Home

ମାସ୍କ ପିନ୍ଧିଲେ କରୋନା ସଂକ୍ରମଣ ଆଶଙ୍କା ୪୦ ପ୍ରତିଶତ କମିଯାଏ

ବର୍ଲିନ୍‌, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ବ୍ୟବଧାନରେ ହାତ ଧୋଇବା, ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଲାଗି ବିଶ୍ୱ…

ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ

ମୁମ୍ବାଇ,୧୪।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ରବିବାର ସେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ଏଭଳି ଏକ ଖବର ବଲିଉଡ୍‌ ଜଗତରେ ଶୋକର…

ମଣିଷ ଶୋଇଲେ ଶୋଇଯାଏ କରୋନା କହିଲେ ପାକିସ୍ତାନୀ ଧର୍ମଗୁରୁ

ଇସଲାମାବାଦ୍‌, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ପାକିସ୍ତାନର କେତେକ ଧର୍ମଗୁରୁ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ନାନା ପ୍ରକାର ଭୁଲ ତଥ୍ୟ ପ୍ରଚାର କରାଉଛନ୍ତି। ସମ୍ପ୍ରତି…

ପ୍ରଶାସନକୁ ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ: ୩ ପଞ୍ଚାୟତ ଶଟ୍‌ଡାଉନ୍‌

ନିଶ୍ଚିନ୍ତକୋଇଲି,୧୪ା୬(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୪ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥାଇ ଗ୍ରାମ, ବଜାରରେ ବହୁ ଲୋକ ସଂସ୍ପର୍ଶରେ ଆସିବା ଓ ସେମାନେ କରୋନା ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ବରାଦ ଓ…

କରୋନା ମୁକାବିଲା ପାଇଁ ଦିଲ୍ଲୀକୁ ମିଳିଲା ୫ଶହ ରେଲଓ୍ବେ କୋଚ, ଟେଷ୍ଟିଂ ବଢାଇବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୧୪।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀରେ କରୋନା ଭାଇରସର ସ୍ଥିତିକୁ ନେଇ ଏକ ସମିକ୍ଷା ବୈଠକର ଆୟୋଜନ କରିଥିଲେ। ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ହଜାର ଅତିକ୍ରମ କରି ଯାଇଥିବାରୁ ଏବେ ଏହା ଚିନ୍ତାର କାରଣ…

ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ବଦଳିଯିବ ଜମ୍ମୁ-କଶ୍ମୀରର ରୂପ, ପିଓକେର ଲୋକେ ଭାରତର ଅଂଶ ହେବାକୁ ଆଶା କରିବେ: ରାଜନାଥ

ଜମ୍ମୁ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭିଡିଓ କନଫରେନ୍ସିଂ ଜରିଆରେ ଜମ୍ମୁ-କଶ୍ମୀର ଜନ ସମ୍ବାଦ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଏବେ ସାରା ବିଶ୍ୱ କରୋନା ମହାମାରୀ ସହ ଲଢୁଥିବା ବେଳେ ଏହି ସଙ୍କଟ ସମୟରେ…

ଦକ୍ଷିଣକୋରିଆ ଉପରେ ଆକ୍ରମଣ ପାଇଁ ଧମକ ଦେଲେ କିମ୍‌ଙ୍କ ଭଉଣୀ

ସିଓଲ, ୧୪।୬: ଦକ୍ଷିଣକୋରିଆ ଉପରେ ଆକ୍ରମଣ କରିବା ଲାଗି ଉତ୍ତରକୋରିଆ କହିଛି। ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଭଉଣୀ କିମ୍‌ ୟୋ ଜୋଙ୍ଗ୍‌ ଏନେଇ ଦକ୍ଷିଣକୋରିଆକୁ ଧମକ ଦେଇଛନ୍ତି। କାସେଙ୍ଗ୍‌ ସହରରେ ଥିବା କାର୍ଯ୍ୟାଳୟକୁ ଶୀଘ୍ର ବନ୍ଦ କରାଯିବ…

୨ ମାସ ପରେ ଢେଙ୍କାନାଳ ସହରକୁ ଫେରିଲା କରୋନା

ଢେଙ୍କାନାଳ ଅଫିସ,୧୪ା୬: ୨ ମାସ ପରେ ଢେଙ୍କାନାଳ ସହରକୁ ପୁଣି କରୋନା ଫେରିଛି। ରବିବାର ସହରରୁ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସହରସ୍ଥିତ କାରିଗର ସାହି ଅଭିନନ୍ଦନ ଗାର୍ଡେନ ପରିସରରେ ରହୁଥିବା ଜଣେ ପୂଜକ ଏବଂ ତାଙ୍କ ମା’…

ଚାଇନାକୁ ପୁଣି ଫେରିଲା କରୋନା: ଜିନଫାଦି ବଜାର ହେଲା ବନ୍ଦ

ବେଜିଂ, ୧୪।୬: କରୋନା ସଂକ୍ରମଣ ପୁଣି ଥରେ ଚାଇନାକୁ ଫେରିଛି। ବେଜିଂରେ ୫୩ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଏଠାକାର ବୃହତ ସମୁଦ୍ରଜାତ ଖାଦ୍ୟ ପଦାର୍ଥ ବଜାର ଜିନଫାଦିକୁ ସାମୟିକ ଭାବେ ବନ୍ଦ କରିବା ଲାଗି…

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର ବା…

ବରଗଡ଼ରେ ଗର୍ଭବତୀ ମହିଳାଙ୍କ ସମେତ ୧୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍‌ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର ୬, ଭେଡେନ୍‌ ଆଇଟିଆଇ ଟିଏମ୍‌ସିର ଜଣେ, ବରଗଡ଼ ବ୍ଲକ ଅଡ଼ଗାଁ ଟିଏମ୍‌ସିର ୨, କୁରୁଆଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri