Home

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଜିଲାରୁ ସର୍ବାଧିକ ୯୮ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି, ଜଗତସିଂହପୁରରୁ ୧୭ ଜଣ ଲେଖାଏଁ ସୁସ୍ଥ…

କଂଗ୍ରେସର ଲଢ଼େଇ ଏଭଳି ଚିନ୍ତାଧାରା, ଅନ୍ୟାୟ ବିରୋଧରେ: ରାହୁଲ

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଗୁନା ଜିଲାରେ ଏକ ଜମିକୁ ଖାଲି କରିବାକୁ ଯାଇଥିବା ପୋଲିସର ବର୍ବରକାଣ୍ଡକୁ ନେଇ ଚାରିଆଡୁ ପ୍ରତିକ୍ରିୟା ମିଳୁଛି। ଏହି କ୍ରମରେ କଂଗ୍ରେସର ପୂର୍ବ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜର ମତ ରଖିଛନ୍ତି। ତାଙ୍କର ଲଢ଼େଇ ଏଭଳି ଚିନ୍ତାଧାରା ଏବଂ…

ବିନା ଟାୟାରରେ ଚଲାଇଲେ କାର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଡ୍ରାଇଭିଂ ଶିଖୁଥିଲେ ଟାୟାର ବଦଳାଇବା ମଧ୍ୟ ଶିଖିଯାଆନ୍ତୁ। ନ ହେଲେ ଭବିଷ୍ୟତରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଏମିତି କିଛି ମେଲବର୍ଣ୍ଣର ଜଣେ ଯୁବକଙ୍କ ସହ ଘଟିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଜୁଲାଇ ୧୪ରେ ୟାରା ରୋଡ୍‌ରେ ଏକ କାର ଯୋଗୁ ରାସ୍ତା…

ଧକ୍‌ ଧକ୍‌ ଗର୍ଲ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ: ମୁମ୍ବାଇ ଘରକୁ ଦେଖିଲେ ଆଖି ଯିବ ଲାଖି

ବମ୍ବେ: ଦୀର୍ଘ ତିନି ଦଶକରୁ ଅଧିକ ସମୟ ଧରି ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଧକ୍‌ଧକ୍‌ ଗର୍ଲ ମାଧୁରୀ। ବିବାହ ପରେ ଫିଲ୍ମରେ ସେତେଟା ସକ୍ରିୟ ନ ଥିଲେ ବି ତାଙ୍କ ପ୍ରଶଂସକ ଏବେ ବି କମ୍‌ ନାହାନ୍ତି। ସ୍ବାମୀ ଡାକ୍ତର…

କରୋନା କାଳରେ ସକାଳୁ ଖାଲିପେଟରେ ପିଅନ୍ତୁ ତୁଳସୀ କାଢ଼ା: ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ

ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ଥିବା ଡାକ୍ତର ଏବଂ ବିଶେଷଜ୍ଞମାନେ ମତ ରଖୁଛନ୍ତି। ଏପରିସ୍ଥଳେ ନିଜକୁ ସୁରକ୍ଷିତ ରଖିବା ପାଇଁ…

ଅନ୍ୟର ଭୁଲ ବଦଳାଇ ଦେଲା ଭାଗ୍ୟ: ଜିତିଲେ ୯ କୋଟି ଟଙ୍କା

ବେଳେ ବେଳେ ଭୁଲ ଅନ୍ୟ ପାଇଁ ଲାଭଦାୟକ ହୋଇଥାଏ। ଆମେରିକାର ମିଚିଗନ ଶହରର ଏମିତି ଏକ ଘଟଣା ସମ୍ମୁଖକୁ ଆସିଛି। ଜଣେ ବ୍ୟକ୍ତିଙ୍କୁ ଲଟେରି କ୍ଲର୍କ ଏକ ଭୁଲ ଲଟେରି ଟିକଟ ଦେଇଦେଲେ। ଏବେ ଏହି ଭୁଲ ଟିକେଟରେ ବ୍ୟକ୍ତି ଜଣଙ୍କ…

ଦୁଇ ହାତୀ ଛୁଆଙ୍କ ମଧ୍ୟରେ ଲଢେଇ

ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହଁରେ କନା ଗୁଡାଇ ବୁଲୁଛି ତ ଆଉବେଳେ ବାଘ ମଣିଷ ଭିତରେ ଥିବା ଭଲ ପାଇବାର ସମ୍ପର୍କ ଦେଖିବାକୁ ମିଳୁଛି। ବର୍ତ୍ତମାନ ଏପରି ଏକ ଭିଡିଓ ସୋସିଆଲ ମିଡିଆରେ…

ପାରିବାରିକ କଳହର କରୁଣ ପରିଣତି : ଦୁଇ ଝିଅଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ପବିତ୍ରନଗର,୧୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଶିଲିଂ ଗ୍ରାମରେ ଗୁରୁବାର ସକାଳେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁନନ୍ଦ ପ୍ରଧାନ(୫୫)ଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ସ୍ତ୍ରୀ ଭାରତୀ ପ୍ରଧାନ ଏହି ହତ୍ୟା…

ବାର୍‌ କର୍ମଚାରୀଙ୍କୁ ହତ୍ୟା ଘଟଣା: ବିଏମ୍‌ଡବ୍ଲ୍ୟୁ କାର୍‌ ଜବତ, ୬ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୭: ଜଣେ ବାର୍‌ କର୍ମଚାରୀଙ୍କୁ ହତ୍ୟା ଘଟଣାରେ ଖୋର୍ଦ୍ଧା ପୋଲିସ ଗୁରୁବାର ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଭୁବନେଶ୍ୱର ନୂଆପଲ୍ଲୀ ଅଞ୍ଚଳର ମିକୁ ଓରଫ୍‌ ମୃତ୍ୟୁଞ୍ଜୟ ନାୟକ, ସାନଭାଇ ଚିକୁ ଓରଫ୍‌ ଧନଞ୍ଜୟ ନାୟକ, ନୂଆପଲ୍ଲୀ ବେହେରାବସ୍ତିର…

ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୧୬ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଟିକାବାଲି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ଦାରିଙ୍ଗବାଡ଼ି ବିଡିଓ ଭାବେ ଡେପୁଟେଶନରେ ଆସିଥିବା ଡେପୁଟି କଲେକ୍ଟର ଡ.ଜଗଦୀଶ…

କରୋନା ରୋଗୀଙ୍କ ମେଡିକାଲ ବିଲ୍‌ ଆସିଲା ୧ କୋଟି ୫୨ ଲକ୍ଷ

କରୋନାରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ଏବେ ଚିକିତ୍ସାଧୀନ ଅଛନ୍ତି। ଏଥିପାଇଁ ସରକାରୀ ହସ୍ପିଟାଲରେ ଲୋକଙ୍କ ଭିଡ଼ ଜମୁଛି। ମାତ୍ର ଅଧିକ ଖର୍ଚ୍ଚ ଭୟରେ ପ୍ରାଇଭେଟ୍‌ ହସ୍ପିଟାଲକୁ ଯିବାକୁ ଲୋକେ ଭୟ କରୁଛନ୍ତି। ଏମିତିରେ ଦୁବାଇର ଏକ ପ୍ରାଇଭେଟ ହସ୍ପିଟାଲରେ…

‘କଭି ଅଲବିଦା ନା କେହେନା’

ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୁନ୍ଦରଗଡ଼ ଏସ୍‌ପି ଭାବେ ବଦଳି ହୋଇଛନ୍ତି ଟ୍ରାଫିକ୍‌ ଡିସିପି ସାଗରିକା ନାଥ। ତାଙ୍କୁ ପୋଲିସ ସେବା ଭବନରେ ଗୁରୁବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଅପରାହ୍ନରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ସାଗରିକା ସହଯୋଗ ପାଇଁ ପୋଲିସ ଅଧିକାରୀ, ଗଣମାଧ୍ୟମକୁ ଧନ୍ୟବାଦ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri