Home

ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା

କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ପକ୍ଷୀମାନଙ୍କ ସୁରକ୍ଷା…

ରୋଜଗାର ଚିନ୍ତାରେ ମାଛଧରାଳୀ

ଭଦ୍ରକ ଅଫିସ, ୨୫ା୮- କରୋନା ପ୍ରଭାବରେ ଦେଶରେ ସବୁ ବର୍ଗର ଲୋକ ପ୍ରଭାବିତ ହୋଇଥିବା ବେଳେ ମାଛଧରାଳୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ସବୁ ଶ୍ରେଣୀର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ହେଲେ ମତ୍ସ୍ୟଜୀବୀଙ୍କ ପାଇଁ ସରକାରୀ ସହାୟତା…

ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୫ା୮(ଡି.ଏନ୍‌.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ…

ହାତୀପଲଙ୍କ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ପାଟଣା,୨୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୨୩ ଟିକିଆ ହାତୀ ପଲଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ହାତୀପଲ ଦିନବେଳେ ଜଙ୍ଗଲ ଭିତରେ ରହୁଥିବାବେଳେ ସାହେଲେ ଗାଁଭିତରକୁ ପଶି ଆଶି ଆତଙ୍କ ଖେଳାଉଛନ୍ତି। ଏହି ହାତୀପଲ ରବିବାର ପୁଣି କରଞ୍ଜିଆ ରେଞ୍ଜରୁ…

ନାମଲେଖା ନାଁରେ ଠକେଇ: ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୪ା୮-ରାଜ୍ୟର ଏକ ପ୍ରତିଷ୍ଠିତ ସରକାରୀ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଦେବାର ପ୍ରଲୋଭନ ଦେଖାଇ ଜଣେ ବିଦ୍ୟାର୍ଥୀଙ୍କୁ ଠକିଥିବା ୨ ଜଣ ଦଲାଲ ଗିରଫ ହୋଇଛନ୍ତି। ଏହି ଘଟଣା ମର୍କତନଗର ଥାନା ଅଞ୍ଚଳରେ ଘଟିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଭୁବନେଶ୍ୱର ନୟାପଲ୍ଲୀ…

ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି…

ମହାରାଷ୍ଟ୍ରରେ ଭୁଶୁଡି ପଡିଲା ୫ ମହଲା କୋଠା: ୭୦ ଜଣ ଲୋକ ଫଶି ରହିଥିବା ଆଶଙ୍କା

ମୁମ୍ବାଇ,୨୪।୮-ମହାରାଷ୍ଟ୍ରର ରାୟଗଡ ଜିଲା ମାହାଦ ତହସିଲ କାଜଲପୁରା ଅଞ୍ଚଳରେ ଥିବା ଏକ ୫ ମହଲା ବିଲ୍ଡିଂ ସୋମବାର ସାରେ ଭୁଶୁଡି ପଡିଛି। ବିଲଡିଂ ଭୁଶୁଡି ପଡିବା ପରେ ଏହା ତଳେ ପ୍ରାୟ ୭୦ ଜଣ ଲୋକ ଚାପି ହୋଇ ରହିଥିବା ଆଶଙ୍କା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୯ କରୋନା ଆକ୍ରାନ୍ତ: ଆପଣଙ୍କ ଜିଲାରୁ କେତେ ଜାଣନ୍ତୁ…

ଭୁବନେଶ୍ୱର,୨୪।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡାରୁ ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡରୁ ୧୩୮, କୋରାପୁଟରୁ ୯୮, ପୁରୀରୁ…

ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ,୨୪।୮-ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇନେବାକୁ ସେ ପରାମର୍ଶ…

ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ସୋମବାର ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୩ କ୍ୱାରାଣ୍ଟାଇନ ଓ ୧୧୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଜାଗମରା ଆଇଟିଇଆର କ୍ୟାମ୍ପସରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ସୁବାସ ନଗର ବସ୍ତିରୁ…

ପକ୍ଷୀକୁ ମାରୁଥିଲେ ଗୋଇଠା: ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରଲ ହେଉଛି। ଜଣେ ଯୁବକ ଏକ ପକ୍ଷୀକୁ ଗୋଇଠା ମାରୁଥିବାବେଳେ ତଳେ କଚାଡି ହୋଇ ପଡିଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ରାସ୍ତା କଡରେ କିଛି ଯୁବକ ଚାଲି…

ପୁଣି ଅସ୍ଥାୟୀ ଭାବେ ମଙ୍ଗ ସମ୍ଭାଳିବେ ସୋନିଆ

ନୂଆଦିଲ୍ଲୀ,୨୨।୮: ପୁଣି ୬ ମାସ ଯାଏ କଂଗ୍ରେସର ମଙ୍ଗ ଧରିବେ ସୋନିଆ ଗାନ୍ଧୀ। ଏନେଇ ସୋମବାର କଂଗ୍ରେସ ସିଡବ୍ଲ୍ୟୁସି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆଗାମୀ ୬ ମାସ ଭିତରେ ଦଳ ନିଜର ନୂଆ ଅଧ୍ୟକ୍ଷ ଚୟନ କରିିବ। ବର୍ତ୍ତମାନ ଦଳର ଅସ୍ଥାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri