ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ଖୁସି ମନାଇଲେ ଏହି ଗ୍ରାମବାସୀ
କାନପୁର,୧୧।୭: ଉତ୍ତରପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ କାନପୁର ବିକରୁ ଓ ଆଖପାଖ ଗଁାରେ ଏକ ନୂଆ ସକାଳ ଆରମ୍ଭ ହୋଇଛି। ବିକରୁ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଏବେ ବି ଘରେ ରହୁଥିବା ବେଳେ ଏଠାରୁ କିଛି…
ଆମେରିକାରେ ସ୍ଥିତି ଅଣାୟତ୍ତ: ୨୪ ଘଣ୍ଟାରେ ୭୦ ହଜାର ନୂଆ ଆକ୍ରାନ୍ତ
ଓ୍ବାଶିଂଟନ, ୧୧।୭: କରୋନା ମହାମାରୀ ସଂକ୍ରମଣରେ ଆମେରିକାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୦ ହଜାରରୁ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ
ଦିଗପହଣ୍ଡି,୧୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର ତାଙ୍କ…
କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ
କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍, ୫ ହୋମ୍ କ୍ୱାରାଣ୍ଟାଇନ୍ , ଜଣେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ…
୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି
ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍ରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ରହିଛନ୍ତି ବୋଲି ମେଜର ଜେନେରାଲ ବିରେନ୍ଦ୍ର ଭାଟ୍ସ୍…
କରୋନା ଆକ୍ରାନ୍ତ ୨ ବିଧାୟକଙ୍କ ସହ କଥାହେଲେ ନବୀନ
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଉଭୟ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଫୋନ୍ ଯୋଗେ କଥା ହୋଇଛନ୍ତି। ଉଭୟଙ୍କ…
କରୋନା ରୋଗୀଙ୍କୁ କୁକୁର ସହ ତାଲା ପକାଇଲେ କର୍ମଚାରୀ
ଗାନ୍ଧିନଗର,୧୧।୭: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କେତେକ ରାଜ୍ୟରେ କରୋନା ସଙ୍କଟର ଭୟଙ୍କର ପରିସ୍ଥିତି ଉପୁଜିଛି। ପ୍ରତିଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି ସମୟରେ କରୋନା ରୋଗୀଙ୍କ ସହ ଦୁର୍ବବ୍ୟହାର ଓ ଅବହେଳା…
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୧୨ ଲୋକାଲ କେସ୍ ରହିଛି। ସେହିଭଳି ୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…
ଜଗତ୍ସିଂହପୁରବାସୀଙ୍କୁ ଟୁଇନ୍ ସିଟି ମନା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍ସିଂହପୁରବାସୀଙ୍କୁ ଟୁଇନ୍ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି।…
ଏଠାରେ ମିଳୁଛି ବିବାହ ପାଇଁ ସ୍ବତନ୍ତ୍ର ମାସ୍କ: ଦାମ୍ ୧.୫ ଲକ୍ଷରୁ ଆରମ୍ଭ
ମହାମାରୀ କରୋନା ସମୟରେ ମାସ୍କ ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଉଛି। ସେହିପରି ଏହା ଏବେ ରୋଜଗାର ଏକ ମାଧ୍ୟମ ପାଲଟିଲାଣି। ଏହି କ୍ରମରେ ଗୁଜୁରାଟ ସୁରଟର ଏକ ଗହଣା ଦୋକାନୀ ସ୍ବତନ୍ତ୍ର ମାସ୍କ ତିଆରିକରି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଗହଣା ଦୋକାନରେ…
ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ
ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ପୁଣି ଥରେ ରଥଯାତ୍ରାରେ ନିୟୋଜିତ ହୋଇଥିବା ସେବାୟତମାନଙ୍କର କୋଭିଡ…
ପ୍ରକାଶ ପାଇଲା ଟପ୍ ଟେନ୍ ଧନଶାଳୀ ବ୍ୟକ୍ତି ତାଲିକା: ଓ୍ବାରେନ୍ ବଫେଟଙ୍କୁ ପଛରେ ପକାଇଲେ ମୁକେଶ
ନୂଆଦିଲ୍ଲୀ,୧୧।୭: ସମ୍ପତ୍ତି ମାମଲାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଓ୍ବାରେନ ବଫେଟଙ୍କୁ ପଛରେ ପକାଇଦେଇଛନ୍ତି। ବ୍ଲୁମମର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ ଗୁରୁବାର ସୁଦ୍ଧା ମୁକେଶଙ୍କ କମ୍ପାନୀ ୬୮.୩ ବିଲିୟନ୍ ଡଲାର ଆୟ କରିଥିବା ବେଳେ ଓ୍ବାରେନ ବଫେଟଙ୍କ କମ୍ପାନୀ ୬୭.୯…
Archives


