Home

ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୧୩ା୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣିତାଲ ଛକରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ୍‌ ଶନିବାର ବିଳମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଗ୍ୟାସ କଟର ସାହାଯ୍ୟରେ ଏହାର ଚେଚିସ ବକ୍ସକୁ କଟା ଯାଇଥିବାର ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳ ପୋଲିସ…

ଡ୍ରାଗନର ମିଛ ପଡ଼ିଲା ଧରା: ଗଲଓ୍ବାନରେ ୬୦ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା

ଓ୍ବାଶିଂଟନ, ୧୩।୯: ଗଲଓ୍ବାନ ଘାଟିରେ ଜୁନ୍‌ ୧୫ରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ତେବେ ଚାଇନାର କମ୍‌ ସୈନ୍ୟଙ୍କର ମୃତ୍ୟୁ ଘଟିଥିବା ପିପୁଲସ୍‌ ଲିବରେଶନ ଆର୍ମି(ପିଏଲ୍‌ଏ)…

ଆଜି ଆଉ ୧୦ ଜୀବନ ନେଲା କରୋନା, ୬୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧରୁ ୩ କରୋନା ଆକ୍ରାନ୍ତଙ୍କ…

ଲଦାଖରେ ଭାରତ-ଚାଇନା ମୁହାଁ ମୁହିଁ: ସ୍ପୁଙ୍ଗୁର ଗ୍ୟାପ୍‌ରେ ଶୁଟିଂ ରେଞ୍ଜ୍‌ରେ ଉଭୟ ପକ୍ଷ

ଲେହ, ୧୩।୯: ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପେଙ୍ଗୋଙ୍ଗ୍‌ ହ୍ରଦର ଦକ୍ଷିଣରେ ଥିବା ସ୍ପୁଙ୍ଗୁର ଗ୍ୟାପ୍‌ରେ ଉଭୟ ପକ୍ଷ ପରସ୍ପରର ରାଇଫଲ ଶୁଟିଂ ରେଞ୍ଜ୍‌ ମଧ୍ୟରେ ରହିଛନ୍ତି। ଫଳରେ ସୀମାରେ ପୁଣି ଯୁଦ୍ଧ ସ୍ଥିତି ଘନେଇବାରେ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୩୪୮…

ଘାରିଲାଣି ଅର୍ଥଚିନ୍ତା: ନଭେମ୍ବରରେ ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): କୋଭିଡ୍‌-୧୯ କେବଳ ସ୍ବାସ୍ଥ୍ୟ ନୁହେଁ ଅର୍ଥନୀତିକୁ ମଧ୍ୟ ଉଜାଡି ଦେଇଛି। ରାଜ୍ୟର ଆର୍ଥିକ ଅବସ୍ଥା ଗୁରୁତର ସଙ୍କଟ ଦେଇ ଗତିକରୁଛି। ରାଜସ୍ବ ଆଦାୟ କମିବା ଯୋଗୁ ପରିସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଅନୁଦାନ କମିବା…

୧୧ଦିନରେ ୧୧ ହଜାରରୁ ଅଧିକ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୧୧ ଦିନରେ ଦେଶରେ ୧୧ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ପ୍ରତି ଦିନ ମୃତ୍ୟୁ ସଂଖ୍ୟା ହଜାରେରୁ ଅଧିକ ରହୁଛି।…

ପୁଣିଥରେ ଏମ୍ସରେ ଭର୍ତ୍ତି ହେଲେ ଅମିତ ଶାହା

ନୂଆଦିଲ୍ଲୀ,୧୩ ।୯: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି । ହଠାତ୍ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ଶନିବାର ବିଳମ୍ବିତ ରାତିରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତି ଓ ଭେଷଜ…

ସୋମବାର ମୌସୁମୀ ଅଧିବେଶନ: କରୋନା ପାଇଁ ସର୍ବଦଳୀୟ ବୈଠକ ମନା

ନୂଆଦିଲ୍ଲୀ, ୧୩।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ପ୍ରତି ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକର ଆୟୋଜନ କରାଯାଇଥାଏ। ତେବେ ଚଳିତ ଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବାତିଲ କରାଯାଇଛି।…

ଦିଲ୍ଲୀ ଦଙ୍ଗା: ଚାର୍ଜଶିଟ୍‌ରେ ୟେଚୁରୀ-ଯୋଗେନ୍ଦ୍ର-ଜୟତୀଙ୍କ ନାମ

ନୂଆଦିଲ୍ଲୀ, ୧୩।୯: ଫେବୃୟାରୀ ୨୩ରୁ ୨୬ ମଧ୍ୟରେ ଉତ୍ତରପୂର୍ବ ଦିଲ୍ଲୀରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗାର ଚାର୍ଜଶିଟ୍‌ରେ ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ, ସ୍ବରାଜ ଅଭିଯାନ ନେତା ଯୋଗେନ୍ଦ୍ର ଯାଦବ, ଅର୍ଥନୀତିଜ୍ଞ ଜୟତୀ ଘୋଷ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଅପୂର୍ବାନନ୍ଦଙ୍କ ନାମ…

‘ବାକ୍‌ ସ୍ବାଧୀନତା ସମ୍ପୂର୍ଣ୍ଣ ଅଧିକାର ନୁହେଁ’

ବମ୍ବେ,୧୩।୯(ପି.ଟି.): ଭାରତୀୟ ସମ୍ବିଧାନର ଧାରା-୧୯ରେ ଉଲ୍ଲେଖ ଥିବା ବାକ୍‌ ସ୍ବାଧୀନତା(ଫ୍ରିଡମ୍‌ ଅଫ୍‌ ସ୍ପିଚ୍‌ ଆଣ୍ଡ୍‌ ଏକ୍ସେପ୍ରେଶନ) ସମ୍ପୂର୍ଣ୍ଣ ଅଧିକାର ନୁହେଁ ବୋଲି ଶୁକ୍ରବାର ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ପ୍ରକାଶ କରିଛନ୍ତି। ଏଥିସହିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ…

ହାମିଲଟନଙ୍କୁ ପୋଲ ପୋଜିଶନ

ମୁଗେଲୋ (ଇଟାଲୀ), ୧୩ା୯ (ଏପି)-ଟସ୍କାନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ମୋଟର ରେସ୍‌ ପାଇଁ ଲୁଇସ୍‌ ହାମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲଟେରି ବୋଟାସ୍‌ଙ୍କୁ .୦୫୯ ସେକେଣ୍ଡ ପଛରେ ପକାଇ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏହାଦ୍ୱାରା ତାଙ୍କ ପୋଲ୍‌ପୋଜିଶନ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?