Home

ଏବେ ଖୋଲିବନି ସ୍କୁଲ-କଲେଜ: ଲକ୍‌ଡାଉନର ନୂଆ ତାରିଖ ଘୋଷଣା

କୋଲକାତା,୨୬।୮: ଦେଶରେ କରୋନା ପ୍ରକୋପ ଥମିବାର ନା ନେଉନି। ପ୍ରତିଦିନ ଦ୍ରୁତଗତିରେ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସେପ୍ଟେମ୍ବର ୨୦ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି…

ଭାରତରେ ପ୍ରଥମ ମାମଲା: ୧୨୪ ଦିନ ପରେ ପୁଣି ଥରେ ଜଣେ ସଂକ୍ରମିତ

ଅହମଦାବାଦ,୨୬।୮: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଭାରତରେ ପ୍ରଥମ…

ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। ଏହା ପରେ ସେ କୋଭିଡ ୧୯ ପରୀକ୍ଷା କରିଥିଲେ। ଏବେ ସେମାନଙ୍କର ପରୀକ୍ଷା ରିପୋର୍ଟ…

ଏନ୍‌ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ

ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍‌ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅକ୍ଟୋବର ୧ରୁ ପୁଣି ଥରେ କଲେଜ ଖୋଲିବ ବୋଲି ବୁଧବାର କର୍ନାଟକ…

ଘରେ ଏକୁଟିଆ ଦେଖି ବିଦେଶୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲେ ନକଲି ସାଧୁ: ଘଟିଲା ଏଭଳି କିଛି…

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଯାତ୍ରାରେ ଆମେରିକାରୁ ତାମିଲନାଡୁ ଆସିଥିବା ଜଣେ ମହିଳା ତାଙ୍କୁ ବଳାତ୍କାର କରିବାକୁ ଚେଷ୍ଟା କରୁଥିବା ଜଣେ ବ୍ୟକ୍ତିଙ୍କୁ ମାଡ ମାରି ଏବେ ଚର୍ଚ୍ଚାରେ। ମହିଳାଜଣଙ୍କ ମାର୍ଶଲ ଆର୍ଟରେ ତାଲିମ ନେଇଥିଲେ। ଫଳରେ ବ୍ୟକ୍ତିଜଣଙ୍କ ମହିଳାଙ୍କୁ ବଳାତ୍କାର କରିବାକୁ…

ଏହି ଶିଶୁ ଏବେ ବଲିଉଡ୍‌ର ସୁପରହିଟ୍‌ ଅଭିନେତା: ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ଅନେକ ସମୟରେ ବଲିଉଡ୍‌ ଅଭିନେତା ତଥା ଅଭିନେତ୍ରୀମାନଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସେମାନଙ୍କ ମଧ୍ୟରୁ କିଛିଙ୍କୁ ଚିହ୍ନିବା ମୁସ୍କିଲ ହୋଇଯାଇଥାଏ। ସେଭଳି ଏକ ଫଟୋ ଏବେ ଭାଇରାଲ ହେଉଛି। ଏଥିରେ ଦୁଇଜଣ ଶିଶୁ ସାଙ୍ଗ ହୋଇ…

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ଉଠିଲା ଦାବି: ସୁପ୍ରିମକୋର୍ଟ ଯିବେ ୭ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବରରେ ଜେଇଇ ଓ ଏନ୍‌ଇଇଟି ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଇତିମଧ୍ୟରେ…

ରିୟାଙ୍କ ସହ ଡ୍ରଗ୍ସ ମାଫିଆଙ୍କ ଲିଙ୍କ: ଚାଟ୍‌ ଭାଇରାଲ ପରେ ଓକିଲ କହିଲେ ଏମିତି

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ଡ୍ରଗ୍ସ ମାଫିଆଙ୍କ ସହ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହେବାରେ ଲାଗିଛି। ସୋସିଆଲ ମିଡିଆରେ ଏହାକୁ ନେଇ କିଛି ହ୍ବାଟ୍ସଆପ୍‌ ଚାଟ୍‌ ମଧ୍ୟ ଭାଇରାଲ ହୋଇଥିଲା। ଏବେ ରିୟାଙ୍କ…

ଅନ୍ତର୍ଜାତୀୟ ମ୍ୟାଚ୍‌ ଚାଲୁଥିବା ସମୟରେ ଗାଧୋଇବାକୁ ଯାଇଥିଲେ ଏହି କ୍ରିକେଟର, ପରେ ଘଟିଲା ଏମିତି

୨୦୦୭ ରେ ଦକ୍ଷିଣ ଆଫ୍ରିକା ଗସ୍ତରେ କେପଟାଉନ ଟେଷ୍ଟରେ ଘଟିଥିବା ଏକ ଘଟଣା ବିଷୟରେ ଖୁଲାସା କରିଛନ୍ତି ଭାରତର ପୂର୍ବତନ ଓପନର୍‌ ଆକାଶ ଚୋପ୍ରା। ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗାଧୋଇବାକୁ ଯାଇଥିବାରୁ ତାଙ୍କ ସ୍ଥାନରେ ସୌରଭ ଗାଙ୍ଗୁଲି…

ଏହି ଅଭିନେତ୍ରୀଙ୍କୁ ଜୀବନରୁ ମାରିଦେବାକୁ ଚାହୁଁଛନ୍ତି ତାଙ୍କ ବାପା: ଭିଡିଓ ଶେୟାରକରି କହିଲେ ଏମିତି…

ବଲିଉଡ୍‌ ଅଭିନେତ୍ରୀ ତୃପ୍ତି ଶଙ୍ଖଧରଙ୍କ ଜୀବନପ୍ରତି ବିପଦ ରହିଛି। ଏ ନେଇ ତୃପ୍ତି ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ହେଲେ ଖାସ୍‌ କଥା ହେଲା, ଜୀବନପ୍ରତି ବିପଦ ତାଙ୍କ ବାପାଙ୍କଠାରୁ ରହିଛି। ନିଜ ବାପାଙ୍କ ଉପରେ ମାରପିଟ…

ପୂର୍ବଜନ୍ମର କର୍ମଯୋଗୁ ବ୍ୟକ୍ତିକୁ ମିଳିଥାଏ ଏହି ୬ ଜିନିଷ: ଆପଣଙ୍କ ପାଖରେ ଅଛି ତ…

ଭାରତର ମହାନ ରାଜନୀତିଜ୍ଞ ତଥା ଅର୍ଥଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ତନ୍ମଧ୍ୟରୁ ଗୋଟିଏ ହେଲା ପୂର୍ବଜନ୍ମର କର୍ମ ଏବଂ ତାହାର ଫଳ ବିଷୟରେ। ଆସନ୍ତୁ ସେ ବିଷୟରେ ଜାଣିବା ଶ୍ଳୋକ: भोज्यं भोजनशक्तिश्च…

ଏବେ ବି କୋମାରେ ଅଛନ୍ତି ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବେ ମଧ୍ୟ କୋମାରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ୮୪ ବର୍ଷୀୟ ମୁଖାର୍ଜୀଙ୍କ ଚିକିତ୍ସା କରୁଥିବା ଡାକ୍ତରମାନେ କହିଛନ୍ତି ଯେ ସେ ଏବେ ମଧ୍ୟ ଭେଣ୍ଟିଲେଟରରେ ଅଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri