Home

ଶେଷ ୪ ବଲ୍‌ରେ ଆବଶ୍ୟକ ଥିଲା ୧୮ ରନ: ଏମିତି କାରନାମା କରିଦେଲେ ନାଦିନେ ଡି କ୍ଲାର୍କ, ପାଲଟିଗଲା ଇତିହାସ

ନଭି ମୁମ୍ବାଇ, ୯।୧: ନାଦିନେ ଡି କ୍ଲାର୍କଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଶୁକ୍ରବାର ଅନୁଷ୍ଠିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଉଦ୍‌ଘାଟନୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି। ଶେଷ ଓଭରରୁ…

ଶୋ’ ରୁମ୍‌ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍‌ ଶୋ’ ରୁମ୍‌ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ…

ଗୋଟିଏ ମଞ୍ଚରେ ଦେଖାଦେଲା ପାଓ୍ବାର ପରିବାରର ‘ପାଓ୍ବାର’

ମୁମ୍ବାଇ,୧୦।୧: ୨୦୨୩ ମସିହାରେ ଏନସିପିରେ ବିଭାଜନ ହେବା ପରେ ପ୍ରଥମ ଥର ପାଇଁ, ଅଜିତ ପାୱାର ଏବଂ ସୁପ୍ରିୟା ସୁଲେ ମହାରାଷ୍ଟ୍ରର ପୌର ନିର୍ବାଚନରେ ଏକ ରାଜନୈତିକ ମଞ୍ଚ ଶେୟାର କରିଥିଲେ। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଏନସିପି ଏବଂ…

WPL 2026ର କିଏ ସେହି ମିଷ୍ଟ୍ରି ଆଙ୍କର ଯାହାଙ୍କୁ ଦେଖି ଦିଓ୍ବାନା ହେଉଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୦।୧: ମହିଳା ପ୍ରିମିୟର ଲିଗ ୨୦୨୬ ଏକ ଭଲ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚ RCB ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ବ୍ୟତୀତ, ପ୍ରଶଂସକମାନେ ଜଣେ ରହସ୍ୟମୟ ଆଙ୍କରଙ୍କ ସୌନ୍ଦର୍ଯ୍ୟରେ ମୋହିତ ହୋଇଥିଲେ। ଆସନ୍ତୁ ଜାଣିବା ସେହି…

ଯୋଡ଼ା ଖଣି ଅଞ୍ଚଳରେ ପ୍ରବଳ ଶୀତ: ୩ ଦଶନ୍ଧି ପରେ ତୁଷାରପାତ

ଯୋଡ଼ା,୧୦ା୧(ମାନସ ମହାନ୍ତି): କେନ୍ଦୁଝର ଜିଲାର ଯୋଡ଼ା ବ୍ଲକ, ଖଣି ଅଞ୍ଚଳ ଭାବେ ପରିଚିତ ଏହି ଉପତ୍ୟକାର ଆଭ୍ୟନ୍ତରୀଣ ଅଞ୍ଚଳରେ ହୋଇଛି ତୁଷାରପାତ। ଏକ ସପ୍ତାହ ଧରି ପ୍ରବଳ ଶୀତ ଲହରି ପରେ ଶୁକ୍ରବାର ଏବଂ ଶନିବାର ପ୍ରାତଃ କାଳରେ ହୋଇଛି ତୁଷାରପାତ।…

ବିଶ୍ୱର ସବୁଠାରୁ ଗରିବ କ୍ରିକେଟ ବୋର୍ଡ: ବିଶ୍ୱଚାମ୍ପିୟନ ଖେଳାଳିଙ୍କ ଦରମା ଜାଣିଲେ ହୋଇଯିବ ଚକିତ

ନୂଆଦିଲ୍ଲୀ,୧୦।୧: ସାରା ବିଶ୍ୱରେ କ୍ରିକେଟ ବୋର୍ଡଗୁଡ଼ିକ ICC ଅଧୀନରେ ବିଭିନ୍ନ ବୋର୍ଡ ଦ୍ୱାରା ପରିଚାଳିତ ହୁଏ। ଏହି ବୋର୍ଡଗୁଡ଼ିକ ସେମାନଙ୍କ ନିଜ ନିଜ ଦଳଗୁଡ଼ିକୁ ପରିଚାଳନା କରନ୍ତି ଏବଂ କ୍ରିକେଟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି, ଗୁରୁତ୍ୱପୂର୍ଣ୍ଣ ରାଜସ୍ବ ଅର୍ଜନ…

ପୁଟିନଙ୍କୁ ବାନ୍ଧିବେ କି ଟ୍ରମ୍ପ: ଜବାବ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୧୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ଆମେରିକା ଏହି ସଂଘର୍ଷକୁ ଶେଷ କରିବାକୁ ନିରନ୍ତର ଚେଷ୍ଟା କରୁଛି। ଏହି ସମୟରେ ଜଣେ ଆମେରିକାର ବରିଷ୍ଠ ହ୍ବାଇଟ ହାଉସ ସମ୍ବାଦଦାତା ପିଟର ଡୁସି ଆମେରିକା…

କୁଲଦୀପଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ:ମାଲଖମ୍ବ କୁସ୍ତିକୁ ଦର୍ଶକଙ୍କ ପସନ୍ଦ

ଦାରିଙ୍ଗବାଡି,୧୦।୧(ଅରୁଣ ସାହୁ):ଶୀତ ମହୋତ୍ସବର ଦିତୀୟ ସନ୍ଧ୍ୟାରେ ଦର୍ଶକ ସଙ୍ଗୀତ,ନୃତ୍ୟ, ଓଡିଶୀ, ମାଲଖମ୍ବ ଆଦିର ମଜା ନେଲେ। ଦିତୀୟ ସଂନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ରହିଥିଲା କୁଲଦୀପ ପଟ୍ଟନାୟକଙ୍କ ସଙ୍ଗୀତ। ଦର୍ଶକ ତାଙ୍କ ସଙ୍ଗୀତ ରେ ଝୁମିଥିଲେ ପ୍ରାୟ ୧ ଘଣ୍ଟା ଧରି ସେ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି।…

ମନ୍ଥର ଗତିରେ ଚାଲିଛି ଧାନ ସଂଗ୍ରହ

ଭବାନୀପାଟଣା, ୧୦।୧ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ମନ୍ଥର ଗତିରେ ଚାଲୁଥିବା ଦେଖିବାକୁ ମିଳିଛି। ଗତ ୫ ରୁ ୭ ମିଲର୍ସଙ୍କ ଆନ୍ଦୋଳନ ଯୋଗୁ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଥିଲା। ମିଲର୍ସଙ୍କ ଆନ୍ଦୋଳନ ସ୍ବଭାବିକ ହେବା…

ଭାରତକୁ ନେଇ ଏମିତି ଦାବି କଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ,୧୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଏକ ଅଯଥା ଦାବି କରିଛନ୍ତି। ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ବିବାଦକୁ ବନ୍ଦ କରିଥିବା ଦୋହରାଇଛନ୍ତି। ସେ କହିଛନ୍ତି,ଇତିହାସରେ ତାଙ୍କ ଅପେକ୍ଷା ଆଉ କେହି ନୋବେଲ ଶାନ୍ତି ପୁରସ୍କାର ପାଇବାକୁ…

ବେଆଇନ ଚାଲିଥିଲା ବାଲିଚାଲାଣ: ୫ ଟ୍ରାକ୍ଟର ମାଡ଼ିବସିଲା….

ଲୋଇସିଂହା,୧୦ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ୍‌ ଅଧୀନ ସାନଫାସଡସ୍ଥିତ ଅଙ୍ଗନଦୀ ପଠାରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣରେ ନିୟୋଜିତ ୫ଟି ଟ୍ରାକ୍ଟର ଜବତ କରାଯାଇଛି। ଲୋଇସିଂହା ପୋଲିସ ଉପସ୍ଥିତିରେ ବଲାଙ୍ଗୀର ଖଣି ବିଭାଗର ୫ ଜଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?