Home

ଅନ୍‌ଲାଇନ୍‌ରେ ତଥ୍ୟ ଦେବାକୁ ଡର

ଯାଜପୁର ଅଫିସ,୨୨।୭: ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ (୫-ଟି)କୁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଯାଜପୁର ଜିଲାରେ ଏହା କେବଳ ପ୍ରଚାର ସର୍ବସ୍ବ ପାଲଟିଛି। ଅପାରଗତା ଲୁଚାଇବାକୁ ଇ-ଡେସପାଚ୍‌ ଓ ଜିଲା ୱେବପୋର୍ଟାଲକୁ ନବୀକରଣ…

ଅଭିନେତା, ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୨୨ା୭: ଜଣାଶୁଣା ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ତଥା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ (୫୫)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସକାଳେ ସେ ଅସୁସ୍ଥତା ଅନୁଭବ କରି ହଠାତ୍‌ ପଡି ଯାଇଥିଲେ। ତାଙ୍କୁ ତୁରନ୍ତ ଭୀମ ଭୋଇ…

୨ ଝିଅଙ୍କ ଆଗରେ ଖବରଦାତାଙ୍କୁ ଗୁଳି

ଗାଜିଆବାଦ,୨୨ା୭: ଉତ୍ତରପ୍ରଦେଶର ଗାଜିଆବାଦରେ ଦୁର୍ବୃତ୍ତମାନେ ଜଣେ ଖବରଦାତାଙ୍କୁ ତାଙ୍କ ଦୁଇ ଝିଅଙ୍କ ସାମ୍ନାରେ ଗୁଳି କରିଛନ୍ତି। ଏନେଇ ପୋଲିସ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବରଦାତା ବିକ୍ରମ ଜୋଷୀ ଏକ ସ୍ଥାନୀୟ ଦୈନିକ ଖବରକାଗଜରେ କାମ କରୁଥିଲେ। ତାଙ୍କ ଝିଆରୀଙ୍କୁ କେତେଜଣ…

ସୌରଶକ୍ତିରେ ଚାଲିବ ସାନିଟାଇଜର ମେଶିନ

ଯାଜପୁର ଅଫିସ,୨୨।୭: ଯାଜପୁର ଜିଲାରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଚାଲିଥିବା ସମୟରେ ପାଣିକୋଇଲି ଅଞ୍ଚଳର ଜଣେ ଯୁବଛାତ୍ର ଇଞ୍ଜିନିୟର ଏକ ସ୍ବତନ୍ତ୍ର ସାନିଟାଇଜର ମେଶିନ ଉଦ୍ଭାବନ କରିଛନ୍ତି। ଏହା ସୌରଶକ୍ତି ଦ୍ୱାରା ଚାଲିପାରୁଛି। ଏହାବାଦ ବ୍ୟାଟେରୀ ଓ ବିଦ୍ୟୁତ୍‌ ଶକ୍ତି ଜରିଆରେ…

ଡିଏସ୍‌ପିଙ୍କ ସମେତ ୧୧ ପୋଲିସ ଦୋଷୀ

ଭରତପୁର(ରାଜସ୍ଥାନ),୨୨।୭: ଦୀର୍ଘ ୩୫ ବର୍ଷ ତଳର ଏକ ଫେକ୍‌ ଏନ୍‌କାଉଣ୍ଟର ମାମଲାରେ ଡିଏସ୍‌ପି କରନ୍‌ ସିଂ ଭାଟିଙ୍କ ସମେତ ୧୧ଜଣ ପୋଲିସଙ୍କୁ ମଥୁରାର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ୧୯୮୫ ଫେବୃୟାରୀରେ ରାଜା ମାନ୍‌ ସିଂ ଓ…

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି ଗ୍ରାମରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଁ ପିଲାଙ୍କୁ ମହୁଲି ମଦ ଦେବା ଚର୍ଚ୍ଚାର…

କାଳ କୋଠରିରେ ବିପ୍ଳବୀ ବାରବରା

ନୂଆଦିଲ୍ଲୀ,୨୨ା୭: ବିପ୍ଳବୀ କବି ପି. ବାରବରା ରାଓ ଜଣେ ରାଜନୈତିକ ବନ୍ଦୀ, ଯାହାଙ୍କୁ ଏଲ୍‌ଗାର ପରିଷଦ ମାମଲାରେ ୨ ବର୍ଷ ହେଲା ଜେଲରେ ରଖାଯାଇଛି। ଏହି ୮୦ ବର୍ଷୀୟ ବହୁମୁଖୀ ପ୍ରତିଭା ଗୁରୁବାର କୋଭିଡ୍‌-୧୯ ଚିହ୍ନଟ ହେବା ପରେ ତାଙ୍କୁ ନବି…

ଉଦୟନାଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ିର ୯୫ ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଦୟନାଥ କରୋନା ଯୁଦ୍ଧରେ ଜୟଯୁକ୍ତ…

ବଦଳୁଛି ଓଡ଼ିଶାର ରାପ୍‌ କଲ୍‌ଚର୍‌

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପ୍ରଥମ ଓଡ଼ିଆ ରାପ୍‌ ଗୀତ ‘ମୁଁ ହେଲି ଓଡ଼ିଆ’ କରି ଇଣ୍ଟରନେଟ୍‌ରେ ଚହଳ ସୃଷ୍ଟି କରିଥିଲେ ପୁରୀ ଜନ୍ମିତ ସମୀର ରିଶୁ ମହାନ୍ତି ଓରଫ ବିଗ୍‌ ଡିଲ୍‌। ଜାତୀୟସ୍ତରରେ ରାପ୍‌ ଜଗତରେ ଜଣେ ଚର୍ଚ୍ଚିତ ଚେହେରା ପାଲଟିଥିବା ସମୀର ଜନ୍ମମାଟି…

ନଦୀ ଜଳ ପ୍ରଦୂଷଣ: ସିପିସିବିର ରିପୋର୍ଟ ତଲବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରେ ନଦୀ ପ୍ରଦୂଷଣକୁ ନେଇ ଚିନ୍ତା ବଢୁଛି। ଶିଳ୍ପ, ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ନଦୀକୁ ଅତିମାତ୍ରାରେ ପ୍ରଦୂଷିତ କରୁଛି। ସିଧାସଳଖ ମିଶୁଥିବାରୁ ଏହା କେବଳ ନଦୀ ଜଳ ନୁହେଁ ଭୂଗର୍ଭ ଜଳକୁ ମଧ୍ୟ ପ୍ରଦୂଷିତ କରୁଛି। ନଦୀ ପ୍ରଦୂଷଣ…

ଗାର୍ଡ, ଫରେଷ୍ଟର ଅଭାବରୁ କାର୍ଯ୍ୟ ସଙ୍କଟ

ଭୁବନେଶ୍ୱର, ୨୨।୭: ରାଜ୍ୟରେ ଜଙ୍ଗଲ, ବନ୍ୟପ୍ରାଣୀ ସୁରକ୍ଷା ବର୍ତ୍ତମାନ ସ୍ଥିତିରେ ସରକାରଙ୍କ ପାଇଁ ଏକ ପ୍ରକାର ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହି ଚ୍ୟାଲେଞ୍ଜକୁ ମୁକାବିଲା କରିବା ପାଇଁ ବନ ବିଭାଗ ନୂଆ ନୂଆ ନିୟମ ଓ ନିର୍ଦ୍ଦେଶନାମା ଜାରି କରୁଛି। ହେଲେ…

ୟୁଏଇରେ ଆଇପିଏଲ୍‌ ସମ୍ଭାବନା

ନୂଆଦିଲ୍ଲୀ, ୨୧ା୭ (ପି.ଟି.)- ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ସମ୍ଭାବନା ଅଧିକ ବୋଲି କହିଛନ୍ତି ଏହି ଟି୨୦ ଟୁର୍ନାମେଣ୍ଟର ଗଭର୍ନିଂ କାଉନ୍‌ସିଲ ଚେୟାରମ୍ୟାନ ବ୍ରିଜେଶ ପଟେଲ। ଏକ ସପ୍ତାହରୁ ୧୦ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri