ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର ୭୬, କୋରାପୁଟର ୪୪, ମାଲକାନଗିରିର ୩୬, ଗଜପତି ୨୦, ମୟୂରଭଞ୍ଜର ୧୪, ବାଲେଶ୍ୱର-ଭଦ୍ରକ-କଟକର…
CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍ କେସ୍ ଥିବା ବେଳେ ୨୦୧ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦ ସୁସ୍ଥ…
୧୫ ଫୁଟିଆ ଅହିରାଜ ପଡ଼ିଲା ଧରା: ସୋସିଆଲ୍ ମିଡ଼ିଆରେ ଭାଇରାଲ
କୋଏମ୍ବାଟୁର, ୧୨।୭: ତାମିଲନାଡୁର କୋଏମ୍ବାଟୁର ନିକଟସ୍ଥ ଥୋଣ୍ଡାମୁଥୁର ଅଞ୍ଚଳର ନରସିପୁରମ୍ ଗାଁରୁ ଏକ ୧୫ ଫୁଟ ଲମ୍ବର ଅହିରାଜ ସାପ ଧରାପଡ଼ିଛି। ସ୍ଥାନୀୟ ବନ ବିଭାଗ କର୍ମଚାରୀ ଏହାକୁ ଧରି ଜଙ୍ଗଲରେ ଛାଡ଼ିଛନ୍ତି। ଶନିବାର ଗାଁ ନିକଟରେ ଥିବା ଏକ ବୁଦା…
ମହାନଦୀ ଜଳ ବିବାଦ: ୪୧ ଇସ୍ୟୁ ଫ୍ରେମ୍ କଲେ ଟ୍ରିବ୍ୟୁନାଲ; ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି
ଭୁବନେଶ୍ୱର,୧୨।୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ହୋଇଥିବା ମହାନଦୀ ଜଳ ବିବାଦ ମାମଲାରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଶନିବାର ଇସ୍ୟୁ ଫ୍ରେମ୍ କରିଛନ୍ତି। ଅଧ୍ୟକ୍ଷ ଏଏମ୍ ଖାନ୍ଓ୍ବିଲକର ଏବଂ ସଦସ୍ୟ ଜଷ୍ଟିସ ରବି ରଞ୍ଜନ ଏବଂ ଇନ୍ଦରମିତ କୌରଙ୍କୁ ନେଇ…
ଷ୍ଟାର୍ଟଅପ୍ ଏବେ ଷ୍ଟପ୍
ଭୁବନେଶ୍ୱର,୧୨।୭: କୋଭିଡ୍-୧୯ ସମଗ୍ର ଦେଶରେ ବ୍ୟବସାୟ କରିବା ଢାଞ୍ଚାକୁ ସମ୍ପୂର୍ଣ୍ଣ ଭାବେ ବଦଳାଇ ଦେଇଛି। ଅଧିକାଂଶ ବିଜ୍ନେସ୍ର ମ୍ୟାନେଜମେଣ୍ଟ ପ୍ରାକ୍ଟିସ୍ ପରିବର୍ତ୍ତନ ହୋଇଥିବା ବେଳେ ଅଧାରୁ ଅଧିକ ଷ୍ଟାର୍ଟଅପ୍ ଏବଂ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଷ୍ଟପ୍ ବା…
ପ୍ରଥମ ଥର ପାଇଁ ମାସ୍କ୍ ପିନ୍ଧିଲେ ଟ୍ରମ୍ପ୍
ଓ୍ବାଶିଂଟନ, ୧୨।୭: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଆମେରିକାରେ କରୋନା ସଂକ୍ରମଣ ଖବର ଅପେକ୍ଷା ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଏକ ଫଟୋ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଟ୍ରମ୍ପ୍ ମାସ୍କ୍…
୪୦ କୋଟି ବର୍ଷ ତଳେ ବିକଶିତ ହୋଇଥିଲା ମାଛର ଦାନ୍ତ
ଷ୍ଟକ୍ହୋମ୍: ଜୈବ ବିବର୍ତ୍ତନର ଧାରା ପୃଥିବୀରେ ସବୁବେଳେ ଜାରି ରହିଛି। ଗବେଷକଙ୍କ ମତରେ ମନୁଷ୍ୟଠାରେ ଦେଖାଯାଉଥିବା ଦାନ୍ତ ୪୦ କୋଟି ବର୍ଷତଳେ ମାଛଠାରୁ ବିକଶିତ ହୋଇଥିଲା। ମାଛର ତଳ ମାଢ଼ିରେ କୋମଳ ଦାନ୍ତ ସୃଷ୍ଟି ହେବା ପରେ ଏହାର କ୍ରମବିକାଶ ଧାରା…
ସିଙ୍ଗାପୁର ନିର୍ବାଚନରେ ପିଏପିର ବିପୁଳ ବିଜୟ
ସିଙ୍ଗାପୁର/ନୂଆଦିଲ୍ଲୀ,୧୨ା୭: ସିଙ୍ଗାପୁରରେ ଶୁକ୍ରବାର ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଶାସକ ପିପୁଲ୍ସ ଆକ୍ସନ ପାର୍ଟି (ପିଏପି) ବିପୁଳ ବିଜୟ ହାସଲ କରିଛି। ୯୩ ସଂସଦୀୟ ଆସନ ମଧ୍ୟରୁ ପ୍ରଧାନମନ୍ତ୍ରୀ ଲି ସିଏନ୍ ଲୁଙ୍ଗ୍ଙ୍କ ଦଳ ୮୩ଟି ଆସନ ପାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ…
ଫିଙ୍ଗର ଅଞ୍ଚଳରୁ ଆଂଶିକ ସେନା ହଟାଇଛି ଚାଇନା
ନୂଆଦିଲ୍ଲୀ,୧୨ା୭: ଲଦାଖର ପଙ୍ଗଓଙ୍ଗ ହ୍ରଦ ନିକଟରେ ଥିବା ଫିଙ୍ଗର ୪ ଅଞ୍ଚଳରୁ ଚାଇନା ଆଂଶିକ ସୈନ୍ୟ ପ୍ରତ୍ୟାହାର କରିଥିବା ହାଇ ରିଜୋଲ୍ୟୁଶନ ସାଟେଲାଇଟ୍ ଚିତ୍ରରୁ ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଚାଇନା ନିର୍ମାଣ କାର୍ଯ୍ୟ ଚଳାଇଥିବା ପୂର୍ବ ଚିତ୍ରରୁ ଦେଖିବାକୁ ମିଳିଥିଲା। ଭାରତ…
କରୋନା ନେଇ ପୂର୍ବରୁ ଜାଣିଥିଲା ଚାଇନା
ହଂକଂ,୧୨ା୭: କରୋନା ମହାମାରୀ ସାରା ବିଶ୍ୱରେ ୧୨ ନିୟୁତରୁ ଅଧିକ ଲୋକଙ୍କୁ ସଂକ୍ରମିତ ହେଲାଣି। ଚାଇନା ଯେଉଁ ସମୟରେ ସଂକ୍ରମଣ ନେଇ ସୂଚନା ଦେଲା ତାହାର ବହୁ ପୂର୍ବରୁ ଜାଣିଥିଲା ବୋଲି ହଂକଂର ଜଣେ ଭୂତାଣୁ ବିଜ୍ଞାନୀ କହିଛନ୍ତି। ସରକାରଙ୍କ ଉଚ୍ଚ…
ଏଯାଏ ବାହାରିନି ୪ ସଂକ୍ରମଣର ଟିକା
ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି ନ ଥିବାରୁ କିଏ ପ୍ରଥମେ ବଜାରକୁ ଏହି ଟିକା ଆଣିବ ତାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା…
ସରକାର ଭାଙ୍ଗିବାକୁ ଚକ୍ରାନ୍ତ
ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା ପକ୍ଷରୁ କଂଗ୍ରେସ ବିଧାୟକମାନଙ୍କୁ ୧୫ କୋଟି ଟଙ୍କା ଲେଖାଏ ଯଚାଯାଇଥିବା ଶନିବାର ମୁଖ୍ୟମନ୍ତ୍ରୀ ଅଶୋକ…
Archives


