ପୁଣି ସଂଘର୍ଷ ଆଶଙ୍କା: ଡେପସାଙ୍ଗ୍ ଉପରେ ଚାଇନା ଆଖି
ଲଦାଖ, ୧୮।୭: ଭାରତ ଚାଇନା ମଧ୍ୟରେ ଲଦାଖ ସ୍ଥିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି)ର ଗଲଓ୍ବାନ ଘାଟିରେ ହିଂସ୍ରକ ସଂଘର୍ଷ ଘଟିବା ପରେ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ୪ ଥର କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ଏପରି ସ୍ଥଳେ ଚାଇନା…
ପୋଲିସ ବାବୁଙ୍କୁ ଚଟକଣା ମାରିଲେ ବାଲି ମାଫିଆ
ଭୋପାଳ, ୧୮।୭: ମଧ୍ୟପ୍ରଦେଶରେ ଆଇନଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପନ୍ନ ହେବାରେ ଲାଗିଛି। ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ ନ ଥିବା ଦେଖିବାକୁ ମିଳୁଛି। ଏବେ ଏସମ୍ପର୍କିତ ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ବାଲି…
ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟଜଣକ…
CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
ଶୋପିଆନ୍ରେ ଏନ୍କାଉଣ୍ଟର: ୪ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍ ଜିଲାର ଆମ୍ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସର୍ଚ୍ଚ ଅପରେଶନ୍ରେ ୬୨-ଆର୍ଆର୍, ସିଆର୍ପିଏଫ୍ ଏବଂ ଜମ୍ମୁ-କଶ୍ମୀର…
ମିଷ୍ଟର ଇଣ୍ଡିଆ ପ୍ରତଯୋଗିତାରେ ଜୟପୁରର ଶ୍ରୀଧର
ଜୟପୁର,୧୮ା୭(ନି.ପ୍ର.): ଜାତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଓଡ଼ିଆ ଝିଅପୁଅଙ୍କ ଅଂଶଗ୍ରହଣ କିଛି କମ୍ ନୁହେଁ। ନିକଟରେ ଜିରୋନ ପ୍ରଡକ୍ସନ ହାଉସ ପ୍ରସ୍ତୁତ ମିଷ୍ଟର ଏବଂ ମିସ୍ ଇଣ୍ଡିଆ-୨୦୨୦ର ସିଜନ-୨ ପ୍ରତିଯୋଗିତାର ସେମି ଫାଇନାଲକୁ ଉନ୍ନୀତ ହୋଇଥିଲେ କୋରାପୁଟ ଜିଲାର ଦୀପ୍ତିରାଣୀ। ଏବେ…
ଏକେ-୪୭ ରାଇଫଲ ଦିଅ ୨ ଗାଈ ନିଅ
ଆବୁଜା, ୧୮।୭: ନାଇଜେରିଆରେ ସରକାର ଏକ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ଏହି ଯୋଜନା ଅନୁସାରେ ଦେଶରେ ଥିବା ଡକାୟତଙ୍କୁ ସମାଜର ମୁଖ୍ୟଧାରାରେ ପୁଣି ସାମିଲ୍ କରାଇବାର ଉଦ୍ୟମ ହେଉଛି। ଆତ୍ମସମର୍ପଣ କରୁଥିବା ଡକାୟତଙ୍କୁ ଏକେ-୪୭ ରାଇଫଲ ବଦଳରେ ୨ଟି ଗାଈ…
୫ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍ ଦେଲେ ରାଜ୍ୟରେ ବର୍ଷାର ସୂଚନା ନାହିଁ। ପାଣିପାଗ ବିଭାଗ ଅନୁଯାୟୀ ରାଜ୍ୟରେ ଜୁନ୍ ପହିଲାରୁ ଜୁଲାଇ…
କୋଭିଡ୍ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ ନୂଆ…
କ୍ୱାରାଣ୍ଟାଇନ୍ରେ ୩୧.୬ ଲକ୍ଷ
ନୂଆଦିଲ୍ଲୀ,୧୮।୭: ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଦେଶରେ ୧୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ୨୫,୬୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଲେଣି। ଏପର୍ଯ୍ୟନ୍ତ ୩୧.୬ ଲକ୍ଷ ଲୋକ ଭାରତରେ କ୍ୱାରାଣ୍ଟାଇନ୍ରେ ଥିବା ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଉତ୍ତରପ୍ରଦେଶ (ୟୁପି)ରେ…
ସଂଶୋଧିତ ଗାଇଡ୍ଲାଇନ ଜାରି
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ…
କରୋନା ଶିଖାଇଲା ପରିଶ୍ରମ
ବୈପାରୀଗୁଡା,୧୮ା୭ (ଡି.ଏନ୍.ଏ.): ପରିସ୍ଥିତି ମଣିଷକୁ ବଦଳାଇଦିଏ। ତା’ର ସ୍ବଭାବ ଓ ଆଚରଣରେ ପରିବର୍ତ୍ତନ କରେ। ବର୍ତ୍ତମାନ ମହାମାରୀ ସମୟରେ ଏପରି କିଛି ପରିବର୍ତ୍ତନ ଦେଖାଦେଇଛି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର କେତେଜଣ ଭିକ୍ଷାବୃତ୍ତି କରି ଚଳୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ। ସେମାନେ ନିଜ…
Archives


