Home

‘ଆମେରିକା-ଭାରତ ଟ୍ରେଡ ଡିଲକୁ ନେଇ ଟ୍ରମ୍ପଙ୍କ ସହ ୮ଥର କଥା ହୋଇଛନ୍ତି ମୋଦି’, ଆମେରିକାକୁ ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯।୧: ଆମେରିକା ଏବଂ ଭାରତ ମଧ୍ୟରେ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ସମ୍ପର୍କରେ ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକଙ୍କ ବିବୃତ୍ତିକୁ ନେଇ ଏକ ଉଷ୍ମ ବିତର୍କ ଚାଲିଛି। ସେ ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ବାଣିଜ୍ୟ ଚୁକ୍ତି ସମ୍ପର୍କରେ…

ଚା’ ବଗିଚା ପାଇଁ ୨୨୦୦ ଏକର ଜାଗା ଚିହ୍ନଟ, ଆଜି ଜିଲାସ୍ତରୀୟ ବୈଠକରେ…

କେନ୍ଦୁଝର,୯ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ ଚା’ ବଗିଚା ପୁନରୁଦ୍ଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଗତକାଲି କୋଲକାତାସ୍ଥିତ ଟି’ ବୋର୍ଡ ଇଣ୍ଡିଆର ୨ ଜଣିଆ ସଦସ୍ୟ ଉକ୍ତ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା…

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…

ଛୁଟି ବଢ଼ିଲା: ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ ସ୍କୁଲ ଆସିବେନି ଛାତ୍ରୀଛାତ୍ର

ଚଣ୍ଡିଗଡ଼,୯ା୧: ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି। ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଶାସିତ ରାଜ୍ୟ ଚଣ୍ଡିଗଡ଼ର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଏବଂ ବେସରକାରୀ ସମସ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି। ସ୍କୁଲଗୁଡ଼ିକର ସମୟ ଏବଂ ଶୀତକାଳୀନ ଛୁଟି…

ହିମାଚଳରେ ବଡ଼ ଧରଣର ସଡ଼କ ଦୁର୍ଘଟଣା

ନାହନ,୯।୧: ହିମାଚଳ ପ୍ରଦେଶରେ ଏକ ବସ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ ଗଭୀର ଗର୍ତ୍ତରେ ଖସିପଡ଼ିଛି। ଏପର୍ଯ୍ୟନ୍ତ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରାପ୍ତ ସୂଚନା…

‘ଜୟ ଶାହ କେବେ ବ୍ୟାଟ ଧରି ନଥିଲେ’, ପୂର୍ବତନ ବିସିବି ସଦସ୍ୟଙ୍କ ବୟାନ ସାରା ବିଶ୍ୱକୁ ଚକିତ କରିଦେଲା, ଭାରତ ସହ ପାକିସ୍ତାନକୁ ମଧ୍ୟ…

ନୂଆଦିଲ୍ଲୀ,୯।୧: ବିଶ୍ୱ କ୍ରିକେଟରେ ବାଂଲାଦେଶ ଏବଂ ଭାରତ ମଧ୍ୟରେ ସମ୍ପର୍କ ବର୍ତ୍ତମାନ ତିକ୍ତ। ବିସିସିଆଇ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଆଇପିଏଲରୁ ବହିଷ୍କାର କରିଥିଲା, ଯାହା ଫଳରେ ଏକ ବଡ଼ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ବାଂଲାଦେଶ ବିସିସିଆଇ ବିରୋଧରେ ପ୍ରତିବାଦ…

ଟ୍ରମ୍ପଙ୍କୁ ଖୋଲା ଚେତାବନୀ ଦେଲେ ଖାମିନେଇ: ଆମେ ଛାଡ଼ିବୁନି…

ତେହେରାନ,୯।୧: ଇରାନରେ ବିରୋଧ ପ୍ରଦର୍ଶନ ମଧ୍ୟରେ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମିନେଇ ଆମେରିକା ଏବଂ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତି। ଖାମିନେଇ କହିଛନ୍ତି, ଆମେ କେବେବି ଆମର ସୀମା ଭୁଲିବୁ ନାହିଁ, କିନ୍ତୁ ଯଦି କେହି ଆମ ଉପରେ ଆକ୍ରମଣ…

ସୁଧୁରୁନି ବାଂଲାଦେଶ: ପୁଣି ICC ନିକଟରେ କଲା ଗୁହାରି

ନୂଆଦିଲ୍ଲୀ,୯।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେବାକୁ ଥିବା ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଏହାର ଖେଳାଳିମାନଙ୍କୁ ଭାରତ ପଠାଇବାକୁ ଚାହୁଁନାହିଁ। BCB ଏହି ମର୍ମରେ ପୁଣି ଥରେ ICCକୁ ଇମେଲ କରିଛି।…

କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ…

Shukra Gochar Rashifal: ଶନିଙ୍କ ରାଶିରେ ପ୍ରବେଶ କରିବେ ଶୁକ୍ର, ଜାନୁଆରୀ ୧୩ ପରେ ଏହି ୩ଟି ରାଶି…

ଭୌତିକ ସୁଖ ଏବଂ ସୃଜନଶୀଳତାର ଦାୟିତ୍ୱରେ ଥିବା ଶୁକ୍ର ଗ୍ରହ ଜାନୁଆରୀ ୧୩ ତାରିଖରେ ଧନୁ ରାଶିରୁ ମକର ରାଶିକୁ ଗମନ କରିବେ। ଏହି ଗମନ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ହୋଇପାରେ। ଶୁକ୍ରଙ୍କ ପରିବର୍ତ୍ତନଶୀଳ ସ୍ଥିତି ଯୋଗୁଁ, ତିନୋଟି…

ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଝାରସୁଗୁଡ଼ା,୯ା୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ପ୍ରବଳ ଶୀତ ଲହରି ଜାରି ରହିଥିବା ବେଳେ ଗୁରୁବାର ରାତିରେ ସର୍ବନିମ୍ନ ତାପମାତ୍ରା ୪. ୬ ଡିଗ୍ରୀକୁ ଖସି ଗତ ୭୨ ବର୍ଷର ରେକର୍ଡ ଭାଙ୍ଗିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଗତ ଏକ…

ଆପଣ କାହିଁକି ଏତେ ଭୟ କରୁଛନ୍ତି? ମମତାଙ୍କୁ କଡ଼ା ପ୍ରଶ୍ନ କଲା ଭାଜପା

କୋଲକାତା,୯।୧: ଗୁରୁବାର କୋଲକାତାରେ ନିର୍ବାଚନ ପରାମର୍ଶଦାତା IPAC ର ମୁଖ୍ୟ ପ୍ରତୀକ ଜୈନଙ୍କ ଘରେ ଚଢାଉ ସମୟରେ ମମତା ବାନାର୍ଜୀ କ୍ରୋଧିତ ହୋଇଥିଲେ। ଘଟଣାସ୍ଥଳକୁ ପହଞ୍ଚି ସେ ଏକ ଫାଇଲ ଏବଂ ଏକ ଲାପଟପ ଛଡ଼ାଇ ନେଇଥିଲେ। ଭାଜପା ନେତା ରବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?