CORONAVIRUS UPDATE: ରାଜ୍ୟରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲାରୁ ୧୮୭୬ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି। ଏହି ସଂଖ୍ୟା ୫୦, ୬୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
୬୯ ବର୍ଷ ପରେ କ୍ରିକେଟ ପଡିଆରେ ଘଟିଲା ଏମିତି ଚମତ୍କାର
ପ୍ରାୟତଃ କ୍ରିକେଟ ପଡ଼ିଆର ଖେଳାଳିମାନେ ବଲ ଏବଂ ବ୍ୟାଟ ସହିତ ଏକ ଚମତ୍କାର ପ୍ରଦର୍ଶନ କରନ୍ତି ଏବଂ ସେମାନଙ୍କ ଦଳକୁ ଜିତିବାରେ ସାହାଯ୍ୟ କରନ୍ତି। କିନ୍ତୁ ଏହା ବହୁତ କ୍ୱଚିତ୍ ଘଟେ ଯେତେବେଳେ ସମାନ ମ୍ୟାଚରେ ଦୁଇ ଯାଆଁଳା ଭାଇ ଉଭୟ…
ଏହି ବସ୍ତିରେ ହାରୁଛି କରୋନା: ୧୦ ଦିନରେ ଶୂନ ମୃତ୍ୟୁ
ମୁମ୍ବାଇ, ୧୨।୮: ଏସିଆର ସର୍ବ ବୃହତ ମୁମ୍ବାଇର ଧରାବି ବସ୍ତିରେ କରୋନା ହାରିବାରେ ଲାଗିଛି। ଗତ ୧୦ ଦିନ ଧରି ଏଠାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଶୂନ ରହିଛି। ଏହି ସମୟ ମଧ୍ୟରେ କୌଣସି ଆକ୍ରାନ୍ତଙ୍କ ମୃତ୍ୟୁ ଘଟି ନାହିଁ। ମଧ୍ୟ…
ହାତୀ ଦିବସରେ ହାତୀର ମୃତଦେହ ଉଦ୍ଧାର
ସମ୍ବଲପୁର, ୧୨।୮ (ବ୍ୟୁରୋ): ଅଗଷ୍ଟ ୧୨ ଅର୍ଥାତ୍ ବୁଧବାର ହେଉଛି ଅନ୍ତର୍ଜାତୀୟ ହସ୍ତୀ ଦିବସ। ଏହି ହାତୀ ଦିବସରେ ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅନ୍ତର୍ଗତ କେଶାପାଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି ।…
ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ
ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କମରାଜିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ…
ନିଜେ ମାସ୍କ ନ ପିନ୍ଧି ଚାଲାଣ କାଟୁଥିଲେ ଥାନାଧିକାରୀ: ଘଟିଲା ଏମିତି କିଛି..
ଲକ୍ଷ୍ନୌ, ୧୨।୮: କରୋନା ସଂକ୍ରମରରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଉତ୍ତରପ୍ରଦେଶର ଜଣେ ଥାନାଧିକାରୀ ମାସ୍କ ନ ପିନ୍ଧି ଚାଲାଣ କଟିବା ତାଙ୍କୁ ଭାରି ପଡିଛି। ବଣ୍ଡି ଥାନା ଅଧିକାରୀ ସୁଭାଷ ଚନ୍ଦ୍ର…
ରାଜନୀତି ବିଜ୍ଞାନରେ ପାଠ ପଢୁଥିଲେ ଏହି ଅଭିନେତ୍ରୀ, ମାତ୍ର ୩ଟି ଫିଲ୍ମରେ ବଦଳିଗଲା କ୍ୟାରିୟର୍
ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ବୁଧବାର ୨୫ ତମ ଜନ୍ମଦିନ ପାଳନ କରୁଛନ୍ତି। ସୈଫ ଅଲି ଖାନ ଏବଂ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ ଭଲ ଛାତ୍ରୀ ଥିଲେ। ଛାତ୍ରାବସ୍ଥାରେ ବହୁତ ମୋଟା ଥିଲେ। ତେବେ ବଲିଉଡରେ…
ଗର୍ଭବତୀଙ୍କ ଡେଲିଭରୀ କଲେ ବିଧାୟକ…
ଅଇଜ୍ୱଲ, ୧୨।୮: ଡାକ୍ତରରୁ ବିଧାୟକ ସାଜିଥିବା ବିଧାୟକ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ଗର୍ଭବତୀଙ୍କ ଡେଲିଭରୀ କରିଛନ୍ତି। ମିଜୋରାମର ବିଧାୟକ ଜେଡ୍.ଆର୍. ଥିୟାମସଙ୍ଗା ଏଭଳି କରି ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ସେ ନିଜ ବିଧାନସଭା…
ଚଳନ୍ତା ବସ୍ରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ
ଚିତ୍ରଦୁର୍ଗ,୧୨।୮: କର୍ନାଟକର ଚିତ୍ରାଦୁର୍ଗ ଜିଲାର ବିଜୟପୁରରୁ ବାଙ୍ଗାଲୋର ଯାଉଥିବା ଏକ ବସ୍ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅତି କମରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବୁଧବାର ସକାଳେ ଏହି ଦୁର୍ଘଟଣା ଘଟିଛି।…
ଅନ୍ତର୍ଜାତୀୟ ଯୁବ ଦିବସ: ଶାନ୍ତି, ସମନ୍ବୟ ଓ ବିକାଶର ଶକ୍ତି
ଯୁବଶକ୍ତିର ବିକାଶ ଦ୍ୱାରା ଦେଶ ଓ ବିଶ୍ୱର ବିକାଶ ସମ୍ଭବ। ଯୁବଶକ୍ତି ବିଶ୍ୱରେ ଶାନ୍ତି ତଥା ସମାଜିକ ସମନ୍ବୟ ଆଣି ପାରିବେ। ଏଣୁ ଯୁବଶକ୍ତିର ବିକାଶ ପାଇଁ ପ୍ରତିବର୍ଷ ଅଗଷ୍ଟ ୧୨ରେ ଅନ୍ତର୍ଜାତୀୟ ଯୁବ ଦିବସ ପାଳନ କରାଯାଉଛି। ଯୁବକମାନଙ୍କ ସମସ୍ୟା…
ଚାଲୁଥିବା ଫାଇଭ୍ଷ୍ଟାର୍ ହୋଟେଲ
ନୂଆଦିଲ୍ଲୀ: କରୋନା ଯୋଗୁ ଏବେ ଅଧିକାଂଶ ସମୟ ଘରେ ରହିବା ଫଳରେ ଅନେକ ବୋର୍ ହୋଇଗଲେଣି। ବାହାରକୁ କେଉଁଠିକୁ ଯାଇ ହେଉନି କି ବୁଲାବୁଲି କରି ହୋଟେଲରେ ଖିଆପିଆ କରି ହେଉନି। ତେବେ ଏମିତି ଏକ ସମୟରେ ଆପଣଙ୍କ ପାଖକୁ ଯଦି…
ରାମଭକ୍ତ ପାକିସ୍ତାନୀ କ୍ରିକେଟର
ଇସଲାମାବାଦ: ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିସାରିଥିବା ଦାନିଶ୍ କାନେରିଆ ଏଭଳି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ଭାରତ ସରକାରଙ୍କ ଅନୁମତି ଲୋଡ଼ିବେ ବୋଲି କହିଛନ୍ତି। ସେ…
Archives


