ବାବୁ ସିଂ ହେଲେ ଭୁବନେଶ୍ୱର ଭାଜପା ସଭାପତି
ଭୁବାନେଶ୍ୱର,୨।୬(ବ୍ୟୁରୋ): ଭୁବନେଶ୍ୱର ଭାଜପା ସାଂଗଠନିକ ଜିଲା ସଭାପତି ହୋଇଛନ୍ତି ବାବୁ ସିଂ। ସେହିଭଳି କଳାହାଣ୍ଡି ଜିଲା ଭାଜପା ସଭାପତି ଭାବେ ଦେବେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ଭାଜପା ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।
ଅନ୍ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍
ଗୋପ,୨।୬(ଡି.ଏନ୍.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଲଲାଟ…
ପାଣି ଟାଙ୍କିରେ ମୃତଗୋଧି ଭାସିବା ଗୁଜବ: ଜଳଯୋଗାଣ ବନ୍ଦ
କଣ୍ଟାପଡା,୨।୬(ଡି.ଏନ୍.ଏ.): କଣ୍ଟାପଡ଼ା ପଞ୍ଚାୟତର ଇଚ୍ଛାପୁରଠାରେ ଥିବା ଗ୍ରାମ୍ୟ ପାନୀୟ ଜଳଯୋଗାଣ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଥିବା ନେଇ ଗଁାରେ ପ୍ରଚାରିତ ହୋଇଥିଲା। ଫଳରେ ଲୋକେ ଏହା ଶୁଣି ଭୟରେ କେହି ଟାଙ୍କିରୁ ପାଣି ନେଇ ନ ଥିଲେ। ଖବରରୁ ପ୍ରକାଶ,…
୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ: ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨।୬(ବ୍ୟୁରୋ): ବିହାରରୁ ଛତିଶଗଡ଼ ମଧ୍ୟରେ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବ। ତେବେ ଏ ନେଇ ୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି…
ଦେଶରେ କରୋନା ଆରୋଗ୍ୟ ହାର ୪୮ ପ୍ରତିଶତ: ଲଭ ଅଗ୍ରଓ୍ବାଲ
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣକୁ ନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କିଛି ନୂଆ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବିଶ୍ୱର ସବୁଦେଶଠାରୁ କମ୍ ରହିଛି। ସେହିପରି ଏପର୍ଯ୍ୟନ୍ତ ୯୫,୫୨୭…
କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା
କଣ୍ଟାପଡ଼ା, ୨।୬(ଡି.ଏନ୍.ଏ.): କରୋନା ମହାମାରୀ ଓ ଲକ୍ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ ଚଢ଼ାଦରରେ…
୩ ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କ ପରିବର୍ତ୍ତନ
ନୂଆଦିଲ୍ଲୀ, ୨।୬: ଦିଲ୍ଲୀ, ଛତିଶଗଡ଼ ଏବଂ ମଣିପୁର ଆଦି ୩ ରାଜ୍ୟର ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ଭାଜପା ଅଧ୍ୟକ୍ଷ ପଦରୁ ମନୋଜ ତିଓ୍ବାରୀଙ୍କୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଆଦେଶ କୁମାରଙ୍କୁ ଅଧ୍ୟକ୍ଷ ଭାର ଦିଆଯାଇଛି। ସେହିପରି…
ପାଟଣା ବ୍ଲକରୁ ୨ ନୂଆ କରୋନା ପଜିଟିଭ ଚିହ୍ନଟ
ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତରୁ ମଙ୍ଗଳବାର ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ଏମାନଙ୍କୁ ମିଶାଇ ବ୍ଲକରେ ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି। ତେବେ…
ପଙ୍ଗପାଳ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଲେ ଅଭିନେତା ଧର୍ମେନ୍ଦ୍ର
ସମଗ୍ର ଦେଶ କରୋନା ଭାଇରସ ସହ ସଂଘର୍ଷ କରୁଥିବାବେଳେ, ଏହି ସମୟରେ ପୁଣି ଏକ ନୂଆ ସମସ୍ୟା ସାମ୍ନାକୁ ଆସିଛି। ସମସ୍ୟାଟି ହେଉଛି ପଙ୍ଗପାଳ। ରାଜସ୍ଥାନ, ଗୁଜୁରାଟ, ମଧ୍ୟପ୍ରଦେଶ, ହରିୟାଣା ପରେ ବର୍ତ୍ତମାନ ମହାରାଷ୍ଟ୍ର, ଉତ୍ତପ୍ରଦେଶ ଓ ପଞ୍ଜାବରେ ପଙ୍ଗପାଳ ଦଳ…
ଢେଙ୍କାନାଳ ମିନିଷ୍ଟାଡିୟମଠାରେ ଆମ୍ବ ପ୍ରଦର୍ଶନୀ
ଢେଙ୍କାନାଳ ଅଫିସ,୬।୨: ଢେଙ୍କାନାଳ ଜିଲା ଓର୍ମାସ ପକ୍ଷରୁ ଜୁନ୍ ୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ମିନିଷ୍ଟାଡିୟମଠାରେ ଆମ୍ବ ପସରା ନାମକ ଏକ ପ୍ରଦର୍ଶନୀ ଖୋଲିଛି। ଏଥିରେ ଗ୍ରାମୀଣ ଉତ୍ପାଦିତ ଆମ୍ବ ଏସ୍ଏସ୍ଜି ଓ ବିଭିନ୍ନ ଫାର୍ମ ଦ୍ୱାର ପଦର୍ଶନୀ ହୋଇଛି।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼,…
ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଜୋତା ଦାନ କଲେ କେ.ଏଲ ରାହୁଲ
କରୋନା ମହାଯୁଦ୍ଧରେ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ। ସେମାନଙ୍କ ସମ୍ମାନର୍ଥେ କେଉଁଠି ଫୁଲବର୍ଷା କରାଯାଉଛି ତ ଆଉ କେଉଁଠି ଘଣ୍ଟ ବଜାଇ ସେମାନଙ୍କ ମନୋବଳ ଦୃଢ କରାଯାଉଛି। ଭାରତୀୟ କ୍ରିକେଟର କେ.ଏଲ ରାହୁଲ କରୋନା…
Archives


