Home

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ ଡୋର ଧରିବା ଲାଗି ୧୦୧ ଜଣ ସଦସ୍ୟଙ୍କ ବହୁମତର ଆବଶ୍ୟକତା ରହିଛି। ରାଜ୍ୟରେ…

ଏସ୍‌ବିଆଇରେ ମିଳିଲାନି ଚାକିରି, ଖୋଲିଲେ ନକଲି ବ୍ୟାଙ୍କ ଶାଖା, ଆଉ ତା’ ପରେ…

ଚେନ୍ନାଇ: ତାମିଲନାଡୁର କୁଡାଲୋର ଜିଲାରେ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆର ଏକ ନକଲି ଶାଖାକୁ ପୋଲିସ ସିଲ୍‌ କରିଛି। ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି ପୂର୍ବତନ ଏସ୍‌ବିଆଇର ଜଣେ କର୍ମଚାରୀଙ୍କ ପୁଅ।…

ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍‌’

ମୁମ୍ବାଇ, ୧୨।୭: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍‌’ର କଳାବଜାରି ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବିନା…

ସପ୍ତାହରେ ୫ ଦିନ ଖୋଲିବ ସରକାରୀ କାର୍ଯ୍ୟାଳୟ

ଲକ୍ଷ୍ନୌ, ୧୨।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ରାଜ୍ୟରେ ସପ୍ତାହ ୫ ଦିନ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଖୋଲା ରହିବ।…

ଚିକିତ୍ସା କରିବାକୁ ମନା କଲେ ୩ ହସ୍ପିଟାଲ: କରୋନା ଆକ୍ରାନ୍ତ ଦ୍ୱାଦଶ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୋଲକାତା, ୧୨।୭: କରୋନା ମହାମାରୀ ସଂକ୍ରମଣ ଠାରୁ ଲୋକଙ୍କ ମଧ୍ୟରେ ଅଧିକ ଆତଙ୍କ ସୃଷ୍ଟି କରୁଛି ଏହା ପ୍ରତି ଥିବା ଭୟ। ଫଳରେ କେତେକ ରୋଗୀଙ୍କୁ ଠିକ୍‌ ସମୟରେ ଚିକିତ୍ସା ନ ମିଳିପାରିବାରୁ ସେମାନଙ୍କର ମୃତ୍ୟୁ ଘଟୁଛି। ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ…

ବାୟୁରେ କରୋନା ଭୂତାଣୁ: ଏସି ବନ୍ଦ କରନ୍ତୁ , ନଚେତ ଏହି ଉପାୟ ଆପଣାଇବାକୁ କହିଲେ ବିଶେଷଜ୍ଞ

କରୋନା ସଂକ୍ରମଣ ବାୟୁ ଦ୍ୱାରା ବ୍ୟାପୁ ନଥିବା କୁହାଯାଉଥିଲା। ହେଲେ ଏବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) କରୋନା ଭାଇରସ୍‌ ବାୟୁରେ ରହୁଥିବା ସ୍ବିକାର କରିଛି। ଏହା ଜଣାପଡ଼ିବା ପରେ କିଛି ବିଶେଷଜ୍ଞ ଲୋକମାନଙ୍କୁ ଘରର ଏସି ବନ୍ଦ କରିବାକୁ କହିଛନ୍ତି। ଯଦି…

ଭଦ୍ରକରେ ୧୧ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଲା

ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।

ଗଞ୍ଜାମରେ ଆଉ ୮ କୋଭିଡ୍‌ କେୟାର, ହେଲ୍‌ଥ ସେଣ୍ଟର ଖୋଲାଯିବ: ଜିଲାପାଳ

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍‌ କେୟାର ସେଣ୍ଟର(ସିସିସି) ଓ କୋଭିଡ୍‌ ହେଲଥ ସେଣ୍ଟର (ଡିସିଏଚ୍‌ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍‌ ଆଇସୋଲେଶନରେ ଏଠାରେ…

ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…

ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ ଫେରିଲେଣି।…

ଯୋଗୀଙ୍କ ଶାସନ: ୩ ବର୍ଷରେ ୧୧୨ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୧୨।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଏବେ ୫ ବର୍ଷର ଏନ୍‌କାଉଣ୍ଟର ତଥ୍ୟ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି। ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯିବା କିଛି ନୂଆ ଘଟଣା ନୁହେଁ। ୨୦୧୨-୧୩ରୁ ୨୦୧୭-୧୮ ଗତ ୫…

ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା

କୋରୁକୋଣ୍ଡା,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri