Home

ପୁଅ ହେବ ତ ଏମିତି: କରୋନା ସଂକ୍ରମିତ ମା’ଙ୍କୁ ଦେଖିବା ପାଇଁ…

କରୋନା ସମୟରେ ସାମାଜିକ ଦୂରତା ବଜାୟ ରଖିତ୍ବା ନିହାତି ଆବଶ୍ୟକ। କରୋନା ଆକ୍ରାନ୍ତଙ୍କଠାରୁ ଦୂରେଇ ରହିବା ତାଙ୍କ ପରିବାର ପାଇଁ ବେଶ୍‌ କଷ୍ଟର ସାବ୍ୟସ୍ତ ହୋଇଥାଏ। ଯାହାର ଏକ ନିଚ୍ଛକ ଉଦାହରଣ ପାଲେଷ୍ଟାଇନରେ ଦେଖିବାକୁ ମିଳିଛି। ଏଠାରେ ଜଣେ ମହିଳା କରୋନା…

ମାସ୍କ୍‌ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା

ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁ ନ ଥିବାରୁ ଜରିମାନା ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ଏନେଇ…

ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍‌ ଶେୟାର କଲେ ଫଟୋ

କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର ଶୁଟିଂ ଯୋଗୁ ତାଙ୍କ ଫାର୍ମହାଉସରେ ପୁରା ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କର…

ଲୋକମାନେ ରାସ୍ତାରେ ଯାଉଥିଲେ, ହଠାତ୍‌ ହେଲା ଭୂସ୍ଖଳନ: ଆଉ ତା’ପରେ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। କିଛି ଭିଡିଓ ଆପଣଙ୍କୁ ହସାଇଥାଏ, କିଛି ଭିଡିଓ ଆପଣଙ୍କୁ ଭୟଭୀତ କରେ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ। ଭିଡିଓରେ ଦେଖାଯାଉଛି…

ସୁରକ୍ଷିତ ରହିବେ ଯବାନ: ଟି-୯୦ ଟ୍ୟାଙ୍କ ପାଇଁ କିଣାହେବ ନୂଆ ସରଞ୍ଜାମ

ନୂଆଦିଲ୍ଲୀ, ୨୧।୭: ଭାରତୀୟ ଯବାନଙ୍କ ସୁରକ୍ଷା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ସେନା ବ୍ୟବହାର କରୁଥିବା ଟ୍ୟାଙ୍କରେ ନୂତନ ବିକଶିତ ସରଞ୍ଜାବ ଲଗାଯିବ। ଏହା ଅର୍ନ୍ତଗତ ଟି-୯୦ ଟ୍ୟାଙ୍କ ଲାଗି ୧,୫୧୨ଟି ମାଇନ୍‌ ପ୍ଲାଓ କିଣାଯିବ।…

ଅଭିନେତ୍ରୀ ଐଶ୍ଚର୍ଯ୍ୟାଙ୍କୁ କରୋନା

କରୋନା ଭାଇରସ ଏବେ ଦେଶରେ କାୟା ବିସ୍ତାର କରିଛି। ବର୍ତ୍ତମାନ ସାଧାରଣ ଲୋକଙ୍କ ସହ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକଙ୍କୁ ମଧ୍ୟ କରୋନା ଚିନ୍ତା ଘାରିଛି। ଜଣେ ପରେ ଜଣେ ଅଭିନେତ୍ରୀ ଅଭିନେତା କରୋନା ଆକ୍ରାନ୍ତ ହେଉଛନ୍ତି। ନିକଟରେ ବଲିଉଡର ମେଗାଷ୍ଟାର ଅମିତାଭ…

ନିର୍ଣ୍ଣାୟକ ହୋଇପାରେ କୋଭିଡ୍‌ ପରିଚାଳନା

ଓ୍ବାଶିଂଟନ,୨୧ା୭(ପି.ଟି.): ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ ପୁନର୍ବାର ନିର୍ବାଚିତ ହେବା କଷ୍ଟକର ହୋଇପାରେ ବୋଲି କୁହାଯାଉଛି। କାରଣ ଆପ୍ରୁଭାଲ ରେଟିଂରେ ସେ ଡେମୋକ୍ରାଟ ପ୍ରାର୍ଥୀ ଜୋ ବିଡେନଙ୍କଠାରୁ ପଛରେ ପଡ଼ିଯାଇଛନ୍ତି। ଓ୍ବାଶିଂଟନ ପୋଷ୍ଟ ଏବଂ ଏବିସି…

ଭାଜପାରେ ମିଶିବା ପାଇଁ ଟଙ୍କା ଯାଚିଥିଲେ ପାଇଲଟ

ଜୟପୁର,୨୧ା୭(ପି.ଟି.): ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେବା ପାଇଁ ବିଦ୍ରୋହୀ ନେତା ସଚିନ ପାଇଲଟ ତାଙ୍କୁ ଟଙ୍କା ଯାଚିଥିଲେ ବୋଲି ରାଜସ୍ଥାନର କଂଗ୍ରେସ ବିଧାୟକ ଗିରିରାଜ ସିଂ ମାଲିଙ୍ଗା ଅଭିଯୋଗ କରିଛନ୍ତି। ସେ ଭାଜପାରେ ଯୋଗଦେବାକୁ ମନା କରିଦେଇଥିଲେ। କଂଗ୍ରେସ…

‘ଦୁବେଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା’

ନୂଆଦିଲ୍ଲୀ,୨୧।୭(ପି.ଟି.): ବିକାଶ ଦୁବେଙ୍କ ଭଳି ଗ୍ୟାଙ୍ଗ୍‌ଷ୍ଟରଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗ୍ୟାଙ୍ଗଷ୍ଟର ଏନ୍‌କାଉଣ୍ଟର ଘଟଣାର ତଦନ୍ତ ପାଇଁ ଗଠିତ କମିଟିରେ ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତି ଏବଂ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ନେବା…

ଭାରତ-ଆମେରିକା ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୨୧।୭: ପୂର୍ବ ଲଦାଖରେ ଚାଇନାର ବିସ୍ତାରବାଦୀ ଆଭିମୁଖ୍ୟ ଓ ସେଠାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଜୁଲାଇ ୨୯ରେ ବାୟୁସେନାରେ ୫ଟି ରାଫାଲ ଜେଟ୍‌ ସାମିଲ କରାଯିବ ବୋଲି ଜଣାପଡ଼ିଛି। ସେନା ଅଧିକାରୀସ୍ତରୀୟ…

ଦେଶର ପ୍ରଥମ ଘଟଣା,ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଗଲା

ରାଞ୍ଚି,୨୧।୭: କରୋନା ଯୋଗୁ ଝାଡଖଣ୍ଡର ଏକ ପରିବାର ଛାରଖାର ହୋଇଯାଇଛି। କରୋନା ସଂକ୍ରମଣ ହୋଇ ପରିବାରର ଜଣେ ପରେ ଜଣେ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଯାଇଛି। ମୃତ ମହିଳାଙ୍କ ଷଷ୍ଠ ପୁଅ ଏବେ…

କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ କୋଭାକ୍ସିନ୍‌ ଟିକାର ସୋମବାର ମାନବ ପରୀକ୍ଷଣ(ହ୍ୟୁମାନ ଟ୍ରାଏଲ୍‌) ଆରମ୍ଭ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri