Home

କରୋନା ସହିତ ଲଢ଼ିବ ନିମ୍ବ, ଭାରତରେ କରାଯାଉଛି ଏହାର ପରୀକ୍ଷା

କରୋନା ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିଛି। ଭାରତ ସମେତ ବିଶ୍ୱ ବ୍ୟାପୀ ଏହାର ସମାଧାନ ଖୋଜା ଯାଉଛି। ଅନେକ ଦେଶ ମଧ୍ୟ ଏହାର ଟିକା ଉପରେ ଗବେଷଣା ଜାରି ରଖିଛନ୍ତି। ରୁଷିଆ ଏହାର ଟିକା ମଧ୍ୟ ବାହାରି କରିଥିବା…

ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..

ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏବେ ଆଗଧାଡ଼ିର ଅଭିନେତ୍ରୀ ପାଲଟିଥିବା ଦେବୋଲିନାଙ୍କ ନାମ ପୂର୍ବରୁ ଏକାଧିକ ବିବାଦରେ…

ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା

ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ ଅଞ୍ଚଳରେ ଏକ ଝୁମ୍ପୁଡ଼ି ତିଆରି କରିଛନ୍ତି। କୋକଣ ଅଞ୍ଚଳ ପାହାଡ଼ ଏବଂ ଖାଲଖମାରେ ପରିପୂର୍ଣ୍ଣ।…

୬୫ ବର୍ଷୀୟା ବୃଦ୍ଧା ୧୪ ମାସ ଭିତରେ ଜନ୍ମ ଦେଇଛନ୍ତି ୮ ସନ୍ତାନ!

ପାଟନା,୨୨ା୮: ବିହାରରେ ବିଭିନ୍ନ ବିଭାଗରେ ଅନିୟମିତତା ହେଉଥିବା ଖବର ଅନେକ ସମୟରେ ଜାଣିବାକୁ ମିଳିଥାଏ। ଏବେ ଏଠାରେ ଆଉ ଏକ ସରକାରୀ ଯୋଜନାରେ ଘୋଟାଲା ହୋଇଥିବା ଜଣାପଡ଼ିଛି। ଆଶ୍ଚର୍ଯ୍ୟର କଥା, ଲୋକମାନେ ଏହି ଦୁର୍ନୀତିରେ ପ୍ରକୃତିର ନିୟମ ମଧ୍ୟ ଭୁଲି ଯାଇଛନ୍ତି।…

ତଳେ ମୁଁହ ମାଡ଼ି ଶୋଇଥିବା ପିଲାଙ୍କ ଉପରେ ଚାଲିଲେ ଚାଇନା ରାଷ୍ଟ୍ରଦୂତ: ଅମାନବୀୟ ବୋଲି କହିଲା ଆମେରିକା

ବେଜିଂ, ୨୨।୮: ଚାଇନା ରାଷ୍ଟ୍ରଦୂତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ରାଷ୍ଟ୍ରଦୂତ ତଳେ ମୁଁହ ମାଡ଼ି ଶୋଇଥିବା ଛୋଟ ପିଲାଙ୍କ ଉପରେ ଚାଲିଛନ୍ତି। ରେଡ୍‌ କାର୍ପେଟ୍‌ ବଦଳରେ ଛୋଟ ପିଲାଙ୍କ ଉପରେ ରାଷ୍ଟ୍ରଦୂତ ଚାଲୁଥିବାର…

୨ ସନ୍ତାନ ଥିବା ବିବାହିତା ମହିଳାଙ୍କୁ ବିବାହ କରିବା ପ୍ରତିଶ୍ରୁତି ଦେଇ ୧୯ ବର୍ଷ ବୟସ୍କ ଯୁବକ କଲେ ଏପରି…

ଲକ୍ଷ୍ନୌ, ୨୨।୮: ଜଣେ ବିବାହିତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶେଷରେ ହତ୍ୟା କରାଯାଇଛି। ଉତ୍ତରପ୍ରଦେଶ ଅଲୀଗଡ଼ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବଦାୟୁଁରେ ବାସ କରୁଥିବା ଜଣେ ୩୪ ବର୍ଷ ବୟସ୍କା ମହିଳାଙ୍କ ସହିତ ୧୯ ବର୍ଷ ବୟସ୍କ ଯୁବକଙ୍କର…

ବାରମୂଳାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିପାତ

ଶ୍ରୀନଗର,୨୨।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ଶନିବାର ବାରମୂଳାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାରମୂଳା ସଲୁସାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ…

କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍‌ ଅପରେଶନ୍‌ରେ ପର୍ଦ୍ଦାଫାଶ୍‌

ହାଇଦ୍ରାବାଦ୍‌, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ ହେଉଛନ୍ତି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ହାଇଦ୍ରାବାଦ୍‌ର ଜଣେ ବ୍ୟବସାୟୀ ମଇଁଷିକୁଣ୍ଡ ପାଣି କ୍ଷୀରରେ ମିଶାଉଥିବାର…

କାଷ୍ଟିଂ କାଉଚ୍‌ର ଶିକାର ହୋଇଥିଲେ ବିପାଶା: ଫିଲ୍ମ ନିର୍ମାତା ପଠାଉଥିଲେ ଏଭଳି ମେସେଜ୍‌.. ହେଲେ..

ବମ୍ବେ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ବ୍ଲାକ୍‌ ବିଉଟି ଭାବେ ବିପାଶା ବାସୁଙ୍କୁ କିଏ ବା ନଜାଣେ। ଦୁଇ ଦଶକ ଧରି ସିନେଜଗତରେ ରାଜ୍‌ କରିଥିବା ବିପାଶା ପୁଣିଥରେ ପରଦାକୁ ଫେରିଛନ୍ତି। ସ୍ବାମୀ କରନ୍‌ ସିଂ ଗ୍ରୋଭରଙ୍କ ସହ ‘ଡେନ୍‌ଜରିଅସ୍‌’ରେ ସେ ନଜର…

ଲାଲବାଗ ରାଜାରେ ‘ଆରୋଗ୍ୟ ଉତ୍ସବ’ ରୂପେ ପାଳନ ହେଲା ଗଣେଶ ଉତ୍ସବ

ମୁମ୍ବାଇ,୨୨।୮: ସାରା ଦେଶରେ ଶନିବାର ଉତ୍ସବର ମାହୋଲ ଦେଖାଦେଇଛି। ଚଳିତ ଥର କରୋନା କାଳ ଯୋଗୁ ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ଉପରେ କଟକଣା ଲଗାଯାଇଥିବା ବେଳେ ନିଜ ନିଜ ଘରେ ସମସ୍ତେ ପୂଜାର୍ଚ୍ଚନା କରିଛନ୍ତି। ପ୍ରତିବର୍ଷ ମାୟାନଗରୀ ମୁମ୍ବାଇରେ ବେଶ୍‌…

ଶବଗୃହରେ ସୁଶାନ୍ତଙ୍କୁ ଦେଖି ରିୟା କହିଥିଲେ ‘ସରି ବାବୁ’: ଆଉ..

ବମ୍ବେ: ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା। ଘଟଣାରେ ପ୍ରତିଦିନ କିଛି ନା କିଛି ତଥ୍ୟ ବାହାରକୁ ଆସୁଛି। ଏହାକୁ ନେଇ ପ୍ରେମିକା ରିୟା ଚର୍କବର୍ତ୍ତୀ ଅଧିକ ବିବାଦକୁ ଆସୁଛନ୍ତି। ଅଭିନେତାଙ୍କ…

ଶିଶୁକନ୍ୟାକୁ ହତ୍ୟା ପରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୨।୮: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଜଣେ ମହିଳା ନିଜର ୧ବର୍ଷ ୭ ମାସର ଝିଅକୁ ହତ୍ୟାକରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବରପାଇ ପୋଲିସ ପହଞ୍ଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri