Home

ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୭(ବ୍ୟୁରୋ)-ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ବଷ୍ଟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ନବୀନ କୌଣସି…

ଅନ୍‌ଲାଇନ୍‌ ଗେମ୍‌ ଖେଳି ଜେଜେବାପାଙ୍କ ଆକାଉଣ୍ଟ ଖାଲି କଲେ ନାତି

ଲୁଧିଆନା,୬।୭: ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କ ସଉକ ପାଲଟିଗଲାଣି। ଏଥିଯୋଗୁ ପିଲାମାନଙ୍କ ମାନସିକ ସ୍ଥିତି ଉପରେ ପ୍ରଭାବ ପଡ଼ିବା ସହ ଅଭିଭାବକଙ୍କ ଆର୍ଥିକ ସ୍ଥିତି ଉପରେ ମଧ୍ୟ ପ୍ରଭାବ ପକାଉଛି। ଅନ୍‌ଲାଇନ୍‌ ଗେମ୍‌କୁ ପିଲାମାନେ ଏତେ ଆଶକ୍ତ ହୋଇଯାଇଛନ୍ତି ଯେ,…

ଏହି କାରଣ ପାଇଁ ଝିଅଙ୍କୁ ହେବାକୁ ପଡ଼ିଥାଏ ପୁଅ

ସମଗ୍ର ବିଶ୍ୱରେ ଅନେକ ଜାତିର ଲୋକ ବାସ କରନ୍ତି। ସମସ୍ତଙ୍କ ଧର୍ମ ଏବଂ ପରମ୍ପରା ଭିନ୍ନ ପ୍ରକାରର। ତେବେ ଅଲବାନିଆ ତା’ର ଭିନ୍ନ ପରମ୍ପରା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଏଠାକାର ଅନେକ ପରମ୍ପରା ମଧ୍ୟରୁ ଗୋଟିଏ ହେଉଛି ଝିଅରୁ ପୁଅ…

ଲକ୍‌ଡାଉନ୍‌ରେ ଘରେ ବସି ରାତାରାତି କୋଟିପତି ହେଲେ ଏହି ବ୍ୟକ୍ତି

କରୋନା କବଳରେ ସମଗ୍ର ବିଶ୍ୱ । ଏଥିପାଇଁ ଜନଜୀବନ ବହୁ ମାତ୍ରାରେ ପ୍ରଭାବିତ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ଅଧିକାଂଶ ଲୋକଙ୍କ ଜୀବିକା ମଧ୍ୟ ଚାଲିଯାଇଛି। କାମ ଧନ୍ଦା ନ ମିଳିବାରୁ ଲୋକେ ଘରେ ବସି ବୋର୍‌ ହେଉଛନ୍ତି। ଲୋକଙ୍କ ପାଖରେ କୌଣସି…

ରାଜ୍ୟରେ ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୭୩ ଜଣ ଥିବାବେଳେ ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡାରୁ ୧୬, କଟକରୁ ୧୫, ବରଗଡରୁ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ୧୨, ପୁରୀରୁ…

ଆତ୍ମହତ୍ୟା କଲେ ଆଉ ଜଣେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୬।୭: ଦେଶରେ ଦିନକୁ ଦିନ ମାନସିକ ବିଷାଦଗ୍ରସ୍ତ ମାମଲା ବଢ଼ୁଥିବା ବେଳେ ଏହାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଇତିମଧ୍ୟରେ ମାନସିକ ବିଷାଦଗ୍ରସ୍ତ ଯୋଗୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଜଣେ…

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌ ହସ୍ପିଟାଲ କାନ୍ଥ ଡେଇଁ ଜଣେ କରୋନା ଆକ୍ରାନ୍ତ ରବିବାର ସକାଳୁ ଫେରାର ହୋଇଯାଇଥିବା…

ଚଳନ୍ତା ବସ୍‌ରୁ ଯୁବତୀଙ୍କୁ କାହିଁକି ଫୋପାଡିଲେ କଣ୍ଡକ୍ଟର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ୍‌ ପ୍ରକୋପ ସାରା ଦେଶରେ ଜାରି ରହିଛି। ପ୍ରତିଦିନ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଏଥିରେ କେତେକଙ୍କ ଜୀବନ ମଧ୍ୟ ଯାଉଛି। ଏହାକୁ ନେଇ ସମସ୍ତ ମନରେ ଏବେ ଏକପ୍ରକାର ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ…

ଚାଇନା ରାଷ୍ଟ୍ରପତିିଙ୍କ ଭଳି ଦେଖାଯିବାରୁ ଅପେରା ଗାୟକଙ୍କର ବଢ଼ୁଛି ଅଡ଼ୁଆ

ଚାଇନାର ଜଣେ ଜଣାଶୁଣା ଅପେରା ଗାୟକ ଲୁୟୁ କିକିଙ୍ଗ। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ୬୩ ବର୍ଷୀୟ ଲୁୟୁଙ୍କ ଫଟୋକୁ ବାରମ୍ବାର କାଟି ଦିଆଯାଉଛି। କାରଣ ସେ ଦେଖିବାକୁ ଅବିକଳ ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ପରି। ଏଥିପାଇଁ ଟିକ୍‌ଟକ୍‌ରେ ମଧ୍ୟ ତାଙ୍କୁ…

ଗୁରୁପୂର୍ଣ୍ଣିମାରେ ଭାବପ୍ରବଣ ପୋଷ୍ଟ ଲେଖିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଓ କୋରିଅଗ୍ରାଫର ସରୋଜ ଖାଁଙ୍କ ଯୋଡି ସମସ୍ତ ପପୁଲାର ଯୋଡିଙ୍କ ମଧ୍ୟରୁ ଗୋଟିଏ। ଫିଲ୍ମ ଇଣ୍ଡଷ୍ଟ୍ରିରେ ଏହି ଗୁରୁ ଶିଷ୍ୟଙ୍କ ବିଷୟରେ କିଏ ବା ନ ଜାଣେ। ଏବେ ଆଉ…

ଅସନ୍ତୁଳିତ ଜୀବନଶୈଳୀ ଓ ମେଦବହୁଳତା

ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜର ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ନିହାତି ଦରକାର। ହେଲେ ଅଧକାଂଶ ବ୍ୟକ୍ତି ନିଜର ଜୀବନଶୈଳକୁ ସନ୍ତୁଳିତ ରଖିବାକୁ ଚେଷ୍ଟା କରିଥାଆନ୍ତି। କେତେକ କ୍ଷେତ୍ରରେ ଏହା ସଫଳ ହୋଇଥାଏ ପୁଣି କେତେକାଂଶରେ ଅସନ୍ତୁଳିତ ଜୀବନଶୈଳୀ ଯୋଗୁଁ ଅନେକ…

ମଙ୍ଗଳବାରରୁ କାଉଣ୍ଟରରେ ମିଳିବ ଦେଶୀ ମଦ

ଭୁବନେଶ୍ୱର, ୬।୭(ବ୍ୟୁରୋ): ମଙ୍ଗଳବାରଠାରୁ କାଉଣ୍ଟରରେ ଦେଶୀ ମଦ, ରନ୍ଧା ମଦ ମିଳିବ। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୧ ତାରିଖରୁ ଦେଶୀ ମଦର ହୋମ୍‌ ଡେଲିଭରି ଆରମ୍ଭ ହୋଇଥିଲା। ତେବେ ମଙ୍ଗଳବାଠାରୁ ହୋମ୍‌ ଡେଲିଭରି ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri