Home

ସିନ୍ଧିଆଙ୍କ ପରି ବାଡ଼ ଡେଇଁବେ କି ସଚିନ

ଜୟପୁର, ୧୩।୭: ରାଜସ୍ଥାନରେ ଶାସକ କଂଗ୍ରେସ ଦଳରେ ସଙ୍କଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଯୁବନେତା ସଚିନ ପାଇଲଟଙ୍କ ମଧ୍ୟରେ ଦୂରତା ବଢ଼ିଚାଲିଛି। ପୂର୍ବରୁ ମଧ୍ୟପ୍ରଦେଶ କଂଗ୍ରେସ ସରକାରରେ ଏଭଳି ସମସ୍ୟା ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ବିଦ୍ରୋହୀ…

ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୧୩ା୭: କଟକ ମହାନଗର ନିଗମର(ସିଏମ୍‌ସି)ର ୩୭ ନମ୍ବର ଓ୍ବାର୍ଡ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସିଏମ୍‌ସି ପକ୍ଷରୁ ଏହି ଘୋଷଣା ହୋଇଛି। ରବିବାର ଏଠାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ୩୭ ବର୍ଷୀୟା ମହିଳା…

୩୫ ବର୍ଷ ପୁରୁଣା ଏହି ଗେମ୍‌ର ଜବରଦସ୍ତ ଚାହିଦା, ୮୫.୭୨ ଲକ୍ଷ ଟଙ୍କାରେ ବିକ୍ରି ହେଲା କପି

ସମୟ ସହିତ ଭିଡିଓ ଗେମ୍ସ ଦ୍ରୁତ ଗତିରେ ବଦଳି ଯାଇଛି। ଇତିହାସରେ ସବୁଠାରୁ ଲୋକପ୍ରିୟ ଭିଡିଓ ଗେମ୍‌ ହେଉଛି ସୁପର ମାରିଓ ବ୍ରୋଶ। ଖେଳ ଏତେ ଲୋକପ୍ରିୟ ଯେ ଏହାକୁ ପ୍ରସ୍ତୁତ କରିଥିବା ନିଣ୍ଟେଣ୍ଡୋ, ୨୦୧୭ ରେ ଖେଳର ଏକ ନୂତନ…

ଭାଜପା ପାଇଁ ବୋଲିଂ କରିବାକୁ ସଚିନଙ୍କ ଅଣ୍ଟା ଭିଡ଼ା

ଜୟପୁର, ୧୩।୭: ରାଜସ୍ଥାନରେ ଶାସକ କଂଗ୍ରେସ ପାଇଁ ଏବେ ସଚିନ ପାଇଲଟ କଣ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶ ଶୈଳୀରେ ଏଠାରେ ଅପରେଶନ୍‌ ଲୋଟସ୍‌ ଅଭିଯାନ ଭାଜପା ପକ୍ଷରୁ ଯୋଜନାବଦ୍ଧ ଭାବେ ଆରମ୍ଭ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ପାଇଁ ବ୍ୟାଟିଂ କରୁଥିବା…

କଟକ ଆବର୍ଜନାରେ ବେଣ୍ଟୁଆବାସୀ ଅତିଷ୍ଠ

ନରାଜ, ୧୩।୭ (ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ମୁଣ୍ଡଳି ପଞ୍ଚାୟତର ବେଣ୍ଟୁଆ ଗ୍ରାମବାସୀ ଅଳିଆ ଆବର୍ଜନା ଗନ୍ଧରେ ଛଟପଟ ହେଉଛନ୍ତି। ୧୨ ବର୍ଷ ହେବ କଟକ ସହରର ସମସ୍ତ ଅଳିଆ ଏହି ଗ୍ରାମ ପାଖରେ ପକାଯାଉଛି। ଫଳରେ ଆବର୍ଜନା ପଚିଶଢ଼ି…

ସୁସ୍ଥ ହାର ୬୨.୯୩%କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୭: ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି କରୋନା ପ୍ରକୋପ। ଶନିବାର ୨୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ରବିବାର ରାତି ସୁଦ୍ଧା ୨୦ ହଜାର ମାମଲା ନଜରକୁ ଆସିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮.୭୦ ଲକ୍ଷରେ ପହଞ୍ଚିଥିବାବେଳେ ୨୨,୯୮୦ ମୁଣ୍ଡ…

ତଦନ୍ତ ପାଇଁ କମିଶନ ଗଠିତ

ଲକ୍ଷ୍ନୌ,୧୩।୭: ଏନ୍‌କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର ତଦନ୍ତ କରିବେ। ଦୁର୍ଘଟଣା ପରେ ପୋଲିସ କବଳରୁ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ଗତ ସପ୍ତାହରେ…

ଅଭିନେତା ପାର୍ଥ ସମ୍‌ଥାନଙ୍କୁ କରୋନା

ନୂଆଦିଲ୍ଲୀ,୧୩।୭: ଅଭିନେତା ପାର୍ଥ ସମ୍‌ଥାନ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ‘କସୌଟି ଜିନ୍ଦେଗୀ କେ’ ଟିଭି ସିରିୟଲରେ ଅନୁରାଗ ବସୁ ଭୂମିକାରେ ଅଭିନୟ କରି ସେ ଦର୍ଶକଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ରବିବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ…

ପଢ଼ି ହେଉନି କାନ୍ଥ କାହାଣୀ: ନିରାଶ ହେବେ ଭକ୍ତ, ପର୍ଯ୍ୟଟକ

ପୁରୀ ଅଫିସ,୧୩।୭କେନ୍ଦ୍ର ସରକାରଙ୍କ ଆଇକନ ସିଟି ତାଲିକାରେ ସ୍ଥାନ ପାଇଛି ଓଡ଼ିଶାର ଆଧ୍ୟାତ୍ମିକ ସହର ପୁରୀ। ଏଠାରେ ରହିଛି ବହୁ ପୁରାତନ ମଠ, ମନ୍ଦିର ଓ ଧର୍ମଶାଳା। ଶ୍ରୀମନ୍ଦିର ସାଙ୍ଗକୁ ମନୋରମ ବେଳାଭୂମି ବି ଅଛି। ତେଣୁ ଦେଶ ବିଦେଶରୁ ଲକ୍ଷାଧିକ…

ନଡ୍ଡାଙ୍କ ନୂଆ ଟିମ୍‌ ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାଜପାର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ ସଂସ୍ଥା ସଂସଦୀୟ ବୋର୍ଡରେ ଅନେକ ନୂଆ ମୁହଁ ସ୍ଥାନ ପାଇବାକୁ ଯାଉଛନ୍ତି। ଖୁବ୍‌ଶୀଘ୍ର ନୂଆ କାର୍ଯ୍ୟକର୍ତ୍ତା ଟିମ୍‌ ଘୋଷଣା କରାଯିବ ବୋଲି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା କହିଛନ୍ତି। ଗତ ଜାନୁୟାରୀରେ ନଡ୍ଡା ଭାଜପା…

ପ୍ରଥମ କୋଭିଡ୍‌ ଟିକାର ସଫଳ ପରୀକ୍ଷା

ମସ୍କୋ,୧୩ା୭: ରୁଷିଆ ଦ୍ୱାରା ପ୍ରସ୍ତୁତ ବିଶ୍ୱର ପ୍ରଥମ କରୋନା ଟିକାର କ୍ଲିନିକାଲ ପରୀକ୍ଷା ସଫଳ ହୋଇଛି। ସେଚେନୋଭ୍‌ ଫାଷ୍ଟ ମସ୍କୋ ଷ୍ଟେଟ୍‌ ମେଡିକାଲ ୟୁନିଭର୍ସିଟିରେ ଏହାର ପରୀକ୍ଷା ସଫଳତାର ସହ ସମ୍ପୂର୍ଣ୍ଣ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଫର ଟ୍ରାନ୍ସଲେଶନାଲ ମେଡିସିନ୍‌ ଆଣ୍ଡ ବାୟୋଟେକ୍‌ନୋଲୋଜିର…

ଭୋଟ୍‌ ଦେଲେ ୫ ଲକ୍ଷ ହଂକଂବାସୀ

ହଂକଂ,୧୩ା୭: ଚାଇନା ପକ୍ଷରୁ ହଂକଂରେ ଲାଗୁ ହୋଇଥିବା ନୂତନ ସୁରକ୍ଷା ଆଇନକୁ ସେଠାରେ ଜୋର୍‌ଦାର ବିରୋଧ କରାଯାଇଛି। ଲକ୍ଷାଧିକ ହଂକଂ ନାଗରିକ ଚାଇନାର ଏହି ଆଇନ ବିରୋଧରେ ଅଣଆନୁଷ୍ଠାନିକ ଭୋଟ ଦେଇଛନ୍ତି। ଏହା ବେଜିଂର କଠୋର ଆଇନ ବିରୋଧରେ ଏକ ପ୍ରତୀକାତ୍ମକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri