୬ ସହରରୁ କୋଲକାତାକୁ ବିମାନ ଉଡ଼ାଣ ଅନୁମତି
କୋଲକାତା, ୨୭।୮: ପଶ୍ଚିମବଙ୍ଗରେ ଲକ୍ଡାଉନ କଟକଣାକୁ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେପ୍ଟେମ୍ବରରୁ ରାଜ୍ୟ ଭିତରେ ଲୋକାଲ ଟ୍ରେନ୍ ଓ ମେଟ୍ରୋ ରେଳସେବା ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବର ୭, ୧୧ ଓ ୧୨ ତାରିଖରେ ପଶ୍ଚିମବଙ୍ଗ ସମ୍ପୂର୍ଣ୍ଣ ଲକ୍ଡାଉନ…
ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ
ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର ୭୬ ପ୍ରତିଶତରୁ ଅଧିକ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସକ୍ରିୟ…
ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ
ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟା ଯୋଗୁ ଓଡ଼ିଶାର ପର୍ଯ୍ୟଟନକୁ…
ଭାରତର ବିକାଶ ହାର -୪.୫% ରହିବ
ନୂଆଦିଲ୍ଲୀ,୨୭ା୮: ୨୦୨୦-୨୧ ଆର୍ଥିକ ବର୍ଷରେ ଦେଶର ସାମଗ୍ରିକ ବିକାଶ ହାର ହ୍ରାସ ପାଇ -୪.୫% ରହିବ ବୋଲି ଭାରତର ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଆକଳନ କରିଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ସଦ୍ୟ ପ୍ରକାଶିତ ୨୦୧୯-୨୦ ବାର୍ଷିକ ରିପୋର୍ଟରେ କୁହାଯାଇଛି ଯେ, ଅନ୍ତର୍ଜାତୀୟ…
‘ସମଲିଙ୍ଗୀଙ୍କୁ ଏକାଠି ରହିବାକୁ ସମାଜ ସୁଯୋଗ ଦେଉ’
କଟକ ଅଫିସ,୨୭ା୮: ସାମ୍ପ୍ରତିକ ସାମାଜିକ ମୂଲ୍ୟବୋଧ ଓ ବ୍ୟବସ୍ଥାର ପ୍ରତିଫଳନ ହେଉଛି ଆଇନ। ସମୟ ଅନୁସାରେ ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥାଏ। ସମଲିଙ୍ଗୀ ସମ୍ପର୍କ, ବ୍ୟକ୍ତିଗତ ସ୍ବାଧୀନତା ଅଧିକାର ଆଇନତଃ ସୁରକ୍ଷିତ। କଥାରେ ଅଛି ପ୍ରେମ ମାନେନା ବାଧା ବନ୍ଧନ। ତେଣୁ…
ସତ୍ତା ନୁହେଁ, ସତ୍ୟମେବ
ନୂଆଦିଲ୍ଲୀ,୨୭ା୮: କ୍ଷମତା ନୁହେଁ, ସତ୍ୟର ବିଜୟ ହେବ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେନ୍ଦ୍ରର ଭୁଲ୍ ନିଷ୍ପତ୍ତି ଓ ବିରୋଧୀ ଶାସିତ ରାଜ୍ୟଗୁଡ଼ିକୁ କ୍ରମାଗତ ଅବହେଳା ବିରୋଧରେ ଏକାଠି ହୋଇ ଲଢ଼ିବାକୁ ପଡ଼ିବ ବୋଲି ଆହ୍ବାନ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ।…
ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଅନେକ ଜିଲାରେ ଚାଷଜମି ଓ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଏଥିସହିତ କେତେକ ନଦୀରେ ମଧ୍ୟ ବନ୍ୟାଜଳ ବିପଦ…
ଉତ୍ତର ଓଡ଼ିଶାରେ ବନ୍ୟା
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ/ବାରିପଦା ଅଫିସ/କେନ୍ଦୁଝର,୨୭ା୮(ସ୍ବ.ପ୍ର./ଡି.ଏନ୍.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସବୁ ନଦୀନାଳ ଫୁଲିବା ସହ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡ଼ିଛି। ପ୍ରଖର ସ୍ରୋତରେ କେନ୍ଦୁଝର ଜିଲା ଆନନ୍ଦପୁର,ପାଟଣା ଓ ମୟୂରଭଞ୍ଜ…
ବିହାର ନିର୍ବାଚନ: ୨୯ରେ ବୈଠକ କରିବେ ନଡ୍ଡା
ନୂଆଦିଲ୍ଲୀ,୨୬।୮: କରୋନା ଭାଇରସ୍ ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ୍ ଦେଖାଦେଇଥିବା ବେଳେ ଭାଜପା ଅଣ୍ଟା ଭିଡିଛି। ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ହୋଇପାରେ। ଇତିମଧ୍ୟରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା…
ବିବାହ କରିବେନି ଆଲିଆ-ରଣବୀର!
ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ତଥା ବଲିଉଡ୍ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷ ଦୁଇ ଲଭ୍ବାର୍ଡ ବିବାହ କରିବେ ନାହିଁ। କାରଣ ଦେଶରେ ମହାମାରୀ କରୋନା…
ବିଧାନସଭା ଅଧିବେଶନର ୨ ଦିନ ପୂର୍ବରୁ ୨୩ ବିଧାୟକ କରୋନା ପଜିଟିଭ୍
ଚଣ୍ଡିଗଡ଼,୨୬।୮: ପଞ୍ଜାବ ବିଧାନସଭା ଅଧିବେଶନ ଆରମ୍ଭ ହେବାର ୨ଦିନ ପୂର୍ବରୁ ୨୩ ବିଧାୟକ ଓ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ୩ଜଣ ବିଧାୟକ ପଜିଟଭ୍ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ତେବେ ରିପୋର୍ଟ ଆସିବା…
ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, କଲେଜ
ଭୁବନେଶ୍ୱର, ୨୬।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ କରୋନା ମହାମାରୀ ପରିସ୍ଥିତିରେ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଉଦ୍ବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ…
Archives


