Home

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ ଏହାକୁ…

ଶେଷରେ ମାନିଲା ଚାଇନା

ବେଜିଂ,୧୮।୯:ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ତୀବ୍ର ରୂପ ଧାରଣ କରିଛି। ବାରମ୍ବାର ଚାଇନା ଏଲ୍‌ଏସି ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛି, ଭାରତୀୟ ସେନା ଏହାର ଉପଯୁକ୍ତ ଜବାବ ମଧ୍ୟ ଦେଉଛି। ଏହି ସମୟରେ ଚାଇନା ପ୍ରଥମ ଥର ପାଇଁ…

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍‌ଫଣ୍ଡ ଲିଙ୍କ୍‌ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍‌-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।

କରୋନାରେ ଏପର୍ଯ୍ୟନ୍ତ ଦେଶରେ ୩୮୨ ଡାକ୍ତରଙ୍କ ମୃତ୍ୟୁ: ଶହୀଦ ମାନ୍ୟତା ଦେବାକୁ ଦାବି

ନୂଆଦିଲ୍ଲୀ,୧୮।୯:ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫୨,୧୪,୬୭୮ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୮୪,୩୭୨ ଜଣଙ୍କର ମୃତ୍ୟୁ ହୋଇଛି। କରୋନା ସଂକ୍ରମିତ ମଧ୍ୟରେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମଏ) କରୋନା ରୋଗୀଙ୍କ ଚିକିତ୍ସା ସମୟରେ ମୃତ୍ୟୁବରଣ…

ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ ସ୍ବର୍ଗଦ୍ୱାର…

ହିନ୍ଦୀ ଶିକ୍ଷକଙ୍କ ପ୍ରତି ଅଣଦେଖା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଶିକ୍ଷିତ ହିନ୍ଦୀ ଶିକ୍ଷକମାନଙ୍କ ପ୍ରତି ସରକାର ପ୍ରତିକ୍ଷେତ୍ରରେ ଅଣଦେଖା କରୁଥିବା ନେଇ ରାଜ୍ୟ ହିନ୍ଦୀ ଶିକ୍ଷକ ସଂଘ ଅଭିଯୋଗ କରିଛି। ଗତ ୧୧ ତାରିଖରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ଅନୁଯାୟୀ,…

ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ ନିର୍ମାଣ ବେଆଇନ ଭାବେ ହେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ବିରୋଧ…

ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ଆଗରେ ବିଷ ପିଇଲେ କୃଷକ

ମୁକ୍ତସର,୧୮।୯: ନରେନ୍ଦ୍ର ମୋଦି ସରକାର ପକ୍ଷରୁ ଆଗତ କରାଯାଇଥିବା କୃଷି ବିଲ ବିରୋଧରେ ଚାଷୀଙ୍କ ରାଗ ବଢିବାରେ ଲାଗିଛି। ହରିୟାଣା ଏବଂ ପଞ୍ଜାବର କୃଷକମାନେ ରାଜରାସ୍ତାକୁ ଓହ୍ଲାଇ କୃଷି ସହ ଜଡିତ ୩ଟି ବିଲ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ପଞ୍ଜାବର…

CORONAVIRUS UPDATE: ରାଜ୍ୟରୁ ଆଜି ୪୧୮୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ଟପିଲା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୧୮୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୬୬ଜଣ…

ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା

କଟକ ଅଫିସ,୧୮ା୯: ଏସ୍‌ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି କଂଗ୍ରେସ ନେତା ମାନସ ଚୌଧୁରୀ ଟୁଇଟରରେ ଗୁରୁବାର ଏକ ଭିଡିଓ ପୋଷ୍ଟ କରିଛନ୍ତି।…

ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?