Home

ପଗଡ଼ି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଲେ ଶିଖ୍‌ ବ୍ୟକ୍ତି

ଲକ୍‌ଡାଉନ୍‌ରେ ଲୋକେ ଗରିବଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଆଗେଇ ଆସୁଛନ୍ତି। ଏହି ସମୟରେ ଜଣେ ଶିଖ୍‌ ବ୍ୟକ୍ତି ନିଜର ୧୧ଟି ନୂଆ ପଗଡି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଛନ୍ତି। ହିମାଚଳ ପ୍ରଦେଶର ମଣ୍ଡି ଜିଲା ସୁନ୍ଦରନଗର ଅନ୍ତର୍ଗତ…

ସୀମାକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୮।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଥିଲେ ଦେଶର ସୀମା ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି। ଏହାକୁ ନେଇ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶାହାଙ୍କୁ ଟାର୍ଗେଟ…

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା। ଏହାପୂର୍ବରୁ କେନ୍ଦ୍ରଶାସିତ ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ କୌଣସି ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇ…

ପ୍ରଥମ ଭାରତୀୟ ଭାବେ ରିଚାର୍ଡ ଡକିନ୍ସ ପୁରସ୍କାର ପାଇଲେ ଜାଭେଦ୍‌ ଅଖ୍‌ତର

ପ୍ରସିଦ୍ଧ କବି ତଥା ଗୀତିକାର ଜାଭେଦ ଅଖତରଙ୍କୁ ସମ୍ମାନଜନକ ରିଚାର୍ଡ ଡକିନ୍ସ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ପୁରସ୍କାର ପାଇଥିବା ଜାଭେଦ ହେଉଛନ୍ତି ପ୍ରଥମ ଭାରତୀୟ। ନିଜେ ଜାଭେଦ ସୋସିଆଲ ମିଡିଆରେ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ବିଶ୍ୱ ପ୍ରସିଦ୍ଧ ଇଂରାଜୀ…

ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା

ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ ସଂକ୍ରମିତଙ୍କୁ ନେଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୩୧ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ…

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି ସୂଚନା ମିଳିଛି। ଏମାନେ ୨୦୧୮ ମସିହାରୁ ଉକ୍ତ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିଲେ।…

ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଦେଶ କରୋନା ମୁକ୍ତ ହୋଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଘୋଷଣା…

ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର ଭୋରରୁ ପାଟଣା ବନ ବିଭାଗ ଜବତ କରିଛି। ଚୋରା କାଠ ବେପାରରେ ସମ୍ପୃକ୍ତ ୨…

ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍‌ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ…

୧୦ ଘଣ୍ଟା ଧରି ଉଠାଇଲେ ଆବର୍ଜନା, ଉପହାରରେ ମିଳିଲା କାର

ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳିଛି। ଲୋକେ ପ୍ଲାକାର୍ଡ, କାଗଜ ଏବଂ ବୋଡ ଧରି ଏହାର ବିରୋଧ ପ୍ରଦର୍ଶନ କରୁଛନ୍ତି। ଏସବୁ…

ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ…

ଡିମ୍ପଲଙ୍କୁ ୬୩ ବର୍ଷ: ୧୬ ବର୍ଷ ବୟସରେ ବବି ଫିଲ୍ମରେ ଅଭିନୟ କରି ରାତାରାତି ଷ୍ଟାରଡମ୍‌ କରିଥିଲେ ହାସଲ

ମୁମ୍ବାଇ,୮।୬: ବଲିଉଡ୍‌ ନାୟିକା ଡିମ୍ପଲ କପାଡ଼ିଆ ସୋମବାର ୬୩ ବର୍ଷରେ ପାଦ ଥାପିଛନ୍ତି। ୧୯୫୭ ଜୁନ୍‌ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri