ସାରୁ ପତ୍ରରେ ଖେଳୁଛି ଦୁଇ ମୁଣ୍ଡିଆ ସାପ: କାମୁଡିଲେ ମୃତ୍ୟୁ ସୁନିଶ୍ଚିତ!
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମଣିଷ ସମୁଦ୍ର ମଝିରେ ଯୋଗ କରୁଛି ତ ଆଉ କେତେବେଳେ ଶିକାର ପାଇଁ ବାଘ ପାହାଡ ଉପରୁ ଡେଉଁଛି। ବର୍ତ୍ତମାନ ସାରୁ ପତ୍ର ଉପରେ ଏକ ଦୁଇ ମୁଣ୍ଡିଆ ସାପ…
ଜାଣନ୍ତୁ ମୁକେଶ ଅମ୍ବାନୀଙ୍କ ଶିକ୍ଷାଗତ ଯୋଗ୍ୟତା…
ବଲିଉଡର ବଡ଼ ବଡ଼ କଳାକାରଙ୍କ ଶିକ୍ଷାଗତ ଯୋଗ୍ୟତା କେତେ ତାହା ଅଳ୍ପବହୁତ ପ୍ରାୟ ସମସ୍ତେ ଜାଣନ୍ତି। କାରଣ ଅନେକ ସମୟରେ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ଚର୍ଚ୍ଚା ଚାଲିଥାଏ। ମାତ୍ର ଦେଶର ସବୁଠାରୁ ଧନୀ ବ୍ୟକ୍ତିଙ୍କୁ ସମସ୍ତେ ଚିହ୍ନିଥିବା ବେଳେ ସେମାନଙ୍କ…
ଏହି କ୍ରିକେଟରଙ୍କୁ ବ୍ରେନ୍ ଟ୍ୟୁମର, କରୋନା ଆକ୍ରାନ୍ତ ଜଣାପଡିବା ପରେ ମେଡିକାଲରେ ଭର୍ତ୍ତି
ଢାକା,୧୦।୮: ପୂର୍ବତନ ବାମହାତୀ ବାଂଲାଦେଶୀ ସ୍ପିନର ମୁଶରଫ ହୁସେନ କରୋନା ସଂକ୍ରମିତ ହୋଇଛନ୍ତି। ମୁଶରଫଙ୍କ ପିତା କରୋନା ଆକ୍ରାନ୍ତ ହୋଇଥିବାରୁ ସଂସ୍ପର୍ଶରେ ଆସି ତାଙ୍କୁ କରୋନା ହୋଇଥିବା ଜଣାପଡିଛି। ଏବେ ତାଙ୍କ ମେଡିକାଲରେ ଭର୍ତ୍ତି କରାଯାଇଛି। କରୋନାରୁ ମୁକ୍ତି ପାଇବା ପରେ…
୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ
ଭୁବନେଶ୍ୱର, ୧୦।୮: ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍ଏସ୍ଇ ଅଫିସରେ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେହିପରି…
ଏହି ପ୍ରଶ୍ନ ଶୁଣି ରାଗିଗଲେ ରିୟା
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଚାଲିଛି। ସୁଶାନ୍ତଙ୍କ ଆକାଉଣ୍ଟରୁ ଉଠାଯାଇଥିବା ଅର୍ଥର ଇଡି ଏପର୍ଯ୍ୟନ୍ତ ହିସାବ ପାଇନାହିଁ। ଗତ ଶୁକ୍ରବାର ଦିନ ରିୟାଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା, କିନ୍ତୁ ପଚରାଉଚରା ବେଳେ ରିୟା ସହଯୋଗ କରୁନାହାଁନ୍ତି ବୋଲି…
ରିୟାଙ୍କୁ ସମର୍ଥନ କରୁଛନ୍ତି ଏହି ଅଭିନେତା!
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାର ଅଭିଯୁକ୍ତ କୁହାଯାଉଥିବା ଅଭିନେତ୍ରୀ ତଥା ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କ ପାଇଁ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାର ତଦନ୍ତ ସିବିଆଇ ହାତକୁ ଯିବା ପରେ ତାଙ୍କୁ ପଚରାଉଚରା ଜାରି…
୧୧ ଜଣଙ୍କୁ ହତ୍ୟା କଲେ ଯୁବତୀ: ନିଦ ଔଷଧ ପରେ ବିଷ ଇଞ୍ଜେକଶନ ଦେଇଥିଲେ
ଯୋଧପୁର, ୧୦।୮: ରାଜସ୍ଥାନର ଯୋଧପୁରର ଦେଚୁ ଅଞ୍ଚଳର ଲୋଡ଼ତା ଗାଁ ଘଟିଥିବା ୧୧ ଜଣ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଘରର ୨୫ ବର୍ଷ ବୟସ୍କା ଝିଅ ପ୍ରିୟା ଓରଫ ପ୍ୟାରୀ ପାରିବାରିକ କଳହ କାରଣରୁ ସେମାନଙ୍କୁ ପ୍ରଥମେ…
ମାସ୍କ ପିନ୍ଧି ୩୫ କିଲୋମିଟର ଦୌଡ଼ିଲେ ଏହି ଡାକ୍ତର, ଜାଣନ୍ତୁ କାହିଁକି
କରୋନା ଭାଇରସ୍ରୁ ରକ୍ଷା ପାଇବା ପାଇଁ ସମଗ୍ର ବିଶ୍ୱରେ ମାସ୍କ ବ୍ୟବହାର ପ୍ରତି ବିଶେଷ ଗୁରୁତ୍ୱ ଦିଆଯାଉଛି। ମାତ୍ର କିଛି ଲୋକ ମାସ୍କ ପିନ୍ଧିବାକୁ ବିରୋଧ କରୁଛନ୍ତି। ଏହିପରି ସ୍ଥିତିରେ ବ୍ରିଟେନର ଜଣେ ଡାକ୍ତର ମାସ୍କ ପିନ୍ଧି ୩୫ କିଲୋମିଟର ଦୌଡ଼ିଛନ୍ତି।…
ପ୍ରିୟାଙ୍କ ଅପ୍ରିୟ କାର୍ଯ୍ୟ,ଏମିତି କରିଦେଲେ ପରିବାର ଛାରଖାର
ଯୋଧପୁର,୧୦।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପାକିସ୍ତାନ ହିନ୍ଦୁ ଶରଣାର୍ଥୀ ପରିବାରର ୧୧ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣା ଏଠାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏବେ ଏହି ଘଟଣାର ଧୀରେ ଧୀରେ ପର୍ଦ୍ଦାଫାଶ ହୋଇଛି। ପ୍ରିୟା ନାମକ…
ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ
ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍ ଏବଂ ଝାରବନ୍ଧ ବ୍ଲକର ଚାଷୀମାନେ ୨୦୧୯ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ପାଇ ପାରି ନାହାନ୍ତି ।…
ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ ୭…
ସମୁଦ୍ରରେ କେବୁଲ ବିଛାଇବାରେ ଆତ୍ମନିର୍ଭରଶୀଳ ହେଲା ଭାରତ
ନୂଆଦିଲ୍ଲୀ, ୧୦।୮: ସମୁଦ୍ରରେ କେବୁଲ ବିଛାଇବାରେ ଭାରତ ଆତ୍ମନିର୍ଭରଶୀଳ ହୋଇଛି। ଏହା ଅର୍ନ୍ତଗତ ଚେନ୍ନାଇଠାରୁ ପୋର୍ଟବ୍ଲେୟାର ପର୍ଯ୍ୟନ୍ତ ୨୩୦୦ କିଲୋମିଟରର କେବୁଲ ବିଛାଯାଇଛି। ବିଏସ୍ଏନ୍ଏଲ୍ ପକ୍ଷରୁ ଏହା କରାଯାଇଛି। ଅପ୍ଟିକାଲ ଫାଇବର ବିଛା ହେବା ଦ୍ୱାରା ଏଠାରେ ଟେଲିକମ୍ ଯୋଗାଯୋଗ ବ୍ୟବସ୍ଥା…
Archives


