Home

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ବୁଧବାର ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଓଡ଼ିଶା…

ଜବାବୀ କାର୍ଯ୍ୟାନୁଷ୍ଠାନ ନେବ ଚାଇନା

ବେଜିଂ,୧୬ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏହି ପଦକ୍ଷେପ ପରେ ବୁଧବାର ଚାଇନା ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଧମକ ଦେଇଛି। ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍‌ କହିଛନ୍ତି, ଆମେରିକା ଏହାକୁ କାର୍ଯ୍ୟକାରୀ କରିବା ଅନୁଚିତ। ନିଜ ଭୁଲ୍‌କୁ ସୁଧାରିବା…

ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ

ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ହଂକଂ ସ୍ବାୟତ୍ତତା ଆଇନରେ ସ୍ବାକ୍ଷର କରିଛନ୍ତି। ଏହାସହ ହଂକଂକୁ ଆମେରିକାଠାରୁ ଅଗ୍ରାଧିକାର…

ସହାୟତା ପାଇଁ ହାଇକୋର୍ଟରେ ମାମଲା: ବର୍ଷେ ଯାଏ ଆଇନଜୀବୀଙ୍କୁ ମିଳୁ ମାସିକ ୨୫ ହଜାର

କଟକ ଅଫିସ,୧୬ା୭: କରୋନା ଯୋଗୁ ଗତ ମାର୍ଚ୍ଚ ୨୨ତାରିଖ ପରଠୁ କୋର୍ଟଗୁଡ଼ିକର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଫଳରେ ଆଇନ୍‌ଜୀବୀମାନେ ରୋଜଗାର ହରାଇଛନ୍ତି। ଏଣୁ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ଆଇନ୍‌ଜୀବୀଙ୍କୁ ମାସିକ ୨୫ ହଜାର ଟଙ୍କା ଲେଖାଏ ସହାୟତା ରାଶି…

ଦେଖିବାକୁ ଯେମିତି, ମାର୍କ ବି ସେମିତି

ନଏଡା,୧୬।୭: ନିକଟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ହେଲେ ନଏଡାର ଦୁଇ ଯାଆଁଳା ଭଉଣୀ (ଛାତ୍ରୀ) ଦେଖିବାକୁ ଯେମିତି ଏକାଭଳି ମାର୍କ ବି ସେମିତି ସମାନ ରଖି ଚର୍ଚ୍ଚାକୁ ଆସିଛନ୍ତି। ଏହି ଦୁଇଜଣ ହେଉଛନ୍ତି ମାନସୀ ଓ…

‘ପିସିସି ସଭାପତି ବଦଳିବେନି

ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ପଦବୀରୁ ହଟିପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିବାପରେ କଂଗ୍ରେସ ଭିତରେ ଭିନ୍ନ ଆଲୋଚନା ହେଉଛି। ବର୍ତ୍ତମାନ ଏ ପ୍ରକାର ଚର୍ଚ୍ଚାକୁ ବନ୍ଦ କରାଇବା ଲାଗି ନିରଞ୍ଜନ ପଟ୍ଟନାୟକ…

ଫ୍ଲିପ୍‌କାର୍ଟ ସହ ହାତ ମିଳାଇଲା ଓଡ଼ିଶା

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍‌ଫର୍ମ ‘ଫ୍ଲିପ୍‌କାଟ’ ସହ ରାଜ୍ୟ ସରକାର ଏକ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଫ୍ଲିପ୍‌କାର୍ଟ ସମର୍ଥ କାର୍ଯ୍ୟକ୍ରମ ଅଧୀନରେ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଡେଭ୍‌ଲପ୍‌ମେଣ୍ଟ…

‘କରୋନା ସହ ଆସିଛି ସୂଚନା ମହାମାରୀ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍‌ଫୋଡେମିକ) ମଧ୍ୟ ଦେଖାଦେଇଛି। ଗଣମାଧ୍ୟମ କେତେକ କ୍ଷେତ୍ରରେ ଅନିୟନ୍ତ୍ରିତ ହୋଇପଡ଼ିଛି, ଯାହା ଏହାର ଛବିକୁ ପ୍ରଭାବିତ କରିବା ସହିତ…

ଡାଇବେଟିସ୍‌ ଦୂର କରିବାକୁ ଚାହୁଁଥିଲେ…

ଡାଇବେଟିସ୍‌ ଦୂର କରିବାକୁ ଚାହୁଁଥିଲେ  ଖାଦ୍ୟରେ ପ୍ରତିଦିନ ଗୋଟିଏ ମାତ୍ର ସେଓ ସାମିଲ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ଆପଣ ପ୍ରତିଦିନ ଗୋଟିଏ ସେଓ ଖାଆନ୍ତି, ତେବେ ଟାଇପ-୨ ଡାଇବେଟିସ୍‌ ହେବାର ଆଶଙ୍କା ବହୁ…

ଯାଜପୁରରେ ଚାଞ୍ଚଲ୍ୟ: କଟା ମୁଣ୍ଡ ଧରି ବୁଲୁଥିବାବେଳେ ଯୁବକଙ୍କୁ ଧରିଲା ପୋଲିସ

କଳିଙ୍ଗନଗର, ୧୫।୭ (ଡି.ଏନ୍‌.ଏ.)-ଯାଜପୁର ଜିଲା ଯାଜପୁରରୋଡ ଥାନା ଦାନଗଦି ଫାଣ୍ଡି ଅଧୀନ ଛତରା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଛତରା ଗ୍ରାମର ଯୁବକ କାର୍ତ୍ତିକ କେରେଇ(୨୪) ଏକ ଟାଙ୍ଗିଆରେ ସେହି ଗ୍ରାମର ଜଣେ ବୃଦ୍ଧା…

ବିନା ବେତନରେ ୬୦ମାସ ଯାଏଁ ଛୁଟିରେ ଯିବେ ଏୟାରଇଣ୍ଡିଆ କର୍ମଚାରୀ

ନୂଆଦିଲ୍ଲୀ,୧୫।୭: ସାରା ଦେଶରେ କରୋନା ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ପ୍ରଭାବିତ ହେବାରେ ଲାଗିଛି। ଫଳରେ ଦେଶର ଅର୍ଥନୀତି ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଇତିମଧ୍ୟରେ ଏୟାର ଇଣ୍ଡିଆ ନିଜ କର୍ମଚାରୀଙ୍କୁ ୬ମାସରୁ…

୭ ହଜାର ସ୍ବାସ୍ଥ୍ୟକର୍ମୀ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି: ଦରମା ଏତିକି…

ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍‌ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri