Home

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଟ୍ୟୁଶନ ସାର୍‌ ଅଟକ

ଗୁଣପୁର,୧୨ା୭(ଡି.ଏନ୍‌.ଏ.)-ଜଣେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଟ୍ୟୁଶନ ସାର୍‌ଙ୍କ ନାମରେ ଅଭିଯୋଗ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା। ସୂଚନା ଅନୁଯାୟୀ, ଦ୍ୱିତୀୟ ଶ୍ରେଣୀରେ ଅଧ୍ୟୟନ କରୁଥିବା ବାଳିକା ଏବଂ ତାଙ୍କ…

କରୋନାରେ ପୁଣି ଜଣେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି,୧୨ା୭(ସ୍ବ.ପ୍ର.)-ଗଜପତି ଜିଲାର ଜଣେ କୋଭିଡ୍‌ ଯୋଦ୍ଧା ତଥା ବରିଷ୍ଠ ଖବରଦାତା କେ. ସିଏଚ. ରତନମ୍‌ଙ୍କ ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲରେ ରବିବାର ପରଲୋକ ହୋଇଯାଇଛି। ସେ ଦୈନିକ ତେଲୁଗୁ ‘ଇନାଡୁ’ ପତ୍ରିକାରେ ଦୀର୍ଘ ୪ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରି…

ବଦଳିଲା ବିମାନ ଯାତ୍ରା ନିୟମ, ଜାଣନ୍ତୁ କାହାକୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୧୨।୭ : ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିମାନ ଯାତ୍ରା ସଂକ୍ରାନ୍ତ ନିୟମରେ କିଛି ପରିବର୍ତ୍ତନ କରାଯାଇଛି। ନୂଆ ନିୟମ ମୁତାବକ ବିମାନ ଯାତ୍ରା କରିବାର ୩ ସପ୍ତାହ ପୂର୍ବରୁ ଯାତ୍ରୀ କୋଭିଡ ପଜିଟିଭ ନ ଆସିଥିଲେ ଯାତ୍ରା ଲାଗି…

ଅଭିନେତ୍ରୀ ରେଖାଙ୍କ ହେବ କରୋନା ଟେଷ୍ଟ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବିଗ ବି ଅମିତାଭ ବଚ୍ଚନ ଓ ପୁତ୍ର ଅଭିଷେକ ବଚ୍ଚନ କରୋନା ପଜିଟିଭ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଐଶ୍ଚର୍ଯ୍ୟା ରାୟ ଏବଂ ତାଙ୍କ ଝିଅ ଆରାଧ୍ୟା କରୋନା ସଂକ୍ରମିତ ହୋଇଛନ୍ତି।…

ଏହି ଗାଁର ଯୁବତୀମାନେ ଦେଖିବାକୁ ଖୁବ୍‌ ସୁନ୍ଦର, ହେଲେ ମିଳେନି ବରପାତ୍ର: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବିବାହ ପାଇଁ ଉପଯୁକ୍ତ ଯୁବକ ବା ଯୁବତୀ ନ ମିଳିବା ଏକ ସାଧାରଣ ସମସ୍ୟା। କିନ୍ତୁ ଏହି ସମସ୍ୟାଟି ସେତେବେଳେ ଘଟିଥାଏ ଯେତେବେଳେ ଯୁବକର ଭଲ ଚାକିରି କିମ୍ବା ଭଲ ଘର ପରିବାର ନ ଥାଏ। ସେହିପରି ଝିଅମାନଙ୍କର ବିବାହରେ ବିଳମ୍ବ…

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…

୫୪ଜଣଙ୍କ ସଂସ୍ପର୍ଶରେ ଆସିଥିଲେ ବଚ୍ଚନ ପରିବାର

କରୋନାରେ ଆକ୍ରାନ୍ତ ହୋଇଥିବା ମେଗାଷ୍ଟାର ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ। ତାଙ୍କ ପୁଅ ଅଭିଷେକ, ବୋହୂ ଐଶ୍ଚର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ବଚ୍ଚନ ପରିବାରର ୪ ସଦସ୍ୟଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା…

କଂଗ୍ରେସରେ ସବୁ ଗଧ ଅଛନ୍ତି, କାହିଁକି ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୧୨।୭: ରାଜସ୍ଥାନର ଶାସକ ଦଳ କଂଗ୍ରେସର ଦୁଇ କ୍ଷମତା କେନ୍ଦ୍ର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଥିବା ଅସନ୍ତୋଷ ସାମ୍ନାକୁ ଆସିଛି। ସିଏମ ଅଶୋକ ଗେହଲୋତଙ୍କ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା

ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…

ରାଜସ୍ଥାନ କଂଗ୍ରେସ ସଙ୍କଟ: କପିଲଙ୍କ ପ୍ରଶ୍ନ, ଆମେ କେବେ ଜାଗି ଉଠିବୁ

ନୂଆଦିଲ୍ଲୀ,୧୨।୭: କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ରାଜସ୍ଥାନରେ କଂଗ୍ରେସ ସଙ୍କଟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ରାଜସ୍ଥାନ ମୁଖ୍ୟାମନ୍ତ୍ରୀ ଅଶୋକ ଗେହଲୋତ ରାଜ୍ୟରେ ଭାଜପା କଂଗ୍ରେସ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରୁଛି। ଭାଜପା ୧୦ରୁ ୧୫ କୋଟି ଟଙ୍କା ଦେଇ…

ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ହୋମ ଆଇସୋଲେଶନରେ ଐଶ୍ଚର୍ଯ୍ୟା, ଆରାଧ୍ୟା

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ଚର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଜୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri