Home

ପୁଲଓ୍ବାମାରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୮।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କ ଗୋଡ଼ରେ ଗୁଳି ମାଡ଼ ହୋଇଥିବା କୁହାଯାଉଛି। ଚିକିିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

୪ ଯୁବକ ଦେଖାଇଲେ ଏମିତି ଷ୍ଟଣ୍ଟ, ଆପଣ ବି ଏହି ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ୪ ଯୁବକ ଏକ ଦଉଡ଼ି ସାହାଯ୍ୟରେ ଆଖି ଲାଖିଯିବା ପରି ଷ୍ଟଣ୍ଟ୍‌ ଦେଖାଇଛନ୍ତି। ଏହା ଦେଖି ଦେଖଣାହାରୀ ଚକିତ ହୋଇଯାଇଛନ୍ତି। ଏହି ୪ ଯୁବକ ଦଉଡ଼ି ସହିତ ଭିନ୍ନ…

ମୋଦି ସରକାର ଥିବା ପର୍ଯ୍ୟନ୍ତ ହୋଇପାରିବ ନାହିଁ ଭାରତ-ପାକିସ୍ତାନ ସିରିଜ୍‌: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଭାରତୀୟ କ୍ରିକେଟର୍‌ଙ୍କୁ ଖେଳିବାକୁ ସୁଯୋଗ ମିଳୁନାହିଁ। ଏହାକୁ ନେଇ ପାକିସ୍ତାନ କ୍ରିକେଟର୍‌ଙ୍କ ରାଗ ଦେଖିବାକୁ ମିଳୁଛି। ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶାହିଦ୍‌ ଆଫ୍ରିଦ୍‌ କହିଛନ୍ତି, ମୋଦି ସରକାର ଥିବା ପର୍ଯ୍ୟନ୍ତ ଭାରତ-ପାକିସ୍ତାନ ମଧ୍ୟରେ କୌଣସି ସିରିଜ୍‌ ଆୟୋଜନ…

ଦିଲ୍ଲୀରୁ ପଞ୍ଜାବ ସବୁଠି ପ୍ରଦର୍ଶନ: ଟ୍ରାକ୍ଟରରେ ନିଆଁ ଲଗାଇଲେ ଅନ୍ନଦାତା

ନୂଆଦିଲ୍ଲୀ, ୨୮।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ସଂଶୋଧିତ କୃଷି ଆଇନକୁ ଅନ୍ନଦାତାମାନେ ବିରୋଧ କରିଛନ୍ତି। ଦିଲ୍ଲୀରୁ ଆରମ୍ଭ କରି ପଞ୍ଜାବ ପର୍ଯ୍ୟନ୍ତ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ସୋମବାର ଦିଲ୍ଲୀ ରାଜରାସ୍ତାରେ କୃଷକମାନେ ମିଳିତ ଭାବେ ଏକ ଟ୍ରାକ୍ଟରରେ…

ଏହି କ୍ରିକେଟରଙ୍କ ଖେଳ ଦେଖି ଡରିଗଲେ ଯୁବରାଜ, କହିଲେ ଏମିତି

ଶାରଜା କ୍ରିକେଟ ଷ୍ଟାଡିୟମରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଏକ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପ୍ରବଳ ରନ୍‌ ବର୍ଷିଥିଲା। ପଞ୍ଜାବ ପ୍ରଥମେ ଖେଳି ଦୁଇ ଉଇକେଟ୍‌ ହରାଇ ୨୨୩ ରନ୍‌ ସଂଗ୍ରହ କରିଥିଲା। ୨୨୪…

୧ରୁ ଖୋଲିବ ୪୨ ନେଚର କ୍ୟାମ୍ପ୍‌

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ୱାରା ପରିଚାଳିିତ ଓଡ଼ିଶାର ୪୨ଟି ଇକୋ-ଟୁର୍‌ ଡେଷ୍ଟିନେଶନ ତଥା ନେଚର କ୍ୟାମ୍ପ୍‌କୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ ତାରିଖରୁ ଖୋଲାଯିବ। ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ରବିବାର ଟୁଇଟ୍‌…

୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସୋମବାର ସୁଦ୍ଧା ଦେଶରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ସୁସ୍ଥ…

ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବ ଭାଜପା

ଚଣ୍ଡିଗଡ଼,୨୮।୯ : ଭାଜପାର ପୁରୁଣା ସହଯୋଗୀ ଭାବେ ପରିଚିତ ଶିରୋମଣି ଅକାଳି ଦଳ (ଏସ୍‌ଏଡି) ଏନ୍‌ଡିଏରୁ ସମ୍ପର୍କ ତୁଟାଇଛି। କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ କରି ଶନିବାର ଅନୁଷ୍ଠିତ କୋର କମିଟି ବୈଠକରେ ଏସ୍‌ଏଡି ଏଭଳି ନିଷ୍ପତ୍ତି ଗ୍ରହଣ କରିଛି। ଆଲୋଚନା…

କୁଣ୍ଡେ ପାଣି ଦେଖି ଏମିତି କଲା ହାତୀ ଛୁଆ

ସୋସିଆଲ ମିଡିଆରେ ବିଭିନ୍ନ ସମୟରେ ମଜାଳିଆ ଭିଡିଓ ଭାଇରାଲ ହେବାର ଦେଖାଯାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ମନ ନିଶ୍ଚିନ୍ତ ଭାବରେ ପ୍ରସନ୍ନ ହୋଇଯିବ। ଭିଡିଓରେ ଏକ ହାତୀ ଛୁଆ କୁଣ୍ଡେ ପାଣି ଦେଖି ଏତେ…

ମାଟିରେ ମିଶିଯିବ ବଳରାମ ଦାସ ଗୁମ୍ଫା

ପୁରୀ ଅଫିସ,୨୮ା୯: ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ପୁରୀରେ ବହୁ ଐତିହ୍ୟ, କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରୁ ଅନେକ ମାଟିରେ ମିଶିଗଲାଣି। ପୁଣି କେତେକ ଐତିହ୍ୟ ରହିଛି ଯାହାର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦିଆଯାଉ ନାହିଁ। ଫଳରେ ତାହା ବି ମାଟିରେ ମିଶିବାକୁ ବସିଲାଣି। ଏମିତି…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି…

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି। ଜିଗଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?