Home

ଭଦ୍ରକରେ ବଢିଲା ଲକ୍‌ଡାଉନ କଟକଣା

ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ମୁଖ୍ୟାଳୟମାନଙ୍କରେ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟକଣା ଜାରି କରାଯାଇଛି। ଏହି…

ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ

ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା…

ବନ୍ଦ ହେଲା କାଶୀ ବିଶ୍ୱନାଥ ମନ୍ଦିର: ୨ କର୍ମଚାରୀ କରୋନା ପଜିଟିଭ୍‌

ବାରାଣସୀ,୨୨।୭: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଧର୍ମନଗରୀ କୁହାଯାଉଥିବା ବାରାଣସୀରେ ମଧ୍ୟ ପ୍ରତିଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଉକ୍ତ ସହରରେ ପୋଲିସ, ପିଏସି, ଡାକ୍ତର ଓ ବ୍ୟାଙ୍କ କର୍ମଚାରୀଙ୍କ ପରେ…

ରାଜ୍ୟସଭାରେ ସାମ୍ନାସାମ୍ନି ହେଲେ ଗୋଟିଏ ରାଜ୍ୟର ୨ ପ୍ରତିଦ୍ୱନ୍ଦୀ

ନୂଆଦିଲ୍ଲୀ,୨୨।୭: ରାଜ୍ୟସଭାରେ ୪୫ଜଣ ନବନିର୍ବାଚିତ ସଦସ୍ୟ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୩୬ଜଣ ଏଭଳି ଏମ୍‌ପି ଅଛନ୍ତି ଯେଉଁମାନେ ପ୍ରଥମ ଥର ରାଜ୍ୟସଭାରେ ପହଞ୍ଚିଛନ୍ତି। ନିକଟରେ ରାଜ୍ୟସଭା ନିର୍ବାଚନ ଓ ଉପନିର୍ବାଚନରେ ୨୦ଟି ରାଜ୍ୟରୁ ୬୧ଜଣ ସଦସ୍ୟ ଚୟନ ହୋଇଥିଲେ।…

କରେନା ପଜିଟିଭ୍‌ ସ୍ତ୍ରୀଙ୍କ ଏଭଳି ଅବସ୍ଥା ଦେଖି ସାରା ରାତି କାନ୍ଦିଲେ ଏହି ଅଭିନେତା

ବମ୍ବେ: ଅଭିନେତା ହିମାଂଶୁ ସୋନୀଙ୍କ ସ୍ତ୍ରୀ ଶୀତଲ ସିଂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି। ହେଲେ ସଂକ୍ରମିତ ହେବା ମଧ୍ୟରେ ଏଭଳି ଏକ ସମୟ ଆସିଥିଲା ଯେଉଁ ସମୟରେ ହିମାଂଶୁ ଶୀତଲଙ୍କୁ ହରାଇ ଦେବା…

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌ ଥିବା…

ସାପ ସ୍ବପ୍ନ ଦେଖୁଛନ୍ତି କି.. ଜାଣନ୍ତୁ କ’ଣ ଥାଏ ଭବିଷ୍ୟବାଣୀ

ନିଦ ଅଛି ତ ସ୍ବପ୍ନ ଅଛି। କହିବାର ତାତ୍ପର୍ଯ୍ୟ ଶୋଇବା ପରେ କିଛି ନା କିଛି ସ୍ବପ୍ନ ଆମେ ଦେଖିଥାଉ। ସ୍ବପ୍ନଶାସ୍ତ୍ର ଅନୁସାରେ ପ୍ରତ୍ୟେକ ସ୍ପପ୍ନର କିଛି ନା କିଛି ଅର୍ଥ ନିହାତି ରହିଥାଏ। ସେଗୁଡ଼ିକ ଆଗାମୀ ଭବିଷ୍ୟତ ସମ୍ପର୍କରେ ପ୍ରଥମରୁ…

ପାଟି ଭିତରେ ଏପରି ଲାଲ୍‌ ଚିହ୍ନ ଅଛି କି, ହୋଇପାରେ କରୋନାର ଲକ୍ଷଣ

ପାଟି ଭିତରେ ଲାଲରଙ୍ଗର ଏକ ଚିହ୍ନ ଦେଖାଯାଉଥିଲେ ତାହା ମଧ୍ୟ କରୋନା ଭୂତାଣୁର ଲକ୍ଷଣ ହୋଇପାରେ ବୋଲି ସ୍ପେନ୍‌ରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଅନୁସନ୍ଧାନକାରୀମାନେ ଏହିପରି ୨୧ ଜଣ ରୋଗୀଙ୍କୁ ନେଇ ପରୀକ୍ଷା କରିଥିଲେ, ଯେଉଁମାନଙ୍କ ପାଟିରେ ଏପରି ଲାଲ୍‌…

ମା’ବାପାଙ୍କୁ ନିର୍ମମ ଭାବେ ହତ୍ୟାର ପ୍ରତିଶୋଧ: ୪୦ ତାଲିବାନ ଆତଙ୍କବାଦୀ ସହ ଏକ ଘଣ୍ଟା ଧରି ଲଢ଼ିଲେ ଏହି ଯୁବତୀ

ଅତୀତରେ ମଲାଲା ୟୁସୁଫଜାଇ ଆତଙ୍କବାଦ ବିରୋଧରେ ନିଜ ଲଢ଼େଇ ପାଇଁ ପ୍ରଶଂସାର ପାତ୍ର ହୋଇଥିଲେ। ଏବେ ସେଭଳି କିଛି କାମ କରି ଆଫଗାନିସ୍ତାନର ଜଣେ ୧୬ ବର୍ଷ ବୟସ୍କା ଯୁବତୀ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଲିବାନର ଆତଙ୍କବାଦୀମାନେ ମା’ବାପାଙ୍କୁ ହତ୍ୟା କରିବା…

ପ୍ରତିରୋଧକ ଶକ୍ତି ବଢ଼ାଇବ ‘ଆଣ୍ଟି କରୋନା ଟି’

ଓ୍ବାରାଙ୍ଗାଲ,୨୨।୭: ସାରା ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଗତି କରୁଛି। କରୋନା କାଳରେ ଯେଉଁଠି ଲୋକମାନେ ରାସ୍ତା ଉପରେ ଥିବା ଠେଲା ଦୋକନକୁ ଯିବା ପାଇଁ କି ସେଠାରୁ କିଛି ଖାଇବାକୁ ଡରୁଛନ୍ତି। ସେଇଠି…

ଝାରସୁଗୁଡ଼ାରେ ଗୋଟିଏ ଦିନରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୨୨ା୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରିଚାଲିଛି। ଏହାକୁ ନେଇ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବୁଧବାର ଜିଲାରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ…

ଶେଷରେ ଗାଙ୍ଗୁଲିଙ୍କ ଭବିଷ୍ୟବାଣୀ ସତ ହୋଇଥିଲା

ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଦେଶକୁ ଅନେକ ସଫଳ କ୍ରିକେଟର ଦେଇଛନ୍ତି। ଏହି କ୍ରିକେଟରମାନେ ଗାଙ୍ଗୁଲିଙ୍କ ଅଧିନାୟତ୍ୱ ସୁଯୋଗ ପାଇ ଭଲ ପ୍ରଦର୍ଶନ କରିଛନ୍ତି। ଏହି ଖେଳାଳିଙ୍କ ମଧ୍ୟରୁ ସର୍ବାଗ୍ରେ ଅଛନ୍ତି ମହେନ୍ଦ୍ର ସିଂ ଧୋନୀ। ଗାଙ୍ଗୁଲି ହିଁ ପ୍ରଥମ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri