ମହାନଦୀ ଜଳକୁ ଅଟକାଉଛି ଛତିଶଗଡ଼: ବ୍ୟାରେଜ ସହିତ ତିଆରି କରିଛି ବାଲିବନ୍ଧ
ଝାରସୁଗୁଡ଼ା,୧୨ା୧(ଆଶିଷ ରଞ୍ଜନ ଦାଶ):ଛତିଶଗଡ଼ ସରକାରଙ୍କର ମନ ମାନୁନାହିଁ। ଶିଳ୍ପସଂସ୍ଥା ସ୍ବାର୍ଥରେ ମହାନଦୀ ଭିତରେ ବ୍ୟାରେଜ ସହିତ ବାଲିବନ୍ଧ ତିଆରି କରିଛି। ମହାନଦୀ ଉପରେ ନିର୍ମାଣ ହୋଇଥିବା କଲମା ବ୍ୟାରେଜକୁ ଲାଗି ବାଲିବନ୍ଧ ନିର୍ମାଣ କରିଥିବା ବେଳେ କଲମା ବ୍ୟାରେଜ୍ର ୬୬ଟି ଗେଟ…
ଧାନପହ୍ଲା କିଆରି ନଷ୍ଟ କଲେ ବାର୍ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ
ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର ସୋହେଲା…
ବଢିଲା ଏଲୋନ ମସ୍କଙ୍କ ସମସ୍ୟା, ଇଣ୍ଡୋନେସିଆ ପରେ Grok ଉପରେ ବ୍ୟାନ ଲଗାଇଲା ଏହି ଦେଶ
ଓ୍ବାଶିଂଟନ,୧୨।୧: ଏଲୋନ ମସ୍କଙ୍କ ଏଆଇ ଚାଟବଟ, ଗ୍ରୋକ, ବିକିନି ଇମେଜ ଟ୍ରେଣ୍ଡ ଏବେ ସମସ୍ୟାରେ ପଡ଼ିଥିବା ପରି ମନେହୁଏ। ଅନେକ ଦେଶ ଦ୍ୱାରା କଡ଼ା କାର୍ଯ୍ୟାନୁଷ୍ଠାନ ମଧ୍ୟରେ, ଏହାକୁ ଦୁଇଟି ଦେଶରେ ନିଷିଦ୍ଧ କରାଯାଇଛି। ପ୍ରଥମେ ଇଣ୍ଡୋନେସିଆ ଏହାକୁ ନିଷିଦ୍ଧ କରିଥିଲା,…
ରାଜ୍ୟରେ ପୁଣି ବଢ଼ିବ ଶୀତ: ହଠାତ୍ ପାଗରେ ହେବ ପରିବର୍ତ୍ତନ
ଭୁବନେଶ୍ୱର,୧୨ା୧(ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ପ୍ରବଳ ଶୀତରେ ହଠାତ୍ ପରିବର୍ତ୍ତନ ଆସିଛି। ଆକାଶରେ ବାଦଲ ଆଚ୍ଛାଦନ ବୃଦ୍ଧି ହେତୁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପରମୁହଁା ହୋଇଛି। ରାଜ୍ୟର କିଛି ସ୍ଥାନରେ ଶନିବାର ରାତିରେ ଝିପି ଝିପି…
ଅର୍ଥମନ୍ତ୍ରୀଙ୍କ ପ୍ରାକ୍ ବଜେଟ ବୈଠକ
ନୂଆଦିଲ୍ଲୀ,୧୨ା୧: ୨୦୨୬-୨୭ କେନ୍ଦ୍ରୀୟ ବଜେଟ ଆଣିବା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନେଇ ପ୍ରାକ୍ ବଜେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀଙ୍କ ସମେତ ମଣିପୁର ରାଜ୍ୟପାଳ,…
ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ କ୍ୟୁବା ଶୀଘ୍ର ଆମେରିକା ସହିତ ଏକ ଚୁକ୍ତି କରିବାକୁ ପଡିବ, ନଚେତ୍ ତେଲ ଏବଂ…
ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ
ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୩୦୧ ରନ୍ର ଟାର୍ଗେଟକୁ ଭାରତ ୪୯ ଓଭରରେ ୬ ଉଇକେଟ ହରାଇ…
କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ
କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…
ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…
ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ ଉଦଯାପିତ ହୋଇଯାଇଛି । ରବିବାର ସଂଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଯାପିତ ଦିବସରେ ମୁଖ୍ୟ ଅତିଥିଭାବେ…
ଅଙ୍ଗୁଳି ଦେଖାଇ ବିଡ଼ିଓଙ୍କୁ ଦୁର୍ବ୍ୟବହାର କଲେ ବ୍ଲକ ଅଧକ୍ଷା, ବିଧାୟକଙ୍କୁ ତୀର ମାରିବା ଘଟଣାର ମିଳୁନି ପ୍ରମାଣ
ହାଟଡିହୀ,୧୧।୧(ଶୁଭକାନ୍ତ ନାୟକ): ଗତ ଦୁଇ ଦିନ ପୂର୍ବେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଜଣେ ଯନ୍ତ୍ରୀ ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠିଙ୍କୁ ତୀର ମାରିବା ଘଟଣାକୁ ନେଇ ବ୍ଲକ ପରିସରରେ ତୁମୁଳ କାଣ୍ଡ ଦେଖିବାକୁ ମିଳିଛି । ବିଧାୟକ ଅଭିମନ୍ୟୁ…
ମକର ସଂକ୍ରାନ୍ତି ଉପଲକ୍ଷେ ସ୍ବତନ୍ତ୍ର ପ୍ରସ୍ତୁତି, ପୁଲିହାରୀ-ଡ୍ରାଏ ଫ୍ରୁଟସରେ ମା’ ଗୋଦାଦେବୀ…
ରାୟଗଡ଼ା,୧୧/୧(ଆଶିଷ ରଞ୍ଜନ ପଣ୍ଡା)- ମକର ସଂକ୍ରାନ୍ତି ଉପଲକ୍ଷେ ରାୟଗଡ଼ା ବ୍ଲକର ଜେକେପୁର ସ୍ଥିତ ଭେଙ୍କେଟେଶ୍ବର ମନ୍ଦିରରେ ସ୍ଥାନୀୟ ମନ୍ଦିର ପ୍ରଭୁ ଭେଙ୍କେଟେଶ୍ବରଙ୍କ ସ୍ତ୍ରୀ ଗୋଦାଦେବୀଙ୍କ ଚିତ୍ର ଅଭିନବ ଭାବରେ ତିଆରି କରାଯାଇଛି । ଏହି ଚିତ୍ରରେ ତେଲୁଗୁ ସଂପ୍ରଦାୟଙ୍କ ପ୍ରମୁଖ ପ୍ରସାଦ…
ପଞ୍ଚାୟତ ନିର୍ବାଚନ ଅଣ୍ଟା ଭିଡ଼ା, ଗୁରୁମନ୍ତ୍ର ଦେଲେ ବିଧାୟକ
କୁନ୍ଦୁରା,(ସନ୍ତୋଷ ପ୍ରହରାଜ)୧୧/୧: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁଷାଙ୍ଗଗୁଡା କୋଲାବ ସେତୁ ନିକଟରେ କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀଙ୍କ ନେତୃତ୍ୱରେ ଆଠ ପଞ୍ଚାୟତର କର୍ମୀଙ୍କୁ ନେଇ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କୋଟପାଡ଼ ବିଧାୟକ ରୂପୁ…

