ଭିକ୍ଷା ମାଗି ଲକ୍ଷେ ଦାନ
ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ ସେ ଆଶା ହରାଇ ନାହାନ୍ତି। ଜୀବନ ଯୁଦ୍ଧରେ ଯୋଦ୍ଧାଟିଏ ସାଜି ଜାରି ରଖିଛନ୍ତି…
ଖାକିକୁ କରୋନା ଚିନ୍ତା: ଭୟ, ଆଶଙ୍କାରେ ସାହସୀ ଯୋଦ୍ଧା
ଭୁବନେଶ୍ୱର,୧୯। ୭ (ବ୍ୟୁରୋ):କରୋନା ଲଢ଼େଇରେ ପ୍ରମୁଖ ଭୂମିକା ନେଉଛନ୍ତି ପୋଲିସ କର୍ମଚାରୀ। ଏମାନଙ୍କୁ ସାହସୀ ଯୋଦ୍ଧା କୁହାଯାଉଛି। ବିଶେଷକରି ରାଜଧାନୀରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କର ଗୁରୁଦାୟିତ୍ୱ ରହୁଛି। ହେଲେ ଏଠାରେ ବଢ଼ି ଚାଲିଥିବା ସଂକ୍ରମଣକୁ ନେଇ ପୋଲିସ କର୍ମଚାରୀ ମଧ୍ୟ ଭୟଭୀତ…
ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା
ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଟପିବାର ଆଶଙ୍କା…
କୋଭିଡ୍ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ
ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ ଭୁଲି କରୋନା ବିରୋଧରେ ସଂଗ୍ରାମ ଚଳାଇଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ପ୍ରତି ଅଣଦେଖା…
୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ
ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଆମେରିକାରେ ୭୧ ହଜାର ୪୮୪ ଜଣ, ବ୍ରାଜିଲ୍ରେ…
ସାଇବର ଅପରାଧୀଙ୍କ ଟାର୍ଗେଟ୍ ମହିଳା
ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନାଜନିତ ଲକ୍ଡାଉନ୍ ସମୟରେ ରାଜ୍ୟରେ ମହିଳା ବିରୋଧୀ ହିଂସା ବୃଦ୍ଧିପାଇଛି। କେବଳ ଘରୋଇ ହିଂସା କି ବଳାତ୍କାର, ନିର୍ଯାତନା ନୁହେଁ, ମହିଳା ବିରୋଧୀ ସାଇବର ଆପରାଧିକ ମାମଲା ଏବେ ଶୀର୍ଷରେ ପହଞ୍ଚତ୍ଛି। ଲୋକେ ଘରେ ରହୁଥିବାରୁ ଅଧିକାଂଶ ସମୟ ଇଣ୍ଟରନେଟ୍ରେ…
ଶେଷବର୍ଷ ପରୀକ୍ଷା ବାତିଲ ଦାବି
ମୁମ୍ବାଇ,୧୯।୭: ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଶେଷବର୍ଷର ପରୀକ୍ଷା ସେପ୍ଟେମ୍ବରରେ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ଏହାକୁ ଶିବସେନା ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏନେଇ ଯୁବମୋର୍ଚ୍ଚା ପକ୍ଷରୁ ସୁପ୍ରିମକୋର୍ଟରେ ରିଟ୍ ପିଟିଶନ ଦାଖଲ କରାଯାଇଛି।…
କୃଷିକୁ ଅବଦାନ ପାଇଁ ୩ ଓଡ଼ିଆ ପୁରସ୍କୃତ
ନୂଆଦିଲ୍ଲୀ,୧୯ା୭: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ୩ ଜଣ ଓଡ଼ିଆଙ୍କୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପୁରସ୍କୃତ କରିଛନ୍ତି। ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର୍)ର ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯାଇଛି।…
ପାଠପଢ଼ା ଛାଡ଼ିବେ ୪୩% ଦିବ୍ୟାଙ୍ଗ
ନୂଆଦିଲ୍ଲୀ,୧୯ା୭(ପି.ଟି.): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଶିକ୍ଷାଦାନ ଗୁରୁତର ପ୍ରଭାବିତ ହୋଇଛି। ଭାରତରେ ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଅନ୍ଲାଇନ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ତେବେ ଏଥିରେ ସମସ୍ୟାର ସମ୍ମୁଖୀନ ହେଉଥିବା ଯୋଗୁ ୪୩ ପ୍ରତିଶତ ଦିବ୍ୟାଙ୍ଗ…
ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ
ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍ଏ) ଅନୁଭବ କରୁଛି। କରୋନା ସଂକ୍ରମଣ ଏବେ ବିସ୍ଫୋରକ ରୂପ ଧାରଣ କଲାଣି ବୋଲି ଆଇଏମ୍ଏ ହସ୍ପିଟାଲ ବୋର୍ଡ…
ରାଜ୍ୟପାଳଙ୍କୁ ଭେଟିଲେ ଗେହଲଟ
ଜୟପୁର,୧୯ା୭: ରାଜସ୍ଥାନ କଂଗ୍ରେସ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଥିବା ଆଞ୍ଚଳିକ ଦଳର ୨ ବିଧାୟକ ପୁଣିଥରେ ସମର୍ଥନ ଜଣାଇବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶନିବାର ସନ୍ଧ୍ୟାରେ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଛନ୍ତି। ଏହା ସୌଜନ୍ୟମୂଳକ ସାକ୍ଷାତ୍ ଥିଲା ବୋଲି ଗେହଲଟ…
ସେନା ପ୍ରତ୍ୟାହାରରେ ସାଲିସ୍ ନାହିଁ
ନୂଆଦିଲ୍ଲୀ,୧୯ା୭: ଚାଇନା ସୈନ୍ୟମାନେ ତୁରନ୍ତ ପଙ୍ଗଓଙ୍ଗ ସୋ ଅଞ୍ଚଳ ଖାଲି କରନ୍ତୁ ଓ ମେ’ ୫ ପୂର୍ବ ସ୍ଥିତାବସ୍ଥା ଫେରାଇ ଆଣନ୍ତୁ। ଦୁଇଦେଶର ସେନା କମାଣ୍ଡର ସ୍ତରୀୟ ଶେଷ ପର୍ଯ୍ୟାୟ ଆଲୋଚନାବେଳେ ଭାରତ ପକ୍ଷରୁ ଚାଇନକୁ ରୋକ୍ଠୋକ୍ ଶୁଣାଇ ଦିଆଯାଇଛି। ଚାଇନାର…
Archives


