Home

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ ଆଲୋଚନା ହେଉଛି। ତାଙ୍କର ରାଜନୈତିକ, ସାର୍ବଜନୀନ ଜୀବନ ବ୍ୟତୀତ, ଏକ ଜୀବନଶୈଳୀ ଅଭ୍ୟାସ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ତାଙ୍କ ନେତୃତ୍ୱ, ରାଜନୈତିକ ଜ୍ଞାନ ଓ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି । ପୁଟିନ୍…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ ରନ୍ଧାୱେ ଏକ ବ୍ୟାଗରେ ବୁଲା କୁକୁରକୁ ଧରି ନିଫାଡ଼ ନଗର ପଞ୍ଚାୟତର ଚିଫ୍‌…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା ହାତୀକୁ ଦେଖି ଲୋକେ ହାତ ଯୋଡି ଚାଲିଯା କହି ଚିତ୍କାର କରିଥିଲେ ।…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି। ଯେଉଁ ଭିଡିଓରେ ମାଙ୍କଡ଼ର କାରନାମା ଦେଖି…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୫ ଅକ୍ଟୋବର ୨୦୨୬…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅଞ୍ଚଳରେ । ସୂଚନା ପ୍ରକାରେ ଅଡବା ଦୁରିଙ୍ଗୁଡ଼ା-ମୁଠାଗୁଡ଼ା ରାସ୍ତାରେ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଯଶୋଭୂମିରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀ…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଶେଷକରି ପାରାଦୀପର ସିନେମା ହଲଠାରୁ ଆରମ୍ଭ କରି ବ୍ୟାଙ୍କ ଲେନ୍‌…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ପରିବାରରେ ଝଡ…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ କୁମାରଗୁଡ଼ା ଗ୍ରାମର ଉଦୟନାଥ ଅନ୍ତରସିଂ। ସୂଚନା ଅନୁସାରେ, ବୁଧବାର ରାତିରେ…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷଙ୍କ ସୂଚନାରୁ ଜଣାପଡ଼ିଛି । ଉଦ୍ଧାର ହୋଇଥିବା ଗୋଟିଏ ଶାବକ ଓରାଙ୍ଗ୍‌ଉଟାନ ଜ୍ୱରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?