Home

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି, ସରକାରଙ୍କ…

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ…

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାଥମିକ ସନ୍ଦିଗ୍ଧ ଭାବେ ଦେଖୁଛି। ଏହି ମାମଲାରେ ସିବିଆଇ ସବୁ ଦିଗକୁ…

ଘୋଡା ଉପରେ ଚଢୁଥିଲେ ଯୁବକ: ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରାଲ ହେଉଛି। ଏକ ଘୋଡା ଉପରେ ଜଣେ ଯୁବକ ଚଢୁଥିବାବେଳେ ଘୋଡାଟି ପଛରୁ ତାଙ୍କୁ ଲାତ ମାରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଏକ ଘୋଡା ପଡିଆରେ ଠିଆ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା ସମୟରେ ମା’ହେଲେ ଏହି ଲୋକପ୍ରିୟ ଗାୟିକା

କରୋନା ମହାମାରୀ ମଧ୍ୟରେ ଆମେରିକାର ଲୋକପ୍ରିୟ ପପ୍‌ ଗାୟିକା କେଟି ପେରି ଏବଂ ଭାବି ସ୍ବାମୀ ଅର୍ଲାଣ୍ଡୋ ବ୍ଲୁମ୍‌ଙ୍କ ପ୍ରଶଂସକଙ୍କ ପାଇଁ ଗୋଟିଏ ଖୁସି ଖବର। କେଟି ଏବଂ ଅର୍ଲାଣ୍ଡୋ ନିଜ ପ୍ରଥମ ସନ୍ତାନର ମାତାପିତା ହୋଇଛନ୍ତି। କେଟି ଏକ ଶିଶୁକନ୍ୟାକୁ…

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି…

୩ ଲକ୍ଷ ଟଙ୍କିଆ ଚା’ରୁ ଆରମ୍ଭ ହୁଏ ନୀତା ଅମ୍ବାନୀଙ୍କ ଦିନ: ଜାଣନ୍ତୁ….

ଭାରତର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ। ମୁକେଶଙ୍କ ସ୍ତ୍ରୀ ନୀତା ନିଜର ରାଜକୀୟ ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସାମାଜିକ କଲ୍ୟାଣ…

ସୁଇମିଂପୁଲରୁ ଝିଣ୍ଟିକାକୁ ଉଦ୍ଧାର କଲା କୁକୁର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରଲ ହେଉଛି। ଏକ କୁକୁର ପାଣିରେ ଫଶି ଯାଇଥିବା ଝିଣ୍ଟିକାକୁ ଉଦ୍ଧାର କରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ସୁଇମିଂ ପୁଲରେ ଏକ ଝିଣ୍ଟିକା ବୁଡି ଯାଉଛି। ପରେ…

ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି। ମାତ୍ର ସମସ୍ତେ ସୀମା ମଧ୍ୟରେ ରହି ଏପରି କରିଥାନ୍ତି। ହେଲେ ଜର୍ମାନର ସୈଣ୍ଡ୍ରୋ ନାମକ…

୮୦୦ ଟଙ୍କାରେ ଶିକ୍ଷକତା କରୁଥିଲେ ନୀତା ଅମ୍ବାନୀ: ମାଗଣା ମ୍ୟାଚ୍‌ ଟିକେଟ ଦେଇ ଜଣେ ବ୍ୟକ୍ତି କହିଥିଲେ ଏଭଳି; ଆଉ ତା’ ପରେ

ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ନୀତା ଅମ୍ବାନୀ ନିଜର ଫ୍ୟାଶନ୍‌ ଏବଂ ସଉକକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ତେବେ ତାଙ୍କ ବିଷୟରେ ବହୁତ କମ୍‌ ଲୋକ ଜାଣନ୍ତି। ସେ ବିବାହ ପୂର୍ବରୁ ଜଣେ ଶିକ୍ଷୟିତ୍ରୀ ଥିଲେ। ବିବାହ ପରେ ମଧ୍ୟ…

ସଲମାନ୍‌ଙ୍କ ସହ ରୋମାଣ୍ଟିକ୍‌ ଦୃଶ୍ୟ ପରେ ଭୋ ଭୋ ହୋଇ କାନ୍ଦିଥିଲେ ଏହି ଲୋକପ୍ରିୟ ଅଭିିନେତ୍ରୀ

ବଲିଉଡ୍‌ରେ ବୋଲ୍ଡ ଏବଂ ରୋମାଣ୍ଟିକ୍‌ ଦୃଶ୍ୟ ସାଧାରଣ। ହେଲେ ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ ଖୁବ୍‌ କମ୍‌ ଫିଲ୍ମରେ ରୋମାଣ୍ଟିକ୍‌ ଦୃଶ୍ୟ କରିଥାନ୍ତି। ତେବେ ସଲମାନ୍‌ଙ୍କର ଏକ ବ୍ଲକବାଷ୍ଟର ଫିଲ୍ମ ହେଉଛି ‘ମୈନେ ପ୍ୟାର୍‌ କିୟା’। ଏଥିରେ ତାଙ୍କର ଅଭିନେତ୍ରୀ ସାଜିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri