Home

ଟିକ୍‌ଟକ୍‌ ବିରୋଧରେ ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ୍‌ରେ ଟ୍ରମ୍ପ୍‌ଙ୍କ ଆଡ୍‌ କ୍ୟାମ୍ପେନ୍‌

ଓ୍ବାଶିଂଟନ, ୧୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌ ବିରୋଧରେ ଫେସ୍‌ବୁକ୍‌ ଏବଂ ଇନଷ୍ଟାଗ୍ରାମ୍‌ରେ ଆଡ୍‌ କ୍ୟାମ୍ପେନ୍‌ ଆରମ୍ଭ କରିଛନ୍ତି। ଏହି ଆପ୍‌ ଆମେରିକା ନାଗରିକଙ୍କ ଗୁପ୍ତ ତଥ୍ୟ ଚୋରି କରୁଥିବା କୁହାଯାଉଛି। କିଛି ଦିନ…

ଝାରସୁଗୁଡାରେ ୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଝାରସୁଗୁଡା ଅଫିସ,୧୮।୭: ଝାରସୁଗୁଡା ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ସହ ଟପିଲାଣି। ଶନିବାର ପୁଣି ୫ ଜଣ ବ୍ୟକ୍ତିଙ୍କୁ କରୋନା ପଜିଟିଭ ଥିବା ଜଣାପଡିଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ…

ବଲିଉଡ୍‌ ପୂର୍ବରୁ ଏହି ଅଭିନେତ୍ରୀମାନେ ସାଉଥ୍‌ ପିଲ୍ମରୁ ଆରମ୍ଭ କରିଥିଲେ ନିଜର କ୍ୟାରିୟର

ମୁମ୍ବାଇ: ବଲିଉଡର ଏକ ନମ୍ବର ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଗଣାଯାଏ। ସେମାନେ ବଲିଉଡ୍‌ରେ ଏକାଧିକ ହିଟ୍‌ ଫିଲ୍ମରେ ଅଭିନୟ କରିସାରିଚନ୍ତି। ସେହିପରି ୮୦ଦଶକର ଜଣାଶୁଣା ଅଭିନେତ୍ରୀ ହେମା ମାଳିନୀ ଓ ଶ୍ରୀଦେବୀ ମଧ୍ୟ…

ସୁଶାନ୍ତଙ୍କ ମୃତ୍ୟୁର କାରଣ ଜଣା ନ ପଡ଼ିଲେ ପଦ୍ମଶ୍ରୀ ଫେରାଇବେ କଙ୍ଗନା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ରାଣାଓ୍ବତ ବଲିଉଡ୍‌ର ବଡ ବଡ଼ ନିର୍ଦ୍ଦେଶକ ତଥା ନିର୍ମାତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବଲିଉଡ୍‌ରେ ନେପୋଟିଜିମ୍‌ ପାଇଁ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଏବେ ପୁଣିଥରେ ସେ…

ବଡ଼ ପରଦାରେ ମମତା କୁଲକର୍ଣ୍ଣିଙ୍କ ଜୀବନୀ

ବଲିଉଡ୍‌ର ନବେ ଦଶକର ଚର୍ଚ୍ଚିତ ଅଭିନେତ୍ରୀ ମମତା କୁଲକର୍ଣ୍ଣିଙ୍କ ଜୀବନୀ ଏବେ ବଡ଼ ପରଦାରେ ଦେଖିବାକୁ ମିଳିବ। ତାଙ୍କ ଜୀବନୀ ଉପରେ ଆଧାରିତ ବିଲାଲ ସିଦ୍ଦିକିଙ୍କ ପୁସ୍ତକ ‘ଦ ଷ୍ଟାରଡଷ୍ଟ ଆଫେୟାର’ କୁ ନେଇ ନନେଇ ନୀଖିଲ ଫିଲ୍ମ ନିର୍ମାଣ କରିବାକୁ…

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ପୂର୍ବାନୁମାନ କରାଯାଇଛି। ପୂର୍ବରୁ କେରଳର ଡାଟା ବିଶେଷଜ୍ଞ ଜେମ୍ସ୍‌ ଓ୍ବିଲସନ୍‌…

କରୋନା ସଂକ୍ରମଣ: ଶିଶୁଙ୍କ ସୁସ୍ଥତା ହାର ଶହେ ପ୍ରତିଶତ!

ଭୋପାଳ,୧୮।୭: କରୋନା ସଂକ୍ରମଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହା କବଳରେ ଛୋଟଠାରୁ ବଡ ସମସ୍ତେ ପଡି ଯାଉଥିବା ବେଳେ କରୋନା ଏବେ ସମସ୍ତଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ନିକଟରେ ଦେଖାଯାଇଛି ଭୋପାଳରେ ଜୁଲାଇ ମାସଠାରୁ ସଂକ୍ରମିତଙ୍କ…

ଘରୋଇ ହସ୍ପିଟାଲ, କ୍ଲିନିକ୍‌କୁ ଚେତାବନୀ: ଚିକିତ୍ସା ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅଧିକାଂଶ ସ୍ଥାନରେ ସାଧାରଣ ରୋଗୀଙ୍କୁ କରୋନା ରୋଗୀଭାବି ଚିକିତ୍ସା କରାଯାଉ ନାହିଁ। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟର ଘରୋଇ ହସ୍ପିଟାଲ ଓ…

ମହାରାଷ୍ଟ୍ର ପାଠ୍ୟକ୍ରମରେ ବଡ଼ ଭୁଲ: ବଦଳାଇ ଦିଆଯାଇଛି ବିପ୍ଲବୀ ସୁଖଦେବଙ୍କ ନାଁ

ମୁମ୍ବାଇ, ୧୮ା୭: ମହାରାଷ୍ଟ୍ରରେ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ ଶିକ୍ଷା ଦିଆଯାଉଥିବା ପାଠ୍ୟକ୍ରମରେ ଏକ ବଡ଼ ଭୁଲ ସାମ୍ନାକୁ ଆସିଛି। ଅଷ୍ଟମ ଶ୍ରେଣୀର ମରାଠୀ ବାଲ ଭାରତୀ ପୁସ୍ତକରେ ବିପ୍ଲବୀ ସୁଖଦେବଙ୍କ ସ୍ଥାନରେ କୁର୍ବାନ ହୁସେନଙ୍କ ନାମ ଛପା ହୋଇଥିବା ଦେଖିବାକୁ ମିଳିଛି।…

୧୦ ଲକ୍ଷ ଟପିଲା ଭାରତ

ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ ଛୁଇଁଛି। ଗତ ୨୪…

ବରଗଡ଼ରୁ ୩୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୪୫ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୭: ବରଗଡ଼ ଜିଲାରେ ଶନିବାର ପୁଣି ୩୫ଜଣ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ହୋଇଥିବାବେଳେ ଅନ୍ୟ ଜଣକ ପାଇକମାଲ ବ୍ଲକ ଅନ୍ତର୍ଗତ ସରେଇକେଲା ଗ୍ରାମର ବୋଲି ଜଣାପଡ଼ିଛି।…

ବାବା ଅମରନାଥଙ୍କ ଆଶିଷ ଭିକ୍ଷା କଲେ ପ୍ରତିରକ୍ଷା ମନ୍ତ୍ରୀ

ଜମ୍ମୁ,୧୮।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଦୁଇ ଦିନିଆ ଜମ୍ମୁ-କଶ୍ମୀର ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ପ୍ରତିରକ୍ଷାମନ୍ତ୍ରୀ ପ୍ରଥମେ ବାବା ଅମରନାଥଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଉପରାଜ୍ୟପାଳ ଗିରିଶ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାସହ ସେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri