Home

ଜାଣନ୍ତି ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା କାହିଁକି

କେବେ ଏରୋପ୍ଲେନ୍‌ରେ ଯାତ୍ରା କରିଛନ୍ତି କି? ଯଦି ହଁ ତେବେ ନିଶ୍ଚିତ ଦେଖିଥିବେ ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା। ମନକୁ ବହୁବାର ପ୍ରଶ୍ନ ମଧ୍ୟ ଆସିଥିବ କ’ଣ ପାଇଁ ଏରୋପ୍ଲେନ୍‌ର ରଙ୍ଗ କଳା, ନୀଳ, ହଳଦିଆ ନ ହୋଇ ଧଳା ହୋଇଛି।…

ଲେଜର ଗାଇଡେଡ୍‌ ଆଣ୍ଟି ଟ୍ୟାଙ୍କ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୨୩।୯: ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ) ପକ୍ଷରୁ ବୁଧବାର ସଫଳତାର ସହିତ ଲେଜର ଗାଇଡେଡ୍‌ ଆଣ୍ଟି ଟ୍ୟାଙ୍କ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆର୍‌ଡିଓକୁ ପ୍ରଶଂସା କରିଛନ୍ତି। ମହାରାଷ୍ଟ୍ରର ଅହମେଦନଗର ସ୍ଥିତ…

ଟାଇମ୍‌ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଏହି ଲୋକପ୍ରିୟ ଅଭିନେତା

ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ଟାଇମ୍‌ ପତ୍ରିକାର ୧୦୦ ଜଣ ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। କେବଳ ସେତିକି ନୁହେଁ ଏହି ତାଲିକାରେ ସ୍ଥାନ ପାଇଥିବା ସେ ହେଉଛନ୍ତି ଏକମାତ୍ର ଭାରତୀୟ ଅଭିନେତା।…

ବରଗଡ଼ରେ ପୁଣି ୧୨୧ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୦ ଟପିଲା

ବରଗଡ଼ ଅଫିସ,୨୩ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୧୨୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୧୬, ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୧୩, ଭେଡେନ ବ୍ଲକର…

କରୋନା ମହାମାରୀକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କଲେ ଟ୍ରମ୍ପ୍‌

ଜେନେଭା, ୨୩।୯: କରୋନା ମହାମାରୀଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କରିଛନ୍ତି। ଜାତିସଂଘର ୭୫ ବର୍ଷପୂର୍ତ୍ତି ପାଳନ ଅବସରରେ ଟ୍ରମ୍ପ୍‌ ଏଭଳି କହିଛନ୍ତି। କରୋନା ମହାମାରୀ ଯୋଗୁ ପୃଥିବୀର ୧୮୮ଟି ଦେଶରେ ଆତଙ୍କ ଦେଖାଦେଇଛି ବୋଲି…

କୋରାପୁଟରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୮୯

କୋରାପୁଟ,୨୩ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ପୁଣି ୮୯ ଜଣ କରୋନାରେ ସଂକ୍ରମିତ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୬୫୨କୁ ବୃଦ୍ଧିପାଇଛି। ଚିହ୍ନଟ ୮୯ ଜଣଙ୍କ ମଧ୍ୟରେ ୬୩ ଜଣ ପୁରୁଷ…

ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ…

ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର…

ପ୍ରାକୃତିକ ସୁଇମିଂ ପୁଲ୍, ଏଥିରେ ବ୍ୟବହାର ହୋଇନି ରାସାୟନିକ ପଦାର୍ଥ

ସମସ୍ତଙ୍କର ସ୍ବପ୍ନ ଥାଏ ନିଜ ଘର ସବୁଠୁ ସୁନ୍ଦର ହେଉ। ଘର ନିକଟରେ ବଗିଚା, ସୁଇମିଂ ପୁଲ୍‌ ଆଦି ରହି ଶୋଭାବର୍ଦ୍ଧନ କରୁ। ଖାସ୍‌ ଏଥିପାଇଁ ତ ଲୋକେ ସ୍ବପ୍ନର ଘରଟିଏ ପାଇଁ ଜୀବନସାରା ରୋଜଗାର କରିଥିବା ଟଙ୍କା ଏଥିରେ ହିଁ…

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ପ୍ରଥମେ ନେଗେଟିଭ, ପରେ ପଜିଟିଭ

ବାରଙ୍ଗ,୨୩।୯(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଦାଢ଼ା ପଞ୍ଚାୟତ ଅଧୀନ ବଡ଼ବାଲିପଡ଼ା ଗ୍ରାମର ଗୋଟିଏ ପରିବାର କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ସହଯୋଗ ମିଳୁ ନ ଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ପରିବାରର କିଶୋର ରାଉତ କରିଥିବା ଏକ ଭିଡିଓ…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦେହଜୀବୀଙ୍କୁ ଆର୍ଥିକ ସହାୟତା ଦିଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବା ସହ ଖାଦ୍ୟସାମଗ୍ରୀ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଦ୍ରବ୍ୟ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ଏଲ୍‌ଏସିରେ ଚାଇନାର ସମରସଜ୍ଜା: ୩ ଏୟାର ବେସ୍‌, ୫ ହେଲିପୋର୍ଟ ନିର୍ମାଣ

ନୂଆଦିଲ୍ଲୀ, ୨୩।୯: ଏଲ୍‌ଏସିରେ ଚାଇନା ସମରସଜ୍ଜା ଜାରି ରଖିଛି। ଏଠାରେ ଚାଇନା ୩ଟି ଏୟାର ବେସ୍‌ ଏବଂ ୫ଟି ହେଲିପୋର୍ଟ ନିର୍ମାଣ କରିଛି। ଏସମ୍ପର୍କିତ ରିପୋର୍ଟ ଅନ୍ତର୍ଜାତୀୟ ଏଜେନ୍ସି ଷ୍ଟ୍ରାଟ୍‌ଫର ପକ୍ଷରୁ ଜାରି ହୋଇଛି। ଏଥିରେ ଦର୍ଶାଯାଇଛି ଯେ, ୨୦୧୭ରେ ଡୋକଲାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?