Home

ଆଦିତ୍ୟ ଚୋପ୍ରା-ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ବୟାନରେ ରହୁନି ତାଳମେଳ

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଇତି ମଧ୍ୟରେ ଏକ ମାସରୁ ଊର୍ଦ୍ଧ୍ୱ ସମୟ ବିତିଲାଣି। ହେଲେ ମୁମ୍ବାଇ ପୋଲିସ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଜାଣିପାରୁନାହିଁ। ଏସବୁ ଭିତରେ ଖାଲି ଯାହା ତଦନ୍ତ ଚାଲିଛି। ମାମଲାରେ…

ଏହି ଭାରତୀୟ କ୍ରିକେଟଙ୍କ ସ୍ତ୍ରୀ କହିଲେ, ତୁମ ବିନା ମୁଁ ଅଧୁରା

ଭାରତୀୟ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଘରକୁ ଖୁବଶୀଘ୍ର ଆସିବ ନୂଆ ଅତିଥି। ଏଥିପାଇଁ ସେ ବେଶ୍‌ ଖୁସି ଅଛନ୍ତି। ନିକଟରେ ହାର୍ଦ୍ଦିକଙ୍କ ପ୍ରେମିକା ନତାଶା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେମାନେ ଖୁସି ଥିବା ନଜର…

ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ

ହିଞ୍ଜିଳିକାଟୁ,୧୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଜିଳିକାଟୁ ବ୍ଲକ ବେଲଗାଁ ସରପଞ୍ଚ ତ୍ରିନାଥ ପାଣିଗ୍ରାହୀଙ୍କୁ ଗ୍ରାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାସ୍ତାରେ ବାଉଁଶ ବାଡ଼ କରିବା ନେଇ ୨ ଭାଇ ଗାଳି ଗୁଲଜ ସହ ଧମକ ଦେବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ବେଲଗାଁ…

ମୋଦିଙ୍କୁ କହ୍ନେୟାଙ୍କ କଟାକ୍ଷ: ‘ଆମ ସାହେବ୍‌ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହଁନ୍ତି’

ନୂଆଦିଲ୍ଲୀ,୧୯।୭: ଜେଏନ୍‌ୟୁ ଛାତ୍ର ସଂଘର ପୂର୍ବ ଅଧ୍ୟକ୍ଷ ତଥା ସିପିଆଇ ନେତା କହ୍ନେୟା କୁମାର ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଆମର ସାହେବ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହନ୍ତି। ସେଥିପାଇଁ ଗଣମାଧ୍ୟମର ଟିଆର୍‌ପି ଅଧିକ ଏବଂ ଦେଶର…

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ ଷଣ୍ଢ…

ଭାରତର ଏହି ସ୍ଥାନକୁ ଆଜି ବି ଯିବାଆସିବା କରିଥାନ୍ତି ଏଲିଏନ୍ସ

ଆଜି ମଧ୍ୟ ଏଲିଏନ୍ସମାନେ ପୃଥିବୀର କୌଣସି ନା କୌଣସି ସ୍ଥାନକୁ ଯିବାଆସିବା କରୁଛନ୍ତି। ଏହାକୁ ନେଇ ଅନେକ ଫିଲ୍ମ ମଧ୍ୟ ନିର୍ମିତ ହୋଇସାରିଛି। କିନ୍ତୁ ଏହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ହଟିନାହିଁ କି ଏମାନେ କେଉଁଠୁ ଏବଂ କାହିଁକି ଆସିଥାନ୍ତି…

ରୋହିତ ଶର୍ମାଙ୍କ ହସ ଦେଖି ଏମିତି କହିଲେ ଚହଲ

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଏବଂ ଲେଗ୍‌ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ଭଲ ସାଙ୍ଗ ବୋଲି ଧରାଯାଏ। ସୋସିଆଲ ମିଡିଆରେ ଉଭୟ ବେଶ୍‌ ମଜା ମଧ୍ୟ କରିଥାନ୍ତି। ନିକଟରେ ଏମିତି କିଛି ମଜା ରୋହିତ ଶର୍ମାଙ୍କ ଫଟୋକୁ ନେଇ ଚହଲ…

ବିରାଟ କୋହଲିଙ୍କ ପାଇଁ ପାଗଳ ଥିଲେ ଏହି ପାକିସ୍ତାନ ମହିଳା କ୍ରିକେଟର, ଶେଷରେ…

ବିଶ୍ୱର ସବୁଠୁ ସୁନ୍ଦର ମହିଳା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ ପାକିସ୍ତାନର ଷ୍ଟାର ଅଲରାଉଣ୍ଡର କ୍ୟାନନ୍‌ ଇମ୍‌ତିଆଜ୍‌ଙ୍କ ଗତ ଜୁଲାଇ-୯ରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ନିର୍ବନ୍ଧ ଫଟୋ ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି, ଶେଷରେ ମୁଁ ହଁ କରିଦେଲି। ୧୯୯୨…

ଭୁବନେଶ୍ୱରରେ କରୋନା ସ୍ଥିତି ସାଂଘାତିକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ପ୍ରତିକ୍ରିୟା ରଖିଛନ୍ତି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ କହିଛନ୍ତି, କରୋନା ସଂକ୍ରମଣ ନ ବ୍ୟାପିବା ଲାଗି ସରକାର ଠିକ୍‌ ପରିଚାଳନା କରିପାରୁନାହାନ୍ତି। ଭୁବନେଶ୍ୱରରେ ସ୍ଥିତି ସାଂଘାତିକ।…

କଟକରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି

କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ରାଉସପାଟଣାର ୫ ଜଣ।…

ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…

୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri