Home

କଟକରୁ ୧୬୭ ପଜିଟିଭ ଚିହ୍ନଟ: ବାଉରି ସାହିରୁ ସର୍ବାଧିକ

କଟକ ଅଫିସ,୧୭।୮-କଟକ ସହରରେ ସୋମବାର ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବାବେଳେ କଣ୍ଟେନମେଣ୍ଟ ଜୋନରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ବାଉରି…

କମିଶନରେଟ ପୋଲିସରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୧୭।୮(ବ୍ୟୁରୋ):କଟକ-ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ଼ଧରଣର ବଦଳି ହୋଇଛି। ୨ ଡିସିପିଙ୍କ ସମେତ ୧୭ ଥାନା ଅଧିକାରୀ ଓ ୫ ଏସ୍‌ଆଇଙ୍କୁ ବଦଳି କରାଯାଇଥିବା ନେଇ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। କମିଶନରେଟ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଡିସିପି କିଶୋର…

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ୱରରୁ ୧୦୧, ଖୋର୍ଦ୍ଧାରୁ ୯୯, ଢେଙ୍କାନାଳରୁ ୬୩, ମୟୂରଭଞ୍ଜରୁ ୫୧, ଗଜପତିରୁ…

ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର: ଏକା ସାଙ୍ଗେ ୨ ଲକ୍ଷ ଲୋକ ଦେଖି ପାରିବେ ଶିବରାତ୍ରୀ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ବିଶ୍ୱ ଐତିହ୍ୟ ସ୍ଥଳରେ ପରିଣତ ହେବ। ବଦଳିଯିବ ମନ୍ଦିର ଚାରିପାଖ ରୂପ ରେଖ। ଚତୁଃପାର୍ଶ୍ୱରେ ସୃଷ୍ଟି ହେବ ଆଧ୍ୟାତ୍ମିକ ପରିବେଶ। ଏକା ସାଙ୍ଗରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମହାପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ବେଢାରେ ଏକାଠି…

ପ୍ରସିଦ୍ଧ ଶାସ୍ତ୍ରୀୟ ଗାୟକ ପଣ୍ଡିତ ଯଶରାଜଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୮- ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଜଗତର ପ୍ରସିଦ୍ଧ ଶାସ୍ତ୍ରୀୟ ଗାୟକ ପଣ୍ଡିତ ଯଶରାଜ ଆଉ ନାହାନ୍ତି। ୯୦ ବର୍ଷ ବୟସରେ ସୋମବାର ଆମେରିକା ନ୍ୟୁଜର୍ସିରେ ତାଙ୍କ ପରଲୋକ ହୋଇଛି। ପିତା ପଣ୍ଡିତ ମୋତିରାମଙ୍କଠାରୁ ସେ ଶାସ୍ତ୍ରୀୟ ସଙ୍ଗୀତ ଶିକ୍ଷା କରିଥିଲେ। ମାତ୍ର…

୩୬୫ ମାମଲା ସମାଧାନ କରିଥିବା କୁକୁରର ମୃତ୍ୟୁ

ମହାରାଷ୍ଟ୍ର,୧୭।୮-ମହାରାଷ୍ଟ୍ରର ବିଡ ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା କୁକୁର(ରକି)ର ରବିବାର ମୃତ୍ୟୁ ଘଟିଛି। ୩୬୫ ମାମଲା ସମାଧାନ କରିଥିବା ଏହି କୁକୁରକୁ ମହାରାଷ୍ଟ୍ର ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏ ନେଇ ବିଡ ପୋଲିସ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।…

ବସ୍‌ଷ୍ଟାଣ୍ଡରେ ସିଂହପଲ: ଭାଇରାଲ ହେଉଛି ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ବାଘ ଶିକାର ପାଇଁ ପାହାଡ ଉପରୁ ଲମ୍ଫ ପ୍ରଦାନ କରୁଛି ତ ଆଉ କେତେବେଳେ ସିଂହ-ବାଘ ମଧ୍ୟରେ ଲେଢଇ ଦେଖିବାକୁ ମିଳିଛି। ବର୍ତ୍ତମାନ ସିଂହପଲ ଏକ ଗଧକୁ ଶିକାର କରୁଥିବା…

ପରଲୋକରେ ଦୃଶ୍ୟମ ନିର୍ଦ୍ଦେଶକ

ମୁମ୍ବାଇ,୧୭।୮: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ କଳା ବର୍ଷ ସାଜିଛି। ଗତ କିଛି ମାସ ହେଲା ବଲିଉଡ୍‌ର କେତେକ ଜଣାଶୁଣା ସେଲିବ୍ରିଟିଙ୍କ ସମେତ ନିର୍ଦ୍ଦେଶକ ଓ ପ୍ରଯୋଜକଙ୍କ ପରଲୋକ ଘଟିଛି। ଇତିମଧ୍ୟରେ ସୋମବାର ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ…

ଆକାଶରେ ଭାରତ ମାନଚିତ୍ର: ଭାଇରାଲ ହେଉଛି ଭିଡିଓ

ଦିନକ ପୂର୍ବରୁ ଅର୍ଥାତ୍‌ ଅଗଷ୍ଟ ୧୫ରେ ଭାରତ ସ୍ବାଧୀନତା ଦିବସ ପାଳନ କରିଥିଲା। ଏହା ପରେ ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ପୋଖରୀ ନିକଟରେ କେତେଜଣ ଲୋକ ଛିଡାହୋଇଥିବା ଦେଖିବାକୁ ମିଳୁଛି।…

୧୯ରେ ଯୁକ୍ତ ୨ ବାଣିଜ୍ୟ ଓ ୩୧ ପୂର୍ବରୁ ପ୍ରକାଶ ପାଇବ କଳା ପରୀକ୍ଷା ଫଳ

ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ।…

ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ ଚିହ୍ନଟ: ୯୪ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ପୁଣି ୧୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୪ ରହିଥିବା ବେଳେ ୯୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି। ସେହିପରି…

ନିଲାମ ହେବାକୁ ଯାଉଛି ବିଦ୍ୟାଙ୍କ ଶାଢ଼ି: ଜାଣନ୍ତୁ କିପରି କରିବେ ଆବେଦନ

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିକଟରେ ମିଳିଥିବା ସୂଚନା ଅନୁସାରେ ତାଙ୍କର ସମ୍ବଲପୁରୀ ବାନ୍ଧ ଶ୍ରୀଗଣିତ ଶାଢ଼ି ଏବେ ବିକ୍ରି ହେବାକୁ ଯାଉଛି। ଏହି ଶାଢ଼ିର ନିଲାମୀର ଅନ୍‌୍‌ଲାଇନ୍‌ ପ୍ରକ୍ରିୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri