Home

ସ୍ବାଦ, ଘ୍ରାଣଶକ୍ତି କମିବା କରୋନାର ନୂଆ ଲକ୍ଷଣ

ନୂଆଦିଲ୍ଲୀ,୧୪ା୬: କେନ୍ଦ୍ର ସରକାର କରୋନା ରୋଗର ଲକ୍ଷଣ ମଧ୍ୟରେ ଆଉ ୨ଟିକୁ ସାମିଲ କରିଛନ୍ତି। ତାହା ହେଲା ସଂକ୍ରମିତଙ୍କଠାରେ ହଠାତ୍‌ ସ୍ବାଦ ବାରିବା ଓ ଘ୍ରାଣଶକ୍ତି କମିଯିବା। କ୍ଲିନିିକାଲ ମ୍ୟାନେଜ୍‌ମେଣ୍ଟ ପ୍ରୋଟୋକଲ: କୋଭିଡ୍‌-୧୯ ଦସ୍ତାବିଜ୍‌ରେ ୯ଟି ଲକ୍ଷଣ ଥିଲାବେଳେ ସେଥିରେ ଏହି…

ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ ୨୨ ଘଣ୍ଟାର ଯାତ୍ରା କରି ବିଜୟ ପହଞ୍ଚିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବିଜୟ…

ଏଆଇଏଡିଏମ୍‌କେ ବିଧାୟକ କରୋନା ଆକ୍ରାନ୍ତ

ଚେନ୍ନାଇ, ୧୪ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍‌କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍‌କେର ଚେପକ ବିଧାୟକ ଜେ. ଆନ୍‌ବାଝଗନ୍‌…

୫ ଦଶନ୍ଧି ଧରି କମୁଛି ବର୍ଷା

ବେଜିଂ/ନୂଆଦିଲ୍ଲୀ, ୧୪ା୬: କୃଷି ପ୍ରଧାନ ଦେଶ ଭାରତରେ ଚାଷକାର୍ଯ୍ୟ ଲାଗି ବିଶେଷତଃ ବର୍ଷା ଉପରେ କୃଷକମାନେ ନିର୍ଭର କରିଥାନ୍ତି। କିନ୍ତୁ ବିଗତ ୫ ଦଶନ୍ଧି ଧରି ବର୍ଷାର ପରିମାଣ କମିବାରେ ଲାଗିଛି। ୫୦ ବର୍ଷ ମଧ୍ୟରେ ବର୍ଷାର ପରିମାଣ କମିବା ଓ…

ସୀମାରୁ ପର୍ଯ୍ୟାୟକ୍ରମେ ହଟୁଛନ୍ତି ସେନା

ଡେରାଡୁନ,୧୪ା୬(ପି.ଟି.): ପୂର୍ବ ଲଦାଖ ବିବାଦକୁ ନେଇ ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା ସେନା ଅଧିକାରୀସ୍ତରୀୟ ଆଲୋଚନା ଫଳପ୍ରଦ ହୋଇଛି। ଗଲଓ୍ବାନ ଉପତ୍ୟକାରୁ ଉଭୟ ପକ୍ଷର ସୈନ୍ୟ ପର୍ଯ୍ୟାୟ କ୍ରମେ ହଟୁଥିବା ସେନାଧ୍ୟକ୍ଷ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେ ଶନିବାର କହିଛନ୍ତି। ଆପୋସ…

ସେନାରେ ୩୩୩ ଅଧିକାରୀ ସାମିଲ

ଡେରାଡୁନ,୧୪ା୬: ଉତ୍ତରାଖଣ୍ଡର ଡେରାଡୁନ୍‌ସ୍ଥିତ ଭାରତୀୟ ମିଲେଟାରୀ ଏକାଡେମୀ (ଆଇଏମ୍‌ଏ)ରେ ପାସିଂ ଆଉଟ୍‌ ପରେଡ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶେଷ ପରେ ସେନାରେ ସାମିଲ ହୋଇଛନ୍ତି ୩୩୩ ଅଧିକାରୀ। ଏହି ପରେଡ୍‌ରେ ୯ ମିତ୍ର ଦେଶର ୯୦ଜଣ କ୍ୟାଡେଟ୍‌ ମଧ୍ୟ ସାମିଲ…

ଗଠନ ହେବ ସାମାଜିକ ସୁରକ୍ଷା ପାଣ୍ଠି

ନୂଆଦିଲ୍ଲୀ,୧୪ା୬: ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା କରିବା ଲାଗି ଏକ ସାମାଜିକ ସୁରକ୍ଷା ପାଣ୍ଠି ଗଠନ ନିମନ୍ତେ କେନ୍ଦ୍ର ସରକାର ବିଚାର କରୁଛନ୍ତି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇଥିବା ଲକ୍ଷ ଲକ୍ଷ ଦାଦନ ଶ୍ରମିକ ଏହାଦ୍ୱାରା…

ବିଗିଡ଼ିଲାଣି କରୋନା ସ୍ଥିତି

ନୂଆଦିଲ୍ଲୀ, ୧୪ା୬: ଭାରତରେ ମହାମାରୀ କରୋନାର ଭୟଙ୍କର ସ୍ଥିତି ଏବେ ଦେଖିବାକୁ ମିଳିଛି। ବିଶେଷ କରି ଲକ୍‌ଡାଉନ୍‌ ଉଠିବା ଓ ପ୍ରବାସୀଙ୍କ ଆଗମନ ପରେ ସ୍ଥିତି ଅସମ୍ଭାଳ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ କରୋନା ସ୍ଥିତିର ସମୀକ୍ଷା ଲାଗି…

ସୁଧୁରିପାରେ ଜଳବାୟୁ ପରିବର୍ତ୍ତନ ସଙ୍କଟ

ଓ୍ବାଶିଂଟନ,୧୪ା୬: କରୋନା ମହାମାରୀ ସଂକ୍ରମଣକୁ ହ୍ରାସ କରିବା ଲାଗି ବିଶ୍ୱବ୍ୟାପୀ ଲକ୍‌ଡାଉନ ବେଳେ ଏହାର ସୁଫଳ ପରିବେଶ ଉପରେ ପଡ଼ିଥିଲା। ଆମର କାର୍ଯ୍ୟ ହିଁ ଆଗାମୀ ପିଢ଼ି ପାଇଁ ଭଲ ପରିବେଶ ଦେବାକୁ ସକ୍ଷମ, ତାହାର ସମ୍ଭାବନା ଏଥିରୁ ସ୍ପଷ୍ଟ ହୋଇଥିଲା।…

ଆର୍ଥତ୍କ ପ୍ୟାକେଜକୁ ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ,୧୪।୬: କରୋନା ମହାମାରୀ ପାଇଁ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ଆସିଥିବା ଚ୍ୟାଲେଞ୍ଜକୁ ସାମ୍ନା କରିବା ଲାଗି ସରକାର ୨୦ ଲକ୍ଷ କୋଟି ଟଙ୍କାର ଏକ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଛନ୍ତି। ଏହାକୁ ଆତ୍ମନିର୍ଭର ଭାରତ ପ୍ୟାକେଜ କୁହାଯାଉଥିବା ବେଳେ ଏନେଇ…

ଶ୍ରୀଲଙ୍କାରେ ଆଇପିଏଲ୍‌ ସପକ୍ଷରେ ଗାଭାସ୍କର

ନୂଆଦିଲ୍ଲୀ, ୧୪।୬(ପି.ଟି.): ଆସନ୍ତା ଅକ୍ଟୋବରରେ ଭାରତରେ ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆୟୋଜନ ସହଜ ନୁହେଁ ବୋଲି ଅନୁଭବ କରୁଛନ୍ତି କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର। ଏହି ମାସରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ ହେବାର ଥିବାରୁ ଆଇପିଏଲକୁ ସେପ୍ଟେମ୍ବର ଆରମ୍ଭରେ ଆୟୋଜନ…

ତଥାପି ମଉଳିନି ଆଶା: କଠିନ ପରିଶ୍ରମ କରି ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇବନ୍ଧୁ

ଭୋଗରାଇ, ୧୪।୬(ଡି.ଏନ.ଏ.)-ଚାକିରି ପଛରେ ନ ଧାଇଁ ଆମତ୍ନିର୍ଭରଶୀଳ ହେବାକୁ ସ୍ବପ୍ନ ଦେଖିଥିଲେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିପୁର ଗ୍ରାମର ପ୍ରଶାନ୍ତ ତ୍ରିପାଠୀ ଓ ବାଟଗ୍ରାମ ଗ୍ରାମର ଆଲୋକ ସାହୁ। ସେମାନେ ଦୁଇ ବନ୍ଧୁ। ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ସାଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri