Home

୫ ଟଙ୍କାରେ ୪୫ କିଲୋମିଟର ଯାତ୍ରା କରିବ ଏହି ବାଇକ୍‌

ଲକ୍ଷ୍ନେ୍‌,୨୭।୮:ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ ହେଉଛି। ଏହି ସମୟରେ ମଧ୍ୟରେ ବାୟୁରେ ଚାଲୁଥିବା ବାଇକ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଏପରି ବାଇକ୍‌ର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହ ଖାସ୍‌ ବାଇକ୍‌ରେ ବାୟୁ ଭର୍ତ୍ତି…

‘ବାପାଙ୍କୁ କୋଭିଡ୍‌ ହସ୍ପିଟାଲ ନିଅ’

କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର ହୋଇଛନ୍ତି। ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ତାଙ୍କ ଚିକିତ୍ସା ଖର୍ଚ୍ଚ କରିପାରୁ ନାହାନ୍ତି…

ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ ମାଧ୍ୟମରେ କରିଥିଲେ ବିବାହ,୬ ମାସ ପରେ ଘଟିଲା ଏମିତି

ଭୋପାଳ, ୨୭।୮: ମଧ୍ୟ ପ୍ରଦେଶର ଭୋପାଳରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ୬ ମାସ ହେବ ବିବାହ କରିଥିବା ସ୍ବାମୀ, ସ୍ତ୍ରୀଙ୍କ ୬ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ଫଳରେ ମହିଳା ଜଣଙ୍କ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ବହୁ…

‘ସରକାରୀ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନରେ କରୋନା ପ୍ରତିଷେଧକ କଡ଼ାକଡ଼ି କରାଯାଉ’

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପ କ୍ଷେତ୍ରରେ କରୋନା ପ୍ରତିଷେଧକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ। କାର୍ଯ୍ୟରତ ସମସ୍ତ ଶ୍ରମିକ, କର୍ମଚାରୀଙ୍କ ନିର୍ଦ୍ଧାରିତ ସମୟରେ ରକ୍ତ ନମୁନା ପରୀକ୍ଷା କରାଯାଉ। ଯେଉଁ ଶ୍ରମିକମାନେ କାର୍ଯ୍ୟରତ ସମୟରେ କରୋନାରେ ମରୁଛନ୍ତି ସେମାନଙ୍କ ପରିବାରକୁ ୨୫…

ତେଲଙ୍ଗାନାରେ ୨ ଜଣଙ୍କୁ କରୋନା ପୁନଃ ସଂକ୍ରମଣ

ହାଇଦ୍ରାବାଦ, ୨୭।୮(ଆଇଏଏନ୍‌ଏସ୍‌): ତେଲଙ୍ଗାନାରେ କରୋନାରୁ ସୁସ୍ଥ ହୋଇଥିବା ୨ ଜଣ ପୁଣି ଥରେ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଏତାଲା ରାଜେନ୍ଦର ସ୍ପଷ୍ଟ କରିଛନ୍ତି। ଜଣେ ଥରେ କରୋନାରେ ଆକ୍ରାନ୍ତ ହେଲେ ପୁଣି ସଂକ୍ରମିତ ହେବ ନାହିଁ…

୩ ପଞ୍ଚାୟତର ୧୫ ଗାଁ ପାଣି ଘେରରେ

ଖୋର୍ଦ୍ଧା ଅଫିସ,୨୭ା୮: ଲଗାଣ ବର୍ଷା ସହ ହୀରାକୁଦ ଜଳ ରାଜୁଆ ନଦୀରେ ପ୍ରବେଶ କରିବା ପରେ ବନ୍ୟା ଆସିଛି। ଫଳରେ ଖୋର୍ଦ୍ଧା ବ୍ଲକ୍‌ର ୩ ପଞ୍ଚାୟତରେ ବନ୍ୟା ପାଣି ପ୍ରବେଶ କରି ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ଶହଶହ ଏକର ଚାଷଜମି…

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା ବଢ଼ାଇବ ଏବଂ ଭୁଲ୍‌ ଆକଳନ କିମ୍ବା ଦୁର୍ଘଟଣା ଘଟାଇପାରେ ବୋଲି ଚାଇନା ପକ୍ଷରୁ ସତର୍କ…

ପୋଲିସ ଗୁଳିରେ ୨ କୃଷ୍ଣକାୟ ମୃତ

କେନୋଶା, ୨୭ା୮: ଆମେରିକାର କେନୋଶାରେ ମଙ୍ଗଳବାର ପୁଣି ପୋଲିସ ଗୁଳିରେ ୨ କୃଷ୍ଣକାୟ ପ୍ରାଣ ହରାଇଥିବାବେଳେ ଜଣେ ଆହତ ହୋଇଛନ୍ତି। କେନୋଶା ପୋଲିସ ଗତ ରବିବାର ଦିନ କୃଷ୍ଣକାୟ ଯୁବକ ଜାକୋବ ବ୍ଲେକଙ୍କ ଉପରକୁ ଓ୍ବିସ୍‌କନ୍‌ସିନରେ ଗୁଳିମାଡ଼ କରିଥିଲା। ସେ ଏବେ…

ଝିଅର ଅଶ୍ଳୀଳ ଫଟୋ ଭାଇରାଲ ପରେ ମା’ଙ୍କ ଆତ୍ମହତ୍ୟା

ଯାଜପୁର ଟାଉନ୍‌, ୨୭ା୮ (ଡି.ଏନ୍‌.ଏ.): ଝିଅର ଅଶ୍ଳୀଳ ଫଟୋ ଭାଇରାଲ ହେବା ପରେ ମା’ ଆତ୍ମହତ୍ୟା କରିବା ଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ଯାଜପୁର ଟାଉନ ଥାନା ଅଞ୍ଚଳରେ। ଏହି ଘଟଣାରେ ପୋଲିସ ବାଲେଶ୍ୱର ଜିଲା ସିଙ୍ଗଲା ଥାନା ଅଧୀନ…

ସଂକ୍ରମଣ ରୋକିବାରେ ଏନ୍‌୯୫ ମାସ୍କ ଅଧିକ ପ୍ରଭାବୀ

ନୂଆଦିଲ୍ଲୀ, ୨୭।୮(ପି.ଟି.): କରୋନା ସଂକ୍ରମଣ ରୋକିବାରେ ଏନ୍‌୯୫ ମାସ୍କ ସବୁଠୁ ଅଧିକ ପ୍ରଭାବୀ ବୋଲି ଭାରତୀୟ ବୈଜ୍ଞାନିକମାନେ କରିଥିବା ଏକ ଅଧ୍ୟୟନରୁ ଜଣାପଡିଛି। ଏଥିରେ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ବୈଜ୍ଞାନିକମାନେ ମଧ୍ୟ ସାମିଲ ଅଛନ୍ତି। ଆଦୌ ମାସ୍କ ନ ପିନ୍ଧିବା…

ବିଳମ୍ବ ହେଲେ ଗମ୍ଭୀର ପରିଣାମ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଜେଇଇ ଏବଂ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷାରେ ଅଧିକ ବିଳମ୍ବର ପରିଣାମ ଗୁରୁତର ହୋଇପାରେ ବୋଲି ଆଇଆଇଟି, ଦିଲ୍ଲୀର ନିର୍ଦ୍ଦେଶକ ଭି. ରାମଗୋପାଳ ରାଓ କହିଛନ୍ତି। ଏହା କେବଳ ଆଇଆଇଟି ଶିକ୍ଷାବର୍ଷକୁ ପ୍ରଭାବିତ କରିବ ନାହିଁ, ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତକୁ…

ଏସ୍‌ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ

କଟକ ଅଫିସ,୨୭ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍‌ ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri