Home

ଲଣ୍ଡା ଟେଷ୍ଟ କ୍ରିକେଟ ଟିମ୍‌ରେ ନାହାନ୍ତି ବିରେନ୍ଦ୍ର ସେହ୍ବାଗ

ଲକ୍‌ଡାଉନ ଯୋଗୁ ଏବେ କୌଣସି କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏଥିପାଇଁ କ୍ରିକେଟରମାନେ ଘରେ ରହି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କିଛି ଖେଳାଳି ମଜାଦାର ଭିଡିଓ ଏବଂ ଫଟୋ ଶେୟାର କରି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ…

ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇ୍‌ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ଟୁଇ୍‌ଟରେ…

ରାତାରାତି ଲୋନାର ହ୍ରଦ ପାଣିର ରଙ୍ଗ ପାଲଟିଲା ଗୋଲାପି

ଔରଙ୍ଗାବାଦ, ୧୧।୬: ମହାରାଷ୍ଟ୍ର ବୁଲଧାନା ଜିଲାରେ ଥିବା ଲୋନାର ହ୍ରଦର ପାଣିର ରଙ୍ଗ ରାତାରାତି ଗୋଲାପି ରଙ୍ଗ ପାଲଟି ଯାଇଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହା କିପରି ହେଲା ସେ ନାନା କଳ୍ପାନ ଜଳ୍ପନା ପ୍ରକାଶ…

ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି। ନିକଟରେ ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ଶୁଟିଂ କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନୁମତି ମିଳିବା…

କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ ପାଇ ବହୁ ସମସ୍ୟାରେ ରହୁଥିବା ବେଳେ ଆର୍ଥିକ ସହାୟତା ଦେବା ପରିବର୍ତ୍ତେ ନାମ ପଞ୍ଜୀକରଣ…

ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା

ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି ସମସ୍ୟାକୁ ଅଣଦେଖା କରି ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କରିଛି। ରାଷ୍ଟ୍ରପତି…

ପିତାଙ୍କ ବାଓପିକ୍‌ରେ ନଜର ଆସିବେ ଏହି କ୍ରିକେଟରଙ୍କ ଝିଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କୁ ଭୂମିକାରେ…

ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ର ଆଉ ୫୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍‌ଡିଆର୍‌ଏଫ୍‌ ଯବାନ ଓ ୧୨ ଜଣ ଅଗ୍ନିଶମ…

ପରଲୋକରେ ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତି

ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ…

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ ସୁଯୋଗ ଆଣିଦେଇଛି। ସାମ୍ପ୍ରତିକ ମହାମାରୀ ସମୟ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସଙ୍କଟଜନକ…

ମୟୁରଭଞ୍ଜରେ ୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଛୁଇଁଲା

ବାରିପଦା ଅଫିସ୍‌,୧୧।୬: ମୟୁରଭଞ୍ଜ ଜିଲାରେ ଗୁରୁବାର ୯ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨କୁ ବୃ୍‌ଦ୍ଧି ପାଇଛି। ଗୋପବନ୍ଧୁନଗର, ବାଙ୍ଗିରିପୋଷି, ଉଦଳା, ବେତନଟୀ, ମୋରଡା ବ୍ଲକରୁ ଜଣେ ଲେଖାଏ ଆକ୍ରାନ୍ତ ହୋଇଥିବାବେଳେ ଆଉ…

କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ ଫେରିଥିବାବେଳେ ୨୮ ବର୍ଷୀୟ ଯୁବକ ଜଣକ କୋଲକାତାରୁ ଫେରିଥିଲେ। ଏମାନେ ଫେରିବା ଦିନରୁ ସଙ୍ଗରୋଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri