଚଳିତ ବର୍ଷ ନୋବେଲ ପୁରସ୍କାର ଲାଗି ଆମେରିକାର ହାର୍ଭେ ଜେ ଅଲଟର, ବ୍ରିଟିଶ ବୈଜ୍ଞାନିକ ମାଇକେଲ ହଟନ ଏବଂ ଚାଲର୍‌ସ ଏମ ରାଇସଙ୍କ ନାମ ଘୋଷଣା କରାଯାଇଛି। ହେପାଟାଇଟିସ-ସି ଭୂତାଣୁର ଆବିଷ୍କାର…

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୭

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଏହି ରସ

ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ ଅଁଳା ବ୍ୟବହାର କରାଯାଉଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ। କେଶର ପ୍ରାକୃତିକ ଚମକ୍‌ ବଜାୟ ରଖିବାକୁ…

ବରଗଡରେ ୧୪୮ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୬୯୧୭ରେ ପହଞ୍ଚିଲା

ବରଗଡ ଅଫିସ,୫।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୪୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ ପୌରାଞ୍ଚଳର ସର୍ବାଧିକ ୨୬ ଜଣ ରହିଛନ୍ତି। ସେହିପରି ଭେଡେନ ବ୍ଲକର ୮, ବରଗଡ…

ଓ୍ବେସ୍କୋକୁ ଘରୋଇକରଣ ପ୍ରତିବାଦରେ ବିଦ୍ୟୁତ କର୍ମଚାରୀଙ୍କ ଧାରଣା

କର୍ଲାମୁଣ୍ଡା,୫ା୧୦(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶା ବିଦ୍ୟୁତ ଶ୍ରମିକ କର୍ମଚାରୀ ଇଞ୍ଜିନିୟରସ ଏକତା ମଞ୍ଚ ପକ୍ଷରୁ ଓ୍ବେସ୍କୋକୁ ଘରୋଇକରଣ ପାଇଁ ରାଜ୍ୟ ସରକାରଙ୍କ ନିର୍ଣ୍ଣୟକୁ ବିରୋଧ କରି କଳାହାଣ୍ଡି ଜିଲା ମଦନପୁର ରାମପୁର ସେକ୍ସନରେ କାର୍ଯ୍ୟରତ ସମସ୍ତ କର୍ମଚାରୀ କଳାବ୍ୟାଜ୍‌ ଧାରଣ କରି ବିରୋଧ…

ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଶହୀଦ୍‌, ୫ ଆହତ

ଶ୍ରୀନଗର, ୫।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ସିଆର୍‌ପିଏଫ୍‌ ୧୧୦ ବାଟାଲିୟନ ଯବାନଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୨ ଜଣ ଯବାନ ଶହୀଦ୍‌ ହେବା ସହିତ ୫ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ବେସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

କାହିଁକି ଆକାଶରେ ଉଡ଼ିଥାଏ ପକ୍ଷୀ ମାତ୍ର ପାରେନି ମଣିଷ, ଜାଣନ୍ତୁ ଏହାର ପଛରେ ଥିବା କାରଣ

ବେଳେବେଳେ ପିଲାଦିନେ ଆମ ସମସ୍ତଙ୍କର ଇଚ୍ଛା ହୋଇଥାଏ, ମୋ’ର ଡେଣା ବା ପକ୍ଷୀ ଥାଆନ୍ତା କି ମୁଁ ବି ଆକାଶରେ ଉଡ଼ନ୍ତି। ଏବେ ବି ଏହି ପ୍ରଶ୍ନ ମନକୁ ଆନ୍ଦୋଳିତ କରେ। ପକ୍ଷୀ କାହଁିଁକି ଆକାଶରେ ଉଡ଼ିପାରୁଛି ମଣିଷ କାହିଁକି ପାରୁନି।…

ଅବକାରୀ ବିଭାଗକୁ ବଡ ସଫଳତା: ୭ କୁଇଣ୍ଟାଲ ଗଞ୍ଜେଇ ଜବତ

ମାଲକାନଗିରି,୫।୧୦(ଡି.ଏନ.ଏ): ମାଲକାନଗିରି ଜିଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ରବିବାର ରାତିରେ ପାଣ୍ଡ୍ରିପାଣି ପଦ୍ମଗିରି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଗୁପ୍ତ ସୂଚନା ପାଇ ପଦ୍ମଗିରିର ସର୍ଗିଗୁଡା ଗ୍ରାମ ନିକଟରେ ଏକ ପିକ୍‌ଅପ୍‌ ଭ୍ୟାନ୍‌(ଓଡି୧୦ ଏନ ୦୮୦୧ )ରୁ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?