ନୀଳଗିରି ଅଞ୍ଚଳରେ ନିଶାଶକ୍ତ ଯୁବକଙ୍କ ଉନ୍ମତକାଣ୍ଡ: ୨୪ ଘଣ୍ଟା ପରେ କାବୁକଲା ପୋଲିସ
ସଜନାଗଡ଼,୧୨।୮ (ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ବାଉଁଶବଣିଆ ପଞ୍ଚାୟତ ଛୋଟକାନପୁର ଗ୍ରାମର ଜଣେ ନିଶାଶକ୍ତ ଯୁବକ ଉନ୍ମତକାଣ୍ଡ ଘଟାଇଛନ୍ତି। ଦୀର୍ଘ ୨୪ ଘଣ୍ଟା ପରେ ପୋଲିସ ଉକ୍ତ ଯୁବକଙ୍କୁ କାବୁ କରିବାରେ ସଫଳ ହୋଇଛି। ସେ ହେଲେ ବିଶ୍ୱଜିତ…
କ୍ୟାନସର ପୀଡିତ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଏମିତି ମେସେଜ୍ ଦେଲେ କ୍ରିକେଟର
ଅଭିନେତା ସଞ୍ଜୟ ଦତ୍ତ କ୍ୟାନ୍ସରରେ ପୀଡିତ ହୋଇଥିବା ଖବର ସାମ୍ନାକୁ ଆସିବା ପରେ ତାଙ୍କ ଆରୋଗ୍ୟ କାମନା କରିଛନ୍ତି ଶୁଭଚିନ୍ତକ। ଫିଲ୍ମ ଇଣ୍ଡଷ୍ଟ୍ରୀର ଅନେକ କଳାକାର ଟୁଇଟର ଯୋଗେ ତାଙ୍କ ଆରୋଗ୍ୟ କାମନା କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି କ୍ରିକେଟର ଯୁବରାଜ…
ମାନ ଅଭିମାନ ଶେଷ: ରାଜସ୍ଥାନରୁ ଉଭେଇଲା ରାଜନୈତିକ ଝଡ଼
ଜୟପୁର, ୧୨।୮: ଗତ କିିଛି ଦିନ ଧରି କଂଗ୍ରେସ ଶାସିତ ରାଜସ୍ଥାନ ସରକାରଙ୍କ ଘର କଳିର ଅନ୍ତ ଘଟିଛି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ମାନ ଅଭିମାନ ଶେଷରେ ଦଳର ସ୍ବାର୍ଥ ଆଗରେ ହାର…
ପ୍ରଥମ କରୋନା ଟିକା ନେଇଥିବା ରୁଷିଆର ରାଷ୍ଟ୍ରପତିଙ୍କ ଝିଅ ବିଷୟରେ ଜାଣନ୍ତୁ…
ମସ୍କୋ,୧୨।୮: ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ଫୁଟନିକ ଭି’ ଭାକ୍ସିନ୍କୁ ମଞ୍ଜୁରୀ ନିଆଯାଇଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଥିଲେ। ତେବେ ଏହି ଟିକା ତାଙ୍କର…
ଭାବପ୍ରବଣ ପୋଷ୍ଟ କଲେ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ
ନୂଆଦିଲ୍ଲୀ,୧୨।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଗତ ସୋମବାର ତାଙ୍କ ବ୍ରେନ୍ ସର୍ଜରୀ କରାଯାଇଥିଲା। ଏବେ ସେ ଭେଣ୍ଟିଲେଟରରେ ଅଛନ୍ତି। ବୁଧବାର ତାଙ୍କ କଂଗ୍ରେସ ନେତ୍ରୀ ତଥା…
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ: ପାସ୍ ହାର ୭୦.୨୧%
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରୀଛାତ୍ର ପାସ୍ କରିଥିବା ନେଇ ବୁଧବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍: ମିଥାନଲ୍ ମିଶ୍ରିତ ସାନିଟାଇଜର ପିଇବା ଯୋଗୁ ହୋଇଥିଲା ମୃତ୍ୟୁ
ହାଇଦ୍ରାବାଦ୍, ୧୨।୮: ଆନ୍ଧ୍ରପ୍ରଦେଶରେ ଗତ ମାସରେ ଘଟିଥିବା ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ପ୍ରକାଶମ୍ ଜିଲାର କୁରୁଚେଡୁରେ ଘଟିଥିବା ଏହି ଘଟଣାରେ ୧୬ ଜଣ ମୃତକ ମିଥାନଲ୍ ମିଶ୍ରିତ ସାନିଟାଇଜର ପିଇଥିବା ପୋଲିସ କହିଛି। ସେମାନେ ପରଫେକ୍ଟ ଗୋଲ୍ଡ ନାମକ ସାନିଟାଇଜର…
ନେତାରୁ ପୁଣି ଆଇଏଏସ୍ ପଦବୀକୁ ଫେରିବେ କି ଶାହ ଫୈଜଲ
ନୂଆଦିଲ୍ଲୀ, ୧୨।୮: ୨୦୦୯ ଆଇଏଏସ୍ ପରୀକ୍ଷାରେ ଟପ୍ ର଼୍ୟାଙ୍କ୍ ହାସଲ କରିଥିବା ଶାହ ଫୈଜଲ୍ ୨୦୧୯ରେ ଚାକିରି ଛାଡି ରାଜନୀତିରେ ଯୋଗ ଦେଇଥିଲେ। ସେ ଜମ୍ମୁ-କଶ୍ମୀରରେ ଜମ୍ମୁ ଆଣ୍ଡ୍ କଶ୍ମୀର ପିପୁଲ୍ସ ମୁମେଣ୍ଟ(ଜେକେପିଏମ୍) ଦଳ ଗଠନ କରିଥିଲେ। ଏହି ଦଳର ପ୍ରଥମ…
ଖିଲାପକାରୀ ଚାଷୀଙ୍କ ମୁହଁରେ ହସ: ପୁଣି ମିଳିବ ଫସଲ ଋଣ
ଜୟପୁର, ୧୨।୮: ଋଣ ଖିଲାପକାରୀ ଚାଷୀଙ୍କ ପାଇଁ ଖୁସି ଖବର ଆସିଛି। ଋଣ ସୁଝି ନ ଥିବା ଚାଷୀଙ୍କୁ ପୁଣି ଫସଲ ବୀମା ଯୋଗାଇ ଦିଆଯିବ। ରାଜସ୍ଥାନ ସରକାର ଏଭଳି ନିଷ୍ପତ୍ତିି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ରାଜ୍ୟରେ ଚାଷୀଙ୍କ ହାତମୁଠା…
କ୍ରିକେଟ ଦେଖିବାକୁ ଭଲ ପାଆନ୍ତି ନାହିଁ ଏହି କ୍ରିକେଟରଙ୍କ ସ୍ତ୍ରୀ
ବିଶ୍ୱ କ୍ରିକେଟରେ ପରିଚୟ ସୃଷ୍ଟି କରିଥିବା କ୍ରିକେଟ ବ୍ରଦର୍ସଙ୍କ ମଧ୍ୟରେ ପାଣ୍ଡ୍ୟା ବ୍ରଦର୍ସଙ୍କ ନାମ ସାମିଲ ଅଛି। ଉଭୟ କ୍ରୁନାଲ ପାଣ୍ଡ୍ୟା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆ ଏବଂ ମୁମ୍ବାଇ ଇଣ୍ଡିଆନ୍ସର ଗୁରୁତ୍ୱପୂର୍ଣ୍ଣ ଖେଳାଳି ଅଟନ୍ତି। ନିକଟରେ ହାର୍ଦ୍ଦିକ ପାଣ୍ଡ୍ୟା…
ରାଜ୍ୟରେ ୩ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ଆଉ ୯ ମୁଣ୍ଡ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…
ଭିଡ଼ ହିଂସାରୁ ମନ୍ଦିରକୁ ସୁରକ୍ଷା ଦେଲେ ମୁସଲମାନ ଯୁବକ: ଭିଡ଼ିଓ ଭାଇରାଲ
ବେଙ୍ଗାଲୁରୁ, ୧୨।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପୁଲକେଶୀ ନଗରରେ ମଙ୍ଗଳବାର ରାତିରେ ଭିଡ଼ ହିଂସା ଘଟିଛି। ଲୋକେ ମିଳିତ ଭାବେ ପୋଲିସ ଷ୍ଟେଶନ ଏବଂ ସ୍ଥାନୀୟ କଂଗ୍ରେସ ବିଧାୟକଙ୍କ ବାସ ଭବନରେ ଭଙ୍ଗାରୁଜା କରିଛନ୍ତି। ବିଧାୟକଙ୍କ ଜଣେ ସମ୍ପର୍କୀୟ ସୋସିଆଲ୍ ମିଡ଼ିଆରେ…
Archives


