Home

ନଭେମ୍ବର-ଡିସେମ୍ବରରେ ଭାରତରେ ପହଞ୍ଚିସାରିଥିଲା କରୋନା !

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଭାରତରେ କେବେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା ସେନେଇ ହାଇଦ୍ରାବାଦ ସ୍ଥିତ ସେଣ୍ଟର ଫର୍‌ ସେଲ୍ୟୁଲାର ଆଣ୍ଡ୍‌ ମଲିକ୍ୟୁଲାର ବାୟୋଲୋଜି(ସିସିଏମ୍‌ବି) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୨୬୦ ରହିଛି ବୋଲି…

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ ମେ’ ୨୭ ତାରିଖରେ କେରଳରେ ଘଟିଥିବା ଏହି ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା…

କ୍ଷୁଧାରେ କଟୁଛି ହାତୀଙ୍କ ଜୀବନ

ବେଙ୍ଗାଲୁର,୪।୬: କୋଭିଡ୍‌-୧୯ ଯୋଗୁ ମଣିଷଠାରୁ ଆରମ୍ଭ କରି ସମଗ୍ର ଜୀବଜଗତ ପ୍ରଭାବିତ ହୋଇଛନ୍ତି। ରୋଜଗାର ହରାଇ କୋଟିକୋଟି ଲୋକ ଭୋକ ଉପାସରେ ଜୀବନ କାଟୁଥିବାବେଳେ ପଶୁପକ୍ଷୀମାନେ ମଧ୍ୟ ଏଥିରୁ ବାଦ୍‌ପଡ଼ି ନାହାନ୍ତି। ବିଶେଷକରି ବ୍ୟକ୍ତିଗତ ମାଲିକାନାରେ ଥିବା ହାତୀମାନେ ନାହିଁ ନ…

ସଦୟ ହେଲା ‘ନିସର୍ଗ’

ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇଠାରୁ ପ୍ରାୟ ୧୦୦ କି.ମି. ଦୂର ରାୟଗଡ଼ ଜିଲାର ଆଲିବାଗ୍‌ଠାରେ ବାତ୍ୟା ‘ନିସର୍ଗ’ ବୁଧବାର…

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍‌ପିଏଲ୍‌କୁ ତ୍ରିବେଣୀ ଓ…

୬ରେ ସେନାଧିକାରୀ ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ,୪ା୬: ସୀମା ବିବାଦକୁ ନେଇ ଲଦାଖ ପୂର୍ବାଞ୍ଚଳରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହୋଇଥିବାବେଳେ ଏହାର ସମାଧାନ ଲାଗି ୬ ତାରିଖରେ ଦୁଇ ଦେଶର ଉଚ୍ଚ ସାମରିକ ସ୍ତରୀୟ ଆଲୋଚନା ହେବାକୁ ଯାଉଛି। ଏଥିରେ ଭାରତ ପକ୍ଷରୁ ୧୪ କର୍ପସ୍‌ର…

ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୬(ବ୍ୟୁରୋ):ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ୦.୯ କି.ମି. ଉପରେ ଏକ ଟ୍ରପ୍‌ଲାଇନ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଛତିଶଗଡ଼ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪…

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ ଏଏପି କାଉନସିଲର ତାହିର ହୁସେନ୍‌ଙ୍କ ନେତୃତ୍ୱରେ ଉତ୍ତ୍ୟକ୍ତ ଜନତା ନିର୍ଦ୍ଦିଷ୍ଟ ଭାବରେ ଅଙ୍କିତ୍‌ଙ୍କୁ ଟାର୍ଗେଟ…

ଗ୍ବାଦରରେ ନୌସେନା ଘାଟି ଗଢ଼ୁଛି ଚାଇନା

ଗ୍ବାଦର,୪ା୬: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶସ୍ଥିତ ଗ୍ବାଦର ବନ୍ଦରରେ ଚାଇନା ଗୋପନରେ ଏକ ହାଇ ସିକ୍ୟୁରିଟି କମ୍ପାଉଣ୍ଡ ନିର୍ମାଣ କରୁଛି। ଏହାକୁ ଚାଇନା ନୌସେନା ଘାଟି ଭାବେ ବ୍ୟବହାର କରିବ ବୋଲି ଜଣାପଡ଼ିଛି। ଫୋର୍ବସ ମାଗାଜିନ୍‌ର ରିପୋର୍ଟ ଅନୁସାରେ ବିଶ୍ଳେଷକମାନେ ଏହାକୁ ଗ୍ବାଦରରେ…

ଭିଡିଓ କନଫରେନ୍ସରେ ହୋଇପାରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ବିଧାନସଭା ଅଧିବେଶନ ବସିବା କ୍ଷେତ୍ରରେ ବାଧା ସୃଷ୍ଟି କରିଛି। ଆସନ୍ତା ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ମଧ୍ୟରେ ବାଚସ୍ପତି ବିଧାନସଭା ଅଧିବେଶନ ଡାକି ପାରନ୍ତି। ପୂର୍ବଭଳି ବିଧାନସଭାରେ ଅଧିବେଶନ ନ ହୋଇ ଲୋକସେବା ଭବନରେ…

ଜୁନ୍‌, ଜୁଲାଇ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ: ବାଚସ୍ପତି

ଭୁବନେଶ୍ୱର, ୪।୬(ବ୍ୟୁରୋ):ଗଞ୍ଜାମର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭିଡିଓ କନ୍‌ଫରେନ୍ସ ଜରିଆରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୌସୁମୀ ଜନିତ ସମ୍ଭାବ୍ୟ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଜିଲାର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରାଯାଇଥିଲା। ବିଧାନସଭାର କନ୍‌ଫରେନ୍ସ ପ୍ରକୋଷ୍ଠରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri