Home

ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ

ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ଚାଇନା ସରକାରଙ୍କ ନିୟନ୍ତ୍ରଣାଧୀନ ଖବରକାଗଜ ଗ୍ଲୋବାଲ ଟାଇମ୍ସରେ ମଙ୍ଗଳବାର ଲେଖାଯାଇଥିବା…

କରୋନା ଭୟ ଦେଖାଇ ୭ ବର୍ଷୀୟା ବାଳିକାଙ୍କୁ ବଳାତ୍କାର

ବିଳାସପୁର: ଛତିଶଗଡ଼ର ଗୋରେଲା-ପେଣ୍ଡ୍ରା-ମାରଓ୍ବାହି ଜିଲାରେ କରୋନା ଭୟ ଦେଖାଇ ଜଣେ ୭ ବର୍ଷର ବାଳିକାକୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ୨ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ଜୁଲାଇ ପ୍ରଥମ ସପ୍ତାହରେ ସେ କାଠ…

ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ମନା

ଖୋର୍ଦ୍ଧା ଅଫିସ,୮।୭: ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ଜିଲା ମନା। ଏ ନେଇ ଜିଲାର ଦୁଇ ପ୍ରବେଶ ପଥ ନାଭାଲ ଛକ ଏବଂ ବାଣପୁର ନିକଟ କୁମାରପଲୀ ଛକରେ ଚବିଶ ଘଣ୍ଟିଆ ନାକା ବନ୍ଦି କରାଯାଇଛି । ୨ଜଣ ମାଜିଷ୍ଟ୍ରେଟର ଏବଂ ୪ଜଣ ଅଫିସରଙ୍କ…

କ୍ୟାବିନେଟ୍‌ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍‌ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇପିଏଫ୍‌, ଗରିବ କଲ୍ୟାଣ ଯୋଜନା, ଏଗ୍ରି ଇନଫ୍ରା ଫଣ୍ଡ୍‌ ଏବଂ…

କରୋନା ଯୋଗୁ ଏହି ଶିକ୍ଷା ପାଇଲେ ଅନୁଷ୍କା

କରୋନା ମହାମାରୀ ଯୋଗୁ ବଲିଉଡ୍‌ ଅଭିନେତ୍ରୀ ତଥା ଫିଲ୍ମ ନିର୍ମାତା ଅନୁଷ୍କା ଶର୍ମା ଏକ ଶିକ୍ଷା ଲାଭ କରିଛନ୍ତି। ତାହା ହେଉଛି ଆମେ ସମସ୍ତେ ପରସ୍ପର ଉପରେ ନିର୍ଭରଶୀଳ। ସେ କୃଷକ ହେଉ ଅବା କୌଣସି ଜଣେ ବଡ଼ କର୍ମଚାରୀ। ପ୍ରତ୍ୟେକ…

କୋଭିଡ୍‌-୧୯: ପ୍ଲାଜ୍‌ମା ଥେରାପି ୟୁନିଟ୍‌ ଉଦ୍‌ଘାଟନ କଲେ ସଚିନ

ମୁମ୍ବାଇ,୮।୭(ପି.ଟି.): କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ସ୍ଥାନୀୟ ସୁନ୍ଦରବନ ଅନ୍ଧେରିସ୍ଥିତ ସେଭେନ ହିଲ ହସ୍ପିଟାଲଠାରେ ଏକ ପ୍ଲାଜ୍‌ମା ଥେରାପୀ ୟୁନିଟ୍‌ ଉଦ୍‌ଘାଟନ କରିଛନ୍ତି। ଏହି ୟୁନିଟ୍‌ରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ହେବ। ଯେଉଁମାନେ କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି ସେମାନ ଆଗକୁ…

ପିଏସ୍‌ଏ ବିଶ୍ୱ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୧୦ରେ ଜ୍ୟୋତ୍ସ୍ନା

ନୂଆଦିଲ୍ଲୀ,୮।୭(ପି.ଟି.): ଭାରତୀୟ ମହିଳା ସ୍କ୍ବାଶ୍‌ ତାରକା ଜ୍ୟୋତ୍ସ୍ନା ଚିନାପ୍ପା ସଦ୍ୟ ପ୍ରକାଶିତ ପ୍ରଫେଶନାଲ ସ୍କ୍ବାଶ୍‌ ଆସୋସିଏଶନ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ସ୍ଥାନ ହାସଲ କରିଛନ୍ତି। ଇଜିପ୍ଟର ୧ ନମ୍ବର ଖେଳାଳି ରାନୀମ ଏଲ ଓ୍ବେଲିଲି ହଠାତ୍‌ ଅବସର ଘୋଷଣା କରିବା ପରେ…

ପବ୍‌ଜି ନିଶାରେ ନାବାଳକ ଖର୍ଚ୍ଚ କରିଆସୁଥିଲେ ଜେଜେବାପାଙ୍କ ପେନ୍‌ସନ୍‌ ଟଙ୍କା, ଜଣାପଡ଼ିବା ବେଳକୁ…

ଗୋଟିଏ ପଟେ କରୋନାକୁ ନେଇ ସାରାଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଫଳରେ ସ୍କୁଲ, କଲେଜ ସହ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପିଲାମାନେ ମାତ୍ରାଧିକ ସମୟ ଫୋନରେ ବିତାଉଛନ୍ତି। ପବ୍‌ଜିଠାରୁ ଆରମ୍ଭ କରି ଅନ୍ୟାନ୍ୟ ଖେଳରେ ମନୋନିବେଶ…

ସୂର୍ଯ୍ୟଙ୍କ ଚାରିପଟେ ବିରଳ ବଳୟ

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ବର୍ଷା ସମ୍ଭାବନାରେ ବିଭିନ୍ନ ସଙ୍କେତ ପୂର୍ବରୁ ଦେଖିବାକୁ ମିଳିଥାଏ। ଯଥା ବେଙ୍ଗ ବୋବାଇବା, ଝିଙ୍କାରି ବୋବାଇବା, ଆକାଶରେ ଖଣ୍ଡ ଖଣ୍ଡ ମେଘ ପ୍ରବାହିତ ହେବା ଏବଂ ବିଶେଷ କରି ସୂର୍ଯ୍ୟଙ୍କ ଚାରିପଟେ ବୃତାକାର ବଳୟ ସୃଷ୍ଟି ହେଲେ ଆଗାମୀ ଦିନରେ…

ପିପିଇ କିଟ୍‌ ପିନ୍ଧି ଆସିଲେ ଚୋର, ଆଉ ତା’ପରେ

ମୁମ୍ବାଇ,୮।୭: ଦେଶରେ କରୋନା ଲଢେଇ ଜାରି ରହିଛି। କରୋନା ଯୋଦ୍ଧା କୁହାଯାଉଥିବା ଡାକ୍ତରମାନେ କରୋନା ଜୀବାଣୁ ବିରୁଦ୍ଧରେ ଲଢିବା ପାଇଁ ପିପିଇ କିଟ ବ୍ୟବହାର କରୁଛନ୍ତି। ସେହି କିଟ୍‌ ବ୍ୟବହାର କରି ଏକ ସୁନା ଦୋକାନରୁ ଚୋରମାନେ ୭୮ ଭରି ସୁନା…

କ୍ୱାରାଣ୍ଟାଇନରେ ରହିଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ରାଞ୍ଚି,୮।୭: କରୋନା ଭାଇରସ୍‌ ସାରା ଦେଶରେ ଜଟିଳ ରୂପ ଧାରଣ କରିଛି। ଅନେକ ନେତା ମଧ୍ୟ ଏହାଦ୍ୱାରା ସଂକ୍ରମିତ ହୋଇସାରିଛନ୍ତି। ଏସବୁ ଭିତରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ହୋମ କ୍ୱାଣ୍ଟାଇନରେ ରହିଛନ୍ତି। ଖୁବଶୀଘ୍ର ତାଙ୍କ କରୋନା ଟେଷ୍ଟ କରାଯିବ। ସୂଚନାଯୋଗ୍ୟ,…

ପୋଲିସ ବାବୁ ସାଜିଥିଲେ ଅପରାଧୀ ବିକାଶ ଦୁବେଙ୍କ ଇନଫର୍ମର

ଲକ୍ଷ୍ନୌ,୮।୭: ଅପରାଧୀ ବିକାଶ ଦୁବେଙ୍କ ଇନଫର୍ମର ସାଜିଥିବା ପୋଲିସ ବାବୁଙ୍କ ଉପରେ ଉତ୍ତରପ୍ରଦେଶ ପୋଲିସ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୂର୍ବରୁ ତାଙ୍କୁ ନିଲମ୍ବିତ କରାଯାଇଥିବାବେଳେ ଏବେ ପୋଲିସ ହେପାଜତରେ ରଖାଯାଇଛି। ଚୌବେପୁର ଥାନା ଏସ୍‌ଓ ବିନୟ ତିଓ୍ବାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri