Home

ସୁଶାନ୍ତଙ୍କ ନୂଆ ଟିମ୍‌ରେ ୧୩୧ଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ନିକଟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ଭାବେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ ଦାୟିତ୍ୱ ଦେଇଛନ୍ତି। ସେହିକ୍ରମରେ ରବିବାର ଦଳ ପକ୍ଷରୁ ସନ୍ତୋଷ ମହାନ୍ତି, ପ୍ରତାପ ଜେନା, ଦୀପକ ମହାପାତ୍ର,…

ମୋ ବନ୍ଧୁଙ୍କୁ ଆଜି ବହୁତ୍‌ ମିସ୍‌ କରୁଛି: ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି ବରିଷ୍ଠ ନେତା ଥିବା ଅରୁଣ ଜେଟଲୀଙ୍କ ସୋମବାର ପ୍ରଥମ ପୁଣ୍ୟତିଥି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…

ଆଜିଠୁ କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ୍‌,୨୪ା୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ପାଇଁ ଅଧିକ ସଂଖ୍ୟାରେ ଶଯ୍ୟା ଆବଶ୍ୟକ ଥିଲା। ଏହି ଅଭାବକୁ ପୂରଣ କରିବା ପାଇଁ ସୋମବାର କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ। ୧୫୦ ଶଯ୍ୟାବିଶିଷ୍ଟ ଏହି ହସ୍ପିଟାଲରେ ଡାୟାଲିସିସ୍‌ ଓ ପ୍ରସୂତିଙ୍କ…

ଆଜିଠୁ ଖୋଲିବ ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୋମବାରଠାରୁ ଭୁବନେଶ୍ୱର କୋର୍ଟ ଖୋଲିବ। ଶନିବାର ଓ ରବିବାର ବାଦ୍‌ ଅନ୍ୟ ସମସ୍ତ ଦିନରେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହା କାର୍ଯ୍ୟକରିବ। ପୁଣି ବିଭିନ୍ନ କୋର୍ଟରେ ଟ୍ରାଏଲ ଆରମ୍ଭ ହେବ। ସିଭିଲ କେସର…

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୧,୪୦୬ରୁ ଅଧିକ ନୂଆ ଆକ୍ରାନ୍ତ, ୮୩୬ ମୃତ

ନୂଆଦିଲ୍ଲୀ,୨୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୪୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬ ହଜାର ୩୪୮ରେ ପହଞ୍ଚିଛି। ସେହିପରି…

ଖୋର୍ଦ୍ଧା: ୭୪% ଗ୍ରାମାଞ୍ଚଳ କୋଭିଡ୍‌ ମୁକ୍ତ

ଖୋର୍ଦ୍ଧା ଅଫିସ,୨୪।୮: ଖୋର୍ଦ୍ଧା ଜିଲାରେ କୋଭିଡ୍‌ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାର ସୁଦ୍ଧା ଖୋର୍ଦ୍ଧା ଗ୍ରାମାଞ୍ଚଳରେ ୪୦,୯୭୫ଜଣଙ୍କ ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩,୪୩୬ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୪୨୩ ଆକ୍ଟିଭ କେଶ ରହିଛି।…

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ ଧରୁଛନ୍ତି। ସ୍ଳୁଇସ ଗେଟର ରକ୍ଷାଣବେକ୍ଷଣ ଦାୟିତ୍ୱ ଜଳସମ୍ପଦ ବିଭାଗ ହାତରେ ରହିଛି। କିନ୍ତୁ ବିଭାଗୀୟ…

ମାଛ, ମାଂସଠାରୁ ବି ମହଙ୍ଗା ଏହି ପରିବା, ବଜାରକୁ ଆସିବା ମାତ୍ରେ ମିନିଟରେ ହୋଇଯାଏ ବିକ୍ରି

ଝାଡଖଣ୍ଡ ଏବଂ ଛତିଶଗଡରେ ବର୍ଷା ଦିନେ ଏକ ପରିବା ବହୁ ମାତ୍ରାରେ ବିକ୍ରି ହୋଇଥାଏ। ଏବେ ଏହାକୁ ଦେଶର ସବୁଠୁ ମହଙ୍ଗା ପରିବା ବୋଲି କୁହାଯାଉଛି। ଏହି ପରିବାର ମୂଲ୍ୟ କିଲୋ ପିଛା ୧୨୦୦ ଟଙ୍କାରେ ବିକ୍ରି ହେଉଛି। ଯାହାକି ମାଉ…

ଉଜୁଡ଼ିଗଲା ପରିବା, ଧାନ ଫସଲ

ରାହାମା,୨୪ା୮(ଡି.ଏନ.ଏ.): ପାଇକା ନଦୀରେ ଆସିଥିବା ବନ୍ୟାଜଳ ଓ ଲଘୁଚାପ ଜନିତ ବର୍ଷା ଯୋଗୁ କୁଜଙ୍ଗ ବ୍ଲକ୍‌ର ଧୋଇଆ ଅଞ୍ଚଳରେ ଧାନ ଓ ପରିବା ଫସଲ ଉଜୁଡ଼ିଯାଇଛି। ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଜିମିରେ ହୋଇଥିବା ଧାନ, ବାଇଗଣ, କଖାରୁ, ଭେଣ୍ଡି, ପୋଟଳ…

ମରାମତି ହେଉନି ଦୁର୍ବଳ ନଦୀବନ୍ଧ: ବନ୍ୟା ଭୟରେ ତଳିଆ ଅଞ୍ଚଳବାସୀ

ବରୀ, ୨୪।୮(ଡି.ଏନ୍‌.ଏ.): ଲଗୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବନ୍ୟା ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ…

ଧାନ, ମାଛ ଓ ପରିବା ଚାଷୀଙ୍କୁ ବିକ୍ରି ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪।୮: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଚାଷୀ ମାଛ, ପନିପରିବା, ଧାନ, ମୁଗ, ବିରି ଆଦି ଚାଷ ଉପରେ ନିର୍ଭରଶୀଳ। ପ୍ରତି ବର୍ଷ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସାଙ୍ଗକୁ ବିକ୍ରି ସମସ୍ୟା ଚାଷୀର ମେରୁଦଣ୍ଡ ବଙ୍କା କରି ଦେଉଛି। ଏ ପରିସ୍ଥିତିରେ…

ଶାଶୁ-ବୋହୂ ମିଶିକି କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଶାଶୁ-ବୋହୂ ଝଗଡା ବିଷୟରେ ଶୁଣିଥିବେ କିନ୍ତୁ ସମାଜରେ ଏମିତି କିଛି ଶାଶୁ-ବୋହୂ ଅଛନ୍ତି ସେମାନେ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଝାଡଖଣ୍ଡରେ ଏମିତି ଜଣେ ଶାଶୁ-ବୋହୂ ଯୋଡି ସାମ୍ନାକୁ ଆସିଛନ୍ତି। ଦୁହେଁ ମିଶି ଏକ ଏମିତି ଆପ୍‌ ପ୍ରସ୍ତୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri