ରୋହିତ ଶର୍ମାଙ୍କ ସମେତ ୫ ଜଣଙ୍କୁ ଖେଳରତ୍ନ, ଦୂତୀଙ୍କୁ ଅର୍ଜୁନ ପୁରସ୍କାର
ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଚଳିତ ବର୍ଷ ପାଇଁ ଜାତୀୟ କ୍ରୀଡା ପୁରସ୍କାର ଘୋଷଣା କରାଯାଇଛି। ଆଥଲେଟ ଦୂତୀ ଚାନ୍ଦ ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଦୂତୀ ଚାନ୍ଦଙ୍କ ସହ ୨୭ ଜଣ ଖେଳାଳି ଅର୍ଜୁନ ପୁରସ୍କାର ପାଇବେ। ସେହିପରି ୫ କ୍ରୀଡାବିତ୍ ପାଇବେ…
ମୂଷା ପାଇଁ ଘଟିଲା ଅଗ୍ନିକାଣ୍ଡ: ଜଳିଗଲା କୋଟିଏ ଟଙ୍କାର ସମ୍ପତ୍ତି
ମୂଷା ଦ୍ୱାରା କ୍ଷତି ହେବା ସାଧାରଣ କଥା। ସେଥିପାଇଁ ମୂଷାକୁ ଧରିବା ପାଇଁ ଲୋକେ ଯନ୍ତା ବସାଇଥାନ୍ତି। କିନ୍ତୁ ନିକଟରେ ଗୋଟିଏ ମୂଷା ଏଭଳି ବଡ଼ ଧରଣର ଦୁର୍ଘଟଣା ଘଟାଇଛି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ଘଟଣାଟି ହେଉଛି ଗତ ଫେବୃୟାରୀ…
ଜିନିଷ କିଣିବାର ୨୪ ଘଣ୍ଟା ମଧ୍ୟରେ କରୋନା ପଜିଟିଭ ଜଣାପଡ଼ିଲେ ୫୦ ହଜାର ଟଙ୍କାର କ୍ୟାଶବ୍ୟାକ୍: ଏଭଳି ଅଫର ଦେଇ ଦୋକାନ ସିଲ୍
ବ୍ୟବସାୟୀମାନେ ନିଜର ଲାଭ ପାଇଁ କିଛି ବି କରିପାରନ୍ତି। କରୋନା ସମୟରେ କେରଳର ଜଣେ ଦୋକାନୀ ନିଜ ବ୍ୟବସାୟ ପାଇଁ ଏକ ଅଦ୍ଭୁତ ଅଭିନବ ଅଫର୍ ଦେଇଛନ୍ତି। ଅଫର୍ର ବିଜ୍ଞାପନ ଅନୁଯାୟୀ, ତାଙ୍କ ଦୋକାନରୁ ଜିନିଷ ନେବାର ୨୪ ଘଣ୍ଟା ମଧ୍ୟରେ…
ଦୂତି ପାଇବେ ଅର୍ଜୁନ ପୁରସ୍କାର
ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଆଥଲେଟ ଦୂତି ଚାନ୍ଦ ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଦୂତି ଚାନ୍ଦଙ୍କ ସହ ୨୭ ଜଣ ଖେଳାଳି ଅର୍ଜୁନ ପୁରସ୍କାର ପାଇବେ। ଏ ନେଇ କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି।
ଅଫିସ ଯିବା ପାଇଁ ରେଡ୍ଡି ହେଲେ ୨ ଓରାଙ୍ଗଓଟାନ: ଭିଡିଓ ହେଲା ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଦୁଇ ଓରାଙ୍ଗଓଟାନ ବାଥରୁମରେ ଗାଧୋଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ୨ ଓରାଙ୍ଗଓଟାନ ଡ୍ରେସ…
ବିହାର ନିର୍ବାଚନ ପାଇଁ ନୂଆ ଗାଇଡଲାଇନ ଜାରି କଲେ ନିର୍ବାଚନ କମିଶନ
ପାଟନା,୨୧।୮: କରୋନା ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ବିହାର ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ କମିଶନ ଏକ ନୂଆ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଅନୁସାରେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନେ…
ଶ୍ରୀଶୈଳମ ହାଇଡାଲ ପାଓ୍ବାର ପ୍ଲାଣ୍ଟରେ ଅଗ୍ନିକାଣ୍ଡ
ହାଇଦ୍ରାବାଦ,୨୧।୮: ତେଲେଙ୍ଗାନାର ଶ୍ରୀଶୈଲମ ହାଇଡାଲ ପାଓ୍ବାର ପ୍ଲାଣ୍ଟରେ ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ନିଖୋଜ ଅଛନ୍ତି। ପାଓ୍ବାର ପ୍ଲାଣ୍ଟରେ ୯ଜଣ ଶ୍ରମିକ ଥିଲେ ବୋଲି କୁହାଯାଉଛି। ଗୁରୁବାର ରାତିରେ ତେଲେଙ୍ଗାନାର ନଗରକୁର୍ନଲ ଜିଲା ଅନ୍ତର୍ଗତ…
ଏହିସବୁ ଧାତୁରେ କରନ୍ତୁ ଗଣେଶଙ୍କୁ ପୂଜାର୍ଚ୍ଚନା, ଚମକିବ ଭାଗ୍ୟ
ଗଣେଶ ପୂଜା ଆସନ୍ତାକାଲି ଅର୍ଥାତ୍ ଶନିବାର ପଡୁଛି। ତେବେ ଏହି ପୂଜାରେ ଅନେକ ଧାତୁର ବାସନକୁସନ ବ୍ୟବହାର କରାଯାଏ। ଯଥା ଥାଳି, ଢାଳ, ଦୀପ, କଳସ, ଘଣ୍ଟି ଇତ୍ୟାଦି। ଏହି ସମସ୍ତ ଧାତୁ ବିଷୟରେ ବିଶେଷ ଧ୍ୟାନ ରଖି ଗଣେଶଙ୍କୁ ପୂଜାର୍ଚ୍ଚନା…
ପ୍ରାଗ୍ ଓପନ୍ରେ ଭାରତୀୟ ଅଭିଯାନ ଶେଷ
ପ୍ରାଗ୍,୨୧।୮(ପି.ଟି.): ଏଠାରେ ଚାଲିଥିବା ଏଟିପି ଚ୍ୟାଲେଞ୍ଜର ପ୍ରାଗ୍ ଓପନ୍ରେ ଭାରତୀୟ ଅଭିଯାନ ଶେଷ ହୋଇଛି। ଡବଲ୍ସ ଇଭେଣ୍ଟରେ ସବୁ ୩ ଭାରତୀୟ ଖେଳାଳି ପରାଜୟ ବରଣ କରିବା ପରେ ଏହା ସ୍ପଷ୍ଟ ହୋଇଛି। ଟପ୍ ସିଡ୍ ଖେଳାଳି ଦିଭିଜ୍ ଶରଣ ଓ…
ସର୍ବସାଧାରଣଙ୍କ ପାଇଁ କାଚରେ ତିଆରି ହେଲା ଶୌଚାଳୟ: ଏହାର ଉଦ୍ଦେଶ୍ୟ ଜାଣିଲେ କରିବେ ପ୍ରଶଂସା
ନିଜର ଉନ୍ନତମାନର ଏବଂ ଜ୍ଞାନ କୌଶଳ ପାଇଁ ସାରା ବିଶ୍ୱରେ ପରିଚିତ ଜାପାନ। ଏବେ ସେ ଏମିତି ଏକ ଶୌଚାଳୟ ତିଆରି କରିଛି, ଯାହା ବିଷୟରେ ଜାଣିବା ପରେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଜାପାନର ରାଜଧାନୀ ଟୋକିଓସ୍ଥିତ ଏକ ପାର୍କରେ…
ହକି ଇଣ୍ଡିଆ ହାଇ ପରଫର୍ମାନ୍ସ ଡାଇରେକ୍ଟରଙ୍କ ଇସ୍ତଫା
ନୂଆଦିଲ୍ଲୀ,୨୧।୮(ପି.ଟି.): ହକି ଇଣ୍ଡିଆ (ଏଚ୍ଆଇ) ହାଇ ପରଫର୍ମାନ୍ସ ଡାଇରେକ୍ଟର ଡେଭିଡ୍ ଜନ୍ ତାଙ୍କ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବ୍ୟକ୍ତିଗତ ଓ ସ୍ବାସ୍ଥ୍ୟଗତ କାରଣରୁ ସେ ପଦ ଛାଡିଛନ୍ତି ଓ ସେ ଅଷ୍ଟ୍ରେଲିଆ ପ୍ରତ୍ୟାବର୍ତ୍ତନ କରିବାକୁ ମନସ୍ଥ କରିଛନ୍ତି ବୋଲି…
ରାଇନାଙ୍କୁ ମୋଦିଙ୍କ ଚିଠି: ‘ଯୁବକ ହୋଇଥବାରୁ ଅବସର ଶବ୍ଦ ବ୍ୟବହାର କରିବାକୁ ଚାହେଁନି’
ନୂଆଦିଲ୍ଲୀ,୨୧॥୮(ପି.ଟି.): ଗୁରୁ ମହେନ୍ଦ୍ର ସିଂ ଧୋନୀ ସ୍ବାଧୀନତା ଦିବସ ଅଗଷ୍ଟ ୧୫ ତାରିଖରେ ଅବସର ଘୋଷଣା କରିବାର କିଛି ସମୟ ପରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ସୁରେଶ ରାଇନା ମଧ୍ୟ ତାଙ୍କ ପଦାନୁସରଣ କରି ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଥିଲେ। ଏବେ ପ୍ରଧାନମନ୍ତ୍ରୀ…
Archives


