Home

ରୁଷିଆ ଭ୍ୟାକ୍ସିନ ଉପରେ ବିଶ୍ୱାସ ରଖିଲେ ଫିଲିପାଇନ୍ସ ରାଷ୍ଟ୍ରପତି

ମାନିଲା,୧୧।୮: ବିଶ୍ୱର ପ୍ରଥମ କରୋନା ଭାଇରସ୍‌ ଭ୍ୟାକ୍ସିନର ପଞ୍ଜିକରଣ କରିଛି ରୁଷ। ଏନେଇ ମଙ୍ଗଳବାର ଭ୍ଲାଡିମିର ପୁଟିନ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମଞ୍ଜୁରୀ ପରେ ଭ୍ଲାଡିମିର ପ୍ରଥମେ ନିଜ ଝିଅଙ୍କୁ ଏହି ଭ୍ୟାକ୍ସିନ ଦେଇଥିବା ଜଣାପଡ଼ିଛି। ଅନ୍ୟପଟେ ରୁଷର ଏହି…

ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍‌

ଭଦ୍ରକ ଅଫିସ,୧୧।୮: ଭଦ୍ରକ ଜିଲାରେ ମଙ୍ଗଳବାର ୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୧୦୬୮ ଛୁଇଁଛି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଚିହ୍ନଟ ହୋଇଥିବା ବେଳେ…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର

ନୂଆଦିଲ୍ଲୀ,୧୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପ୍ରଣବ ମୁଖାର୍ଜିଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଖାନା ପକ୍ଷରୁ ଏକ ବିବୃତ୍ତି ପ୍ରକାଶ…

୧୦୩ ବର୍ଷରେ ହାତରେ ପ୍ରଥମ ଟାଟୁ କଲେ ଏହି ମହିଳା

୧୦୩ ବର୍ଷୀୟା ଜଣେ ମହିଳା ହାତରେ ଟାଟୁ କରି ଚର୍ଚ୍ଚାକୁ ଆସିଛନ୍ତି। ଆମେରିକାରେ ରହୁଥିବା ଡୋରଥି ପଲକ ନାମକ ଏହି ମହିଳା ଜଣଙ୍କ ହାତରେ ବେଙ୍ଗ ଟାଟୁ କରିଛନ୍ତି। କରୋନା ଯୋଗୁ ସେ ମିଶିଗନସ୍ଥିତ ଏକ ହସ୍ପିଟାଲରେ ଆଇସୋଲେଟ୍‌ ଥିଲେ। ସେଠାରେୁ…

ରୁଷିଆ ରାଷ୍ଟ୍ରପତିଙ୍କ ଝିଅଙ୍କୁ ଦିଆଗଲା ପ୍ରଥମ କରୋନା ଟିକା

ମସ୍କୋ,୧୧।୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ମଙ୍ଗଳବାର କହିଛନ୍ତି ଦେଶରେ ପ୍ରସ୍ତୁତ କରାଯାଇଥିବା କରୋନା ଭାଇରସର ପ୍ରଥମ ଭ୍ୟାକ୍ସିନକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛି। ତେବେ ଏହାର ପ୍ରଥମ ଟିକା ତାଙ୍କ ଝିଅଙ୍କୁ ଦିଆଯାଇ ସାରିଛି ବୋଲି ସେ କହିଛନ୍ତି।…

ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ

ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶିଯାଇଛି। ଫଳରେ ଲୋକଙ୍କୁ…

ସେପ୍ଟେମ୍ବରରେ ବି ଖୋଲିବନି ସ୍କୁଲ: ୫୮ ପ୍ରତିଶତ ଅଭିଭାବକ ଅରାଜି !

ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଅନ୍‌ଲକ୍‌ର ତୃତୀୟ ପର୍ଯ୍ୟାୟରେ କେତେକ ବ୍ୟବସାୟିକ ଅନୁଷ୍ଠାନ ଖୋଲଯାଇଥିଲେ ମଧ୍ୟ ସ୍କୁଲ କଲେଜ ପୂର୍ବପରି ବନ୍ଦ ରହିଛି।…

ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟୁଇଟ୍‌କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆଜି କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି। ମୁଁ ସୁସ୍ଥ ଅଛି।…

ମୂଲ୍ୟବାନ ଜିନିଷ ପରିବର୍ତ୍ତେ ଚୋରି ହେଉଛି ଗୋବର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଚୋରି ବିଷୟରେ ଆମେ ଅନେକ ଖବର ଶୁଣିଛୁ। ଚୋରମାନେ ବିଶେକରି ସୁନା, ରୂପା ଅଳଙ୍କାର ଅବା ମୂଲ୍ୟବାନ ଜିନିଷ ଚୋରିକରି ନେଇଥାନ୍ତି। ତେଣୁ ଏପରି ଜିନିଷକୁ ଲୋକମାନେ ଲୁଚାଇ ରଖିଥାନ୍ତି। ହେଲେ ଛତିଶଗଡ଼ର କୋରିଆ ଜିଲାରୁ ଏକ ଭିନ୍ନ ଜିନିଷ ଚୋରି…

ଇଡି ଅଫିସ୍‌ରେ ସୁଶାନ୍ତଙ୍କ ଭଉଣୀ

ମୁମ୍ବାଇ,୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତିଙ୍କ ସମେତ ତାଙ୍କ ଭାଇ ଓ ପିତାଙ୍କୁ ୧୦ ଘଣ୍ଟା ଧରି ଇଡି ଜେରା…

ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା: ଚରମ ପଦକ୍ଷେପ ନେଲେ ଏହି ଖେଳାଳି

ଜାମସେଦ୍‌ପୁର,୧୧।୮: ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା ହେବାରୁ ଜଣେ ଜାତୀୟସ୍ତରର ହ୍ୟାଣ୍ଡବଲ ଖେଳାଳି ବ୍ୟକ୍ତିଗତ ରିଭଲଭର ସାହାଯ୍ୟରେ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି। ଜାମସେଦପୁରର ଗୋଲମୁରୀରେ ସହକାରୀ ସବ ଇନ୍ସପେକ୍ଟର ତରୁଣ ପାଣ୍ଡେ କ୍ରୀଡା କୋଟା ଅଧୀନରେ ପୋଲିସରେ ଚାକିରି ପାଇଥିଲେ।…

ଖୋଲିଲା ସ୍କୁଲ: ଏପରି ପଢ଼ୁଛନ୍ତି ପିଲାମାନେ, ଗୋଟିଏ ବି ଆସୁନି କରୋନା ମାମଲା

ବ୍ୟାଙ୍କକ, ୧୧।୮:କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ୍‌, ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri