ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟବାସୀ କରୋନା(କୋଭିଡ-୧୯) ମହାମାରୀ ସହ ଲଢ଼େଇ କରୁଛନ୍ତି। ୪ଟି ପର୍ଯ୍ୟାୟ ଲକ୍ଡାଉନ୍ ପରେ…
କ୍ୟାମେରା ଧରି ସମୂଦ୍ରକୁ ଡେଇଁଲେ ଉର୍ବଶୀ: ପଛରେ ପଡ଼ିଗଲା ବିଶାଳକାୟ ମାଛ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। କିଛି ଦିନର ବ୍ୟବଧାନରେ ସେ ନିଜର ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ଏବେ ସେ ନିଜର ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍ ଭାଇରାଲ ହେବାରେ…
ଟ୍ରେନିଂକୁ ଫେରିଲେ ଅଶ୍ୱିନୀ, ଲକ୍ଷ୍ୟ
ନୂଆଦିଲ୍ଲୀ,୪।୬(ପି.ଟି.): ବ୍ୟାଡ୍ମିଣ୍ଟନ ତାରକା ଅଶ୍ୱିନୀ ପୋନାପ୍ପା ଓ ଲକ୍ଷ୍ୟ ସେନ୍ଙ୍କ ସମେତ ୨୦ଜଣ ଅନ୍ୟ ଭାରତୀୟ ଖେଳାଳି ଟ୍ରେନିଂକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବେଙ୍ଗାଲୁରୁ ସ୍ଥିତ ପ୍ରକାଶ ପାଦୁକନ୍ ବ୍ୟାଡ୍ମିଣ୍ଟନ ଏକାଡେମୀ (ପିପିବିଏ)ରେ ଏହି ଖେଳାଳିମାନେ ଅଭ୍ୟାସ ଆରମ୍ଭ କରିଛନ୍ତି। କୋଭିଡ-୧୯ ମହମାରୀ…
ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଉଥାପ୍ପା
ନୂଆଦିଲ୍ଳୀ,୪।୬(ପି.ଟି.): ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍ ଉଥାପ୍ପା ଏକଦା ମାନସିକ ଦୁଃଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ ଏ…
କୋଭିଡ୍-୧୯ ନୋଡାଲ ଅଫିସରଙ୍କ ଟିଏମ୍ସି ପରିଦର୍ଶନ
ଚୌଦ୍ୱାର,୪।୬(ଡି.ଏନ୍.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍-୧୯ ପାଇଁ ନିଯୁକ୍ତ ନୋଡାଲ ଅଫିସର ସୌରଭ୍ ଗର୍ଗ। ସେ ବାଣିପଦା, କୟଳପଡ଼ା ସମେତ ଅନେକ ମେଡିକାଲ କେନ୍ଦ୍ର ବୁଲି…
ଦାରିଙ୍ଗବାଡ଼ି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଛନ୍ତି ୫୬୫ ପ୍ରବାସୀ: ଡାକ୍ତରଙ୍କ ଦ୍ୱାରା ନିୟମିତ କରାଯାଉଛି ସ୍ବାସ୍ଥ୍ୟ ପରୀକ୍ଷା
ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରରେ ମୋଟ ୭୪୩ ପ୍ରବାସୀ ରହିଥିଲେ। ସେମାନଙ୍କ ମଧ୍ୟରୁ ଅଦ୍ୟାବଧି ୧୭୮ ପ୍ରବାସୀ ନିଜ ଘରକୁ ଫେରିଥିବା ଜଣାପଡ଼ିଛି। ଏହି ସମସ୍ତ ପ୍ରବାସୀ ଦାରିଙ୍ଗବାଡ଼ି ବ୍ଲକ ସମେତ ଜିଲାର ବିଭିନ୍ନ…
ସୈଫ୍ଙ୍କ ପିଠିରେ ଶୋଇ ମଜା ଉଠାଉଛନ୍ତି ପୁଅ ତୈମୁର, ଫଟୋ ଶେୟାର କଲେ କରୀନା
ମୁମ୍ବାଇ: କରୋନା ଭାଇରସ୍ ଯୋଗୁ ସମଗ୍ର ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହି ସମୟରେ ବଲିଉଡ୍ ଷ୍ଟାର୍ମାନେ ସାଧାରଣ ଲୋକଙ୍କ ପରି ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। ସେ ଏହି…
ପାପଡାହାଣ୍ଡି ଅଞ୍ଚଳରେ ପଙ୍ଗପାଳ ଭଳି କୀଟ: ଲୋକେ ଭୟଭୀତ
ପାପଡାହାଣ୍ଡି, ୪।୬ (ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅଞ୍ଚଳରେ ପଙ୍ଗପାଳ ଭଳି କିଟ ଦେଖିବାକୁ ମିଳିଛି। ରାଣିସଲାଠାରୁ ଉମରାହାଣ୍ଡି ରାସ୍ତାର ଗୋଟିଏ ଗଛରେ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ସଂଖ୍ୟାରେ ଏହି କିଟ ବସି ଗଛର ପତ୍ର ଖାଉଥିବା ଦୃଶ୍ୟ ଦେଖିବାକୁ…
ଖେଳ ହେଲା କାଳ: ଗାଡ଼ିଆରେ ବୁଡ଼ି ୨ ଯାଆଁଳା ଭାଇଙ୍କ ଜୀବନଗଲା
ପାଟଣା,୪।୬(ସ୍ବ.ପ୍ର.): ଦୁଇ ଯମଜ ଭାଇଙ୍କ ଲାଗି ଖେଳ କାଳ ହୋଇଛି। ଖେଳୁ ଖେଳୁ ଗୁରୁବାର ଗଡ଼ିଆରେ ବୁଡ଼ି ୮ ବର୍ଷ ଦୁଇ ଯାଆଁଳା ଭାଇଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର…
ଶିଖର ଧାଓ୍ବନଙ୍କ ମେକ୍ଅପ୍ କଲେ ପୁଅ ଜୋରାଭର୍
ଲକ୍ଡାଉନ୍ ଏବେ କ୍ରିକେଟ୍ ସିରିଜ୍ ନ ଥିବାରୁ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଭାରତୀୟ କ୍ରିକେଟର୍ ଶିଖର ଧାଓ୍ବନ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପୁଅ ଜୋରାଭର ସହ ସେ ଅନେକ ମଜାଳିଆ ଭିଡିଓ ଶେୟାର କରିଥାନ୍ତି। ନିକଟରେ…
CORONAVIRUS UPDATE: ପୁଣି ୬୫ ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୪୮୧ ବୃଦ୍ଧି
ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୪, ଜଗତସିଂହପୁର-କେନ୍ଦ୍ରାପଡ଼ାର ୧୦, ଭଦ୍ରକର ୮, କେନ୍ଦୁଝରର ୭, ବଲାଙ୍ଗୀରର ୬, ଖୋର୍ଦ୍ଧାର ୩, ବାଲେଶ୍ୱର-ଯାଜପୁରର ୨, ଢେଙ୍କାନାଳ-ଝାରସୁଗୁଡ଼ା-କନ୍ଧମାଳର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ…
ରାଜ୍ୟସଭା ନିର୍ବାଚନ ପୂର୍ବରୁ ଗୁଜରାଟରେ ୨ କଂଗ୍ରେସ ବିଧାୟକଙ୍କ ଇସ୍ତଫା
ଅହମଦାବାଦ, ୪।୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ଏଠାରେ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ଅନ୍ୟ ୫ ଜଣ ବିଧାୟକ ଇସ୍ତଫା ଦେଇଥିଲେ। କର୍ଜନ ବିଧାୟକ ଅକ୍ଷୟ ପଟେଲ…
Archives


