Home

୨ କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳିନି

ଆଠମଲ୍ଲିକ, ୧୬ା୭(ଡି.ଏନ.ଏ.) ବୃଦ୍ଧା, ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗଙ୍କ ପାଇଁ ସରକାର ଯୋଗାଇ ଦେଉଥିବା ୨କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳୁନି। ୨୦୧୧ରୁ ୨୦୧୯ ମଧ୍ୟରେ ମୋଟ୍‌ ୯ଜଣ ନିର୍ବାହୀ ଅଧିକାରୀ ଏହି ବଣ୍ଟନ ଦାୟିତ୍ୱରେ ଥିଲେ ହେଁ କେହି…

ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି

କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧ ଦିନ ପରେ ସମ୍ପୃକ୍ତା ମହିଳାଙ୍କ ୪ କଟା ଆଙ୍ଗୁଠି କିଛି ଅଂଶରେ ପୁନଃ…

ଖାଦ୍ୟ ଲାଳସାକୁ ନିୟନ୍ତ୍ରଣକରେ ମସ୍ତିଷ୍କ କୋଷିକା

ଲୋଓ୍ବା: ମିଠା ଏବଂ ସ୍ବାଦଯୁକ୍ତ ଖାଦ୍ୟପ୍ରତି କେତେକଙ୍କର ଅଧିକ ଲାଳସା ରହିଥାଏ। ତେବେ ଏଭଳି ଲାଳସାକୁ ମସ୍ତିଷ୍କର ଏକ ପ୍ରକାର କୋଷିକା ନିୟନ୍ତ୍ରିତ କରିଥାଏ। ଏସମ୍ପର୍କରେ ଆମେରିକାର ଲୋଓ୍ବା ବିଶ୍ୱବିଦ୍ୟାଳୟର କାର୍ଭର ମେଡ଼ିସିନ୍‌ କଲେଜରେ ହୋଇଥିବା ଏକ ଗବେଷଣାରୁ ଜଣାଯାଇଛି। ମଣିଷ…

ପାଇଲଟଙ୍କୁ କଂଗ୍ରେସ ଡରାଇଲା, ଡାକିଲା

ଜୟପୁର/ନୂଆଦିଲ୍ଲୀ,୧୬ା୭: ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଓ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦ ହରାଇଥିବା ସଚିନ ପାଇଲଟ ଭାଜପାରେ ମିଶିବେ ବୋଲି ଯାହା କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ସେଥିରେ ସେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଭାଜପାରେ ଯୋଗଦେବେ ନାହିଁ ବୋଲି…

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍‌ଟିଓରେ ସ୍ବତନ୍ତ୍ର…

କରୋନା ପରବର୍ତ୍ତୀ ସ୍ଥିତି ବିଶ୍ୱ ଅର୍ଥନୀତି ଲାଗି ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ- ୟୁରୋପ ସଂଘ(ଇୟୁ) ସମିଟ୍‌କୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ ଅର୍ଥନୀତି ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାମାରୀ କରୋନା ପରେ ବିଶ୍ୱ ଅର୍ଥନୀତି ବହୁ ଜଟିଳତାର ସମ୍ମୁଖୀନ ହେବ। ଏଥିଲାଗି ସମସ୍ତ ଗଣତାନ୍ତ୍ରିକ…

ମିସ୍‌ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା

ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ମିସ୍‌ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା କୋରାପୁଟ…

୩୦୦ କୋଟିର ଯୁଦ୍ଧାସ୍ତ୍ର କିଣିବ ସେନା

ନୂଆଦିଲ୍ଲୀ,୧୬।୭: ଚାଇନା ସହ ସୀମା ବିବାଦ ଲାଗି ରହିଥିବାବେଳେ ଭାରତ ସେନାକୁ ସଶକ୍ତ କରିବା ଓ ଅତ୍ୟାଧୁନିକ ଶସ୍ତ୍ର ଯୋଗାଇ ଦେବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଚଳାଇଛି। ବୁଧବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବସିଥିବା ଡିଏସି (ଡିଫେନ୍ସ…

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ବୁଧବାର ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଓଡ଼ିଶା…

ଜବାବୀ କାର୍ଯ୍ୟାନୁଷ୍ଠାନ ନେବ ଚାଇନା

ବେଜିଂ,୧୬ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏହି ପଦକ୍ଷେପ ପରେ ବୁଧବାର ଚାଇନା ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଧମକ ଦେଇଛି। ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍‌ କହିଛନ୍ତି, ଆମେରିକା ଏହାକୁ କାର୍ଯ୍ୟକାରୀ କରିବା ଅନୁଚିତ। ନିଜ ଭୁଲ୍‌କୁ ସୁଧାରିବା…

ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ

ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ହଂକଂ ସ୍ବାୟତ୍ତତା ଆଇନରେ ସ୍ବାକ୍ଷର କରିଛନ୍ତି। ଏହାସହ ହଂକଂକୁ ଆମେରିକାଠାରୁ ଅଗ୍ରାଧିକାର…

ସହାୟତା ପାଇଁ ହାଇକୋର୍ଟରେ ମାମଲା: ବର୍ଷେ ଯାଏ ଆଇନଜୀବୀଙ୍କୁ ମିଳୁ ମାସିକ ୨୫ ହଜାର

କଟକ ଅଫିସ,୧୬ା୭: କରୋନା ଯୋଗୁ ଗତ ମାର୍ଚ୍ଚ ୨୨ତାରିଖ ପରଠୁ କୋର୍ଟଗୁଡ଼ିକର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଫଳରେ ଆଇନ୍‌ଜୀବୀମାନେ ରୋଜଗାର ହରାଇଛନ୍ତି। ଏଣୁ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ଆଇନ୍‌ଜୀବୀଙ୍କୁ ମାସିକ ୨୫ ହଜାର ଟଙ୍କା ଲେଖାଏ ସହାୟତା ରାଶି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri