Home

ଭୁବନେଶ୍ୱରରୁ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇଟ୍‌ କରି ସୂଚନା ଦେଲା ବିଏମ୍‌ସି

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱରରେ ଆଉ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କଳିଙ୍ଗ ବିହାର ଅଞ୍ଚଳର। ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଭଳି ଅନ୍ୟ ୩ ସଂକ୍ରମିତ ଲୋକାଲ କେସ୍‌…

୮ ବର୍ଷରେ ୭୫୦ ବାଘଙ୍କ ଯାଇଛି ଜୀବନ: ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ, ୪।୬: ଜଙ୍ଗଲର ରାଜା ବାଘର ସୁରକ୍ଷା ନେଇ ଏବେ ପ୍ରଶ୍ନ ଉଠିଛି। ନିଜ ଜଙ୍ଗଲରେ ମଧ୍ୟ ବାଘ ସୁରକ୍ଷିତ ନୁହଁନ୍ତି। ଗତ ୮ ବର୍ଷ ମଧ୍ୟରେ ଦେଶରେ ୭୫୦ ବାଘଙ୍କ ଜୀବନ ଯାଇଥିବା ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ଜାତୀୟ ବାଘ…

ଗଞ୍ଜାମ ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ ୩୨୧୨ ପ୍ରବାସୀ: ଘରକୁ ଫେରିଲେଣି ୨୬୦୨

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ୧୩୦ କାରାଣ୍ଟାଇନ ସେଣ୍ଟରରୁ ୯୩ଟି କାର୍ଯ୍ୟକ୍ଷମ ହୋଇଛି l ବ୍ଲକର ୩୨୧୨ ପ୍ରବାସୀ କାରାଣ୍ଟାଇନରେ ଭର୍ତ୍ତି ହୋଇଥିଲେ l ସେଥିରୁ ୨୬୦୨ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୬୧୦ ପ୍ରବାସୀ…

ଠେଙ୍ଗାରେ ପିଟିପିଟି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

କୁଆଁରମୁଣ୍ଡା,୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗ୍ରାମର ପ୍ରହ୍ଲାଦ ଲାଖୁଆ(୪୩)ଙ୍କୁ ସେହି ଗ୍ରାମର ରଞ୍ଜିତ୍‌ ପ୍ରଧାନ(୪୦) ବୁଧବାର ରାତିରେ ପିଟିପିଟି ହତ୍ୟା କରିଥିବା ନେଇ ଗୁରୁବାର ସକାଳୁ ଥାନାରେ ଅଭିଯୋଗ ହୋଇଛି। ମୃତ ପ୍ରହ୍ଲାଦଙ୍କ ପୁଅ ସନ୍ତୋଷ ଲାଖୁଆ…

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁପ୍ରିମ୍‌କୋର୍ଟରେ ମାନିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ତେଣୁ ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯିବାର ଆବଶ୍ୟକତା ଥିବା ସରକାର…

ଦିଲ୍ଲୀ ଆସୁଥିବା ଯାତ୍ରୀଙ୍କୁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ, ୪।୬: ଦିଲ୍ଲୀକୁୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ଲାଗି ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ ନିୟମ ଲାଗୁ ହୋଇଛି। ବସ୍‌,ଟ୍ରେନ୍‌ ଅବା ବିମାନରେ ଦିଲ୍ଲୀକୁ ଆସୁଥିବା ଯାତ୍ରୀ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହାପୂର୍ବରୁ…

ଅନୁଗୋଳରେ ପୁଣି କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି

ଅନୁଗୋଳ ଅଫିସ, ୪।୬: ଅନୁଗୋଳ ଜିଲାରୁ ଗୁରୁବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରୁମାଗଡ଼ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ପୋଲସରା,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ରୁମାଗଡ଼ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିଛି ଜିଲା ପ୍ରଶାସନ। ଉକ୍ତ ଗ୍ରାମରେ ଜଣେ ମହିଳାଙ୍କ ପଜିଟିଭ୍‌ ଆସିଥିଲା। ପରେ ସଂପୃକ୍ତ ପରିବାରର ଅନ୍ୟ ୪ ଜଣଙ୍କର ପଭିଟିଭ୍‌ ଆସିଥିଲା। ଯାହାକୁ…

ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟା ଏଣ୍ଟ୍ରି ଅପରେଟର, ତହସିଲଦାର ଅଟକ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟାଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ। ଏକ ଜମିଜମା ମାମଲା ପାଇଁ ଧନେଶ୍ୱର ୧ ଲକ୍ଷ ୨୦ହଜାର ଟଙ୍କା ନେଉଥିଲେ। ଏହି ସମୟରେ ଡିଏସ୍‌ପି ଅକ୍ଷୟ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଚଢ଼ାଉ…

କରୋନା ସମ୍ବନ୍ଧୀୟ ଲକ୍ଷଣ ନ ଲୁଚାଇବାକୁ ଜିଲାପାଳଙ୍କ ଅନୁରୋଧ

ଛତ୍ରପୁର,୪ା୬(ଡି.ଏନ୍‌.ଏ.): କରୋନା ସମ୍ବନ୍ଧୀୟ ଲକ୍ଷଣ ଦେଖାଗଲେ ଲୁଚାନ୍ତୁ ନାହିଁ। ତୁରନ୍ତ ଡାକ୍ତରୀ ପରାମର୍ଶ ନିଅନ୍ତୁ। ଫଳରେ କରୋନା ଭାଇରସ୍‌କୁ ହରାଇ ହେବ ବୋଲି ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ଏହା କହିଛନ୍ତି। କୋଭିଡ୍‌-୧୯ର ନୂଆ ଗାଇଡ୍‌ଲାଇନ୍‌…

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ୧୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୪ା୬ : ବରଗଡ଼ ଜିଲାରେ ପୁଣି ଜଣେ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲିର ଏବଂ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଗୁରୁବାର ସୂଚନା…

ଶ୍ରମିକଙ୍କ ପ୍ରାପ୍ୟ ଶୁଣାଣି: କୁଆଡ଼େ ଗଲା ୨୦ ହଜାର କୋଟି, ପଚାରିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୪।୬: ଲକ୍‌ଡାଉନ୍‌ ସମୟରେ ଶ୍ରମିକଙ୍କ ପ୍ରାପ୍ୟ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଉପରେ ଶକ୍ତ ମନୋଭାବ ପୋଷଣ କରିଛନ୍ତି। ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ଶ୍ରମିକ ଏବଂ ଦିନ ମଜୁରିଆ ପ୍ରାପ୍ୟ ପାଇବା ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri