Home

୪ ନାଲ୍‌କୋ କର୍ମଚାରୀଙ୍କୁ କରୋନା

ବଅଁରପାଳ,୨୩ା୭(ଡି.ଏନ୍‌.ଏ.): ନାଲ୍‌କୋ କଲୋନୀ ଅଞ୍ଚଳରେ ପୂର୍ବରୁ କରୋନାରୁ ଜଣେ ଡିଜିଏମଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହ ମିଳାମିଶା କରିଥିବା ୨୪୧ ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ପଜିଟିଭ୍‌ ବାହାରିଥିଲା। ପୁନଶ୍ଚ ଗତ ୧୯…

ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହୁଅନ୍ତୁ, ୧୦ ଦିନରେ ହେବେ ସୁସ୍ଥ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଲକ୍ଷଣ ନ ଥିବା ରୋଗୀ ନିଜ ଘରେ ରହି ଚିକିତ୍ସିତ ହୁଅନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକେ ଘରେ ରହି ଚିକିତ୍ସିତ ହୋଇପାରିବେ। ଘରେ ରହିବା ବ୍ୟବସ୍ଥା ଥିଲେ, ଘରେ ରହି ଚିକିତ୍ସିତ ହୁଅନ୍ତୁ। ୧୦ ଦିନରେ ଭଲ ହୋଇଯିବେ।…

ଅଧିକ ଟ୍ରେସିଂ ଯୋଗୁ ବଢୁଛି ସଂଖ୍ୟା; ରାଜ୍ୟବାସୀ ଚିନ୍ତା କରନ୍ତୁ ନାହିଁ: ଏସିଏସ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଧିରେ ଧିରେ କେସ୍‌ ବଢ଼ୁଥିଲେ ବି ଏଥିଲାଗି ରାଜ୍ୟବାସୀ ଚିନ୍ତା କରିବା ଅନାବଶ୍ୟକ। କରୋନାକୁ ଗୋଡ଼େଇ ଗୋଡ଼େଇ ଧରାଯାଉଛି, ଟ୍ରେସ୍‌ କରାଯାଉଛି। ଗୋଟିଏ ବି କେସ୍‌ ଯେପରି ରହି…

ଚିନ୍ତା ବଢ଼ାଇଲାଣି ମଞ୍ଚେଶ୍ୱର ଅଟାକଳ: ଦୁଇ ଦିନରେ ଚିହ୍ନଟ ହେଲେଣି ୬୧ ଆକ୍ରାନ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଗୋଟିଏ ପଟେ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗୋଟିଏ ସ୍ଥାନରୁ ଅଧିକ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେବା ପ୍ରଶାସନକୁ ଚିନ୍ତାରେ ପକାଇଛି। ଏହି କ୍ରମରେ ମଞ୍ଚେଶ୍ୱରର ଏକ ଅଟାକଳରୁ ଦୁଇ ଦିନରେ ୬୧ଜଣ କର୍ମଚାରୀ ପଜିଟିଭ୍‌…

ଏମ୍‌କେସିଜି ଶିଶୁରୋଗ ଚିକିତ୍ସା ୱାର୍ଡରେ ଖୋଲିବ କୋଭିଡ୍‌ ହେଲ୍‌ଥ ସେଣ୍ଟର

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏମାନଙ୍କ ଚିକିତ୍ସା ପାଇଁ ଅତିରିକ୍ତ କୋଭିଡ୍‌ ହସ୍ପିଟାଲ ଓ ସ୍ବାସ୍ଥ୍ୟ ସେଣ୍ଟରର ଆବଶ୍ୟକତା ପଡୁଛି। ତେଣୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ଶିଶୁରୋଗ ଚିକିତ୍ସା ୱାର୍ଡରେ…

୬% ଖସିଯିବ ଜିଡିପି

ମୁମ୍ବାଇ,୨୩।୭: ଦେଶ ମଧ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁନାହିଁ। ଏଥି ଲାଗି ରାଜ୍ୟଗୁଡିକ ସ୍ତରରେ ପୁଣି ଥରେ ଲକଡାଉନ କରିବାକୁ ପଡୁଛି। ଏଥି ଯୋଗୁ ବିଗିଡିଥିବା ବଜାର ସ୍ଥିତି ଠିକ୍‌ ହେବା ଲାଗି ଅଧିକ ସମୟ ଲାଗୁଛି। ଏଭଳି ସ୍ଥିତିରେ ମହାମାରୀର…

କରୋନା ରୋଗୀଙ୍କୁ ଆଇସିୟୁରୁ ହସ୍ପିଟାଲ ବାହାରକୁ ନେଇଗଲେ, ଆଉ ତା’ପରେ…

ବିହାର: ବିହାରରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ସେଠାରେ କରୋନା ପଜିଟିଭ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏତେ ସଂଖ୍ୟକ କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ବେଡ୍‌ ମଧ୍ୟ ମିଳିବା କଷ୍ଟକର ହୋଇପଡ଼ୁଛି।…

ଅଧା ସିଝା ମାଛ ତରକାରୀ ଖାଇବା ଏହି ବ୍ୟକ୍ତିଙ୍କୁ ପଡ଼ିଲା ମହଙ୍ଗା, ଯାହା ଦେଖି ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା କବଳିତ। ଲୋକେ ଏଥିରୁ ନିସ୍ତାର ପାଇବା ପାଇଁ ବାଟ ଖୋଜୁଛନ୍ତି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାରରସ୍‌ ବିଶ୍ୱରୁ କେବେ ମୂଳପୋଛ ହେବ ସେ ନେଇ ସମସ୍ତେ ଚିନ୍ତାରେ। ଠିକ୍‌ ଏହି ସମୟରେ…

ରାଜଧାନୀରେ ହୁ ହୁ ହୋଇ ମାଡ଼ୁଛି କରୋନା: ଆଜି ୧୪ଶହ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୧୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୩ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୦୫ଜଣ…

ବିପଦ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ: କିଛି ଘଣ୍ଟା ମଧ୍ୟରେ ପୃଥିବୀର ନିକଟବର୍ତ୍ତୀ ହେବ ଜଳନ୍ତା ଗ୍ରହାଣୁପିଣ୍ଡ

ଓ୍ବାଶିଂଟନ, ୨୩।୭: ପୃଥିବୀ ଆଡ଼କୁ ମାଡ଼ି ଆସୁଥିବା ଜଳନ୍ତା ଗ୍ରହାଣୁପିଣ୍ଡ ୨୦୨୦-ଏନ୍‌ଡି ଶୁକ୍ରବାର(ଜୁଲାଇ ୨୪) ପୃଥିବୀର ନିକଟତର ହେବ। ଏହା ପୃଥିବୀଠାରୁ ପ୍ରାୟ ୦.୦୩୪ ଆଷ୍ଟୋନୋମିକାଲ ୟୁନିଟ୍‌ ଦୂରରେ ନିଜ କକ୍ଷ ପଥରେ ଗତି କରିବ। ଏହା ପୃଥିବୀ ପାଇଁ ବିପଦ…

ରାକ୍ଷୀ ବିକୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଲୋକପ୍ରିୟ ଟିଭି ସିରିଏଲ ସାଥ୍‌ ନିଭାନା ସାଥିୟାରେ ଉର୍ମିଳା ଚରିତ୍ରରେ ନଜର ଆସିଥିବା ଅଭିନେତ୍ରୀ ବନ୍ଦନା ବିଠଲାନୀ ଆଜିକାଲି ରାକ୍ଷୀ ପ୍ରସ୍ତୁତ କରି ବିକୁଛନ୍ତି। ଏବେ ‘ହମାରି ବହୁ ସିଲ୍କ’ ଅଭିନୟ କରୁଥିବା ବନ୍ଦନାଙ୍କୁ ଏପର୍ଯ୍ୟନ୍ତ ଦରମା ମିଳୁନାହିଁ। ମାସ ମାସ…

କରୋନା କାଳରେ ପ୍ରେମିକାଙ୍କ ହାତ ଧରିବେ ସୁପରଷ୍ଟାର ନିଥୀନ: ସରିଲା ନିର୍ବନ୍ଧ

ସମଗ୍ର ବିଶ୍ୱ ତଥା ଦେଶରେ କରୋନା ଭୟ। ଏସବୁ ଭିତରେ ବିଭିନ୍ନ କଟକଣାକୁ ନେଇ ସାମାଜିକ କାମକୁ ବନ୍ଦ ରଖିବା ନଚେତ କୋଭିଡ ନିୟମ ମାନି କରିବାକୁ କୁହାଯାଇଛି। କିଛି ଲୋକେ ଏହି ସମୟକୁ ବିବାହ ଆଦି ପାଇଁ ଉଚିତ ମଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri